ବଚ୍ଚନ ଦମ୍ପତି ଆଶ୍ୱସ୍ତ

ମୁମ୍ବାଇ,୨୪ ।୨: ବଲିଉଡ ଅଭିନେତା ଅମିତାଭ ବଚ୍ଚନ ଓ ଜୟା ବଚ୍ଚନଙ୍କୁ ତାଙ୍କ ଘର ‘ପ୍ରତିକ୍ଷା’ ମାମଲାରେ ବମ୍ବେ ହାଇକୋର୍ଟ ପକ୍ଷରୁ ଆଶ୍ୱସ୍ତି ମିଳିଛି । ବମ୍ବେ ହାଇକୋର୍ଟ ବୃହାନମୁମ୍ବାଇ ମହାନଗର ପାଳିକା (ବିଏମସି)କୁ ନିର୍ଦ୍ଦେଶ ଦେଇଛନ୍ତି କି ଅମିତାଭ ବଚ୍ଚନ ଓ ଜୟା ବଚଚନଙ୍କ ବିରୋଧରେ ୩ ସପ୍ତାହ ପର୍ଯ୍ୟନ୍ତ କୌଣସି ଦଣ୍ଡାତ୍ମକ କାର୍ଯ୍ୟାନୁଷ୍‌ାନ ନିଆଯିବ ନାହିଁ । ଏହାସହ କୋର୍ଟ ବଚ୍ଚନ ଦମ୍ପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କି ତାଙ୍କର ଜୁହୁସ୍ଥିତ ଘର ‘ପ୍ରତିକ୍ଷା’ର ଏକ ଅଂଶ ହାସଲ କରିବା ପାଇଁ ଜାରି କରାଯାଇଥିବା ନୋଟିସ ବିରୋଧରେ ସେମାନେ ବିଏମସିରେ ପ୍ରତିନିଧିତ୍ୱ କରିବାକୁ ଏକ ଆବେଦନ କରନ୍ତୁ ।

ସୂଚନାଯୋଗ୍ୟ, ବିଏମ୍‌ସି ପକ୍ଷରୁ ଦିଆଯାଇଥିବା ନୋଟିସକୁ ଚ୍ୟାଲେଞ୍ଜ କରି ଚଳିତ ସପ୍ତାହ ଆରମ୍ଭରେ ବଚ୍ଚନ ଦମ୍ପତି ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ । ଜଷ୍ଟିସ ଆରଡି ଧନୁକା ଓ ଜଷ୍ଟିସ ଏସଏମ ମୋଦକଙ୍କ ଦ୍ୱାରା ଗଠିତ ଏକ ଖଣ୍ଡପୀଠ ବଚ୍ଚନ ଦମ୍ପତିଙ୍କୁ ଦୁଇ ସପ୍ତାହ ମଧ୍ୟରେ ବିଏମସିରେ ପ୍ରତିନିଧିତ୍ୱ କରିବାକୁ ଆବେଦନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଖଣ୍ଡପୀଠ କହିଛନ୍ତି ଯେବେ ଏହି ଆବେଦନ ଦାଖଲ ହେବ ବିଏମସି ୬ ସପ୍ତାହ ପରେ ଏହା ଉପରେ ଶୁଣାଣି କରିବାକୁ ନିଷ୍ପତି ନେବ । ଏହି ନିଷ୍ପତି ନିଆଯିବା ପରେ ଆବେଦନକାରୀଙ୍କ ବିରୋଧରେ ୩ ସପ୍ତାହ ପର୍ଯ୍ୟନ୍ତ କୌଣସି ବାଧ୍ୟତାମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri