ରାଜଧାନୀରେ ହୋଟେଲ କର୍ମଚାରୀଙ୍କ ଉପରକୁ ବୋମାମାଡ

ଭୁବନେଶ୍ୱର,୬।୨(ବ୍ୟୁରୋ): ରାଜଧାନୀର ନୂଆ ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବୋମାମାଡ ହୋଇଛି। ଖାଇବାକୁ ନେଇ ଝଗଡା ହେବାରୁ ଏକ ହୋଟେଲ କର୍ମଚାରୀଙ୍କ ଉପରକୁ ଏହି ବୋମାମାଡ ହୋଇଥିବା ଜଣାପଡିଛି। ଏହି ଘଟଣାରେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। େବୋମାମାଡ କରିଥିବା ୨ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି ଖଣ୍ଡଗିରି ପୋଲିସ।
ସୂଚନାଯୋଗ୍ୟ, ବସ୍‌ଷ୍ଟାଣ୍ଡରେ ଥିବା ଜୟ ଜଗନ୍ନାଥ ହୋଟେଲକୁ ଦୁଇ ଜଣ ବ୍ୟକ୍ତି ଖାଇବାକୁ ଯାଇଥିଲେ। ଖାଇବା ଦରକୁ ନେଇ ହୋଟେଲ କର୍ମଚାରୀଙ୍କ ସହ ଉଭୟଙ୍କ ବଚସା ହୋଇଥିଲା। ସେମାନେ ସେଠାରୁ ପଳାଇଥିବା ବେଳେ କିଛି ସମୟ ପରେ ପୁଣି ଆସି ହୋଟେଲ ମାଲିକଙ୍କୁ ଖୋଜିଥିଲେ। ସେଠାରେ ମାଲିକ ନ ଥିବାରୁ କର୍ମଚାରୀଙ୍କ ଉପରକୁ ବୋମାମାଡ କରିଥିଲେ। ବୋମାମାଡ କରିଥିବା ୨ ଦୁର୍ବୃତ୍ତ ନିଶାସକ୍ତ ଅବସ୍ଥାରେ ଥିବା ହୋଟେଲ କର୍ମଚାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ଟ୍ରେନ ଚଳାଚଳ ଦାବି: ଆଜି ରେଳରୋକୋ

କେନ୍ଦ୍ରାପଡ଼ା ଅଫିସ, ୧୦।୧୧: କେନ୍ଦ୍ରାପଡ଼ା ଜିଲାକୁ ୨୦୨୦ ଜୁଲାଇ ୨୪ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏହା ପରେ ରେଳ ବିହୀନ ଜିଲାରୁ କେନ୍ଦ୍ରାପଡ଼ାର...

ଅଡୁଆରେ ପ୍ରଦୀପ: ଫ୍ରିଜ୍‌ ହେବ ପରିବାର ସଦସ୍ୟଙ୍କ ବ୍ୟାଙ୍କ ଆକାଉଣ୍ଟ

କଟକ ଅଫିସ,୧୮।୧୦: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଭିଜିଲାନ୍ସ ଟିମ୍‌ ପ୍ରଦୀପଙ୍କ ଘରୁ ୧୪୪୦ ଗ୍ରାମର ସୁନା ଓ ୨୪.୨୫ ଲକ୍ଷ...

ଦେଶର ଶ୍ରେଷ୍ଠ ୧୦ ସରକାରୀ ସ୍କୁଲ ତାଲିକାରେ ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ’

ଭୁବନେଶ୍ୱର, ୧୨।୧୧ (ବ୍ୟୁରୋ):ଦେଶର ଶ୍ରେଷ୍ଠ ୧୦ ସରକାରୀ ସ୍କୁଲ ତାଲିକାରେ ଓଡ଼ିଶାର ଦୁଇଟି ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ’ ସ୍ଥାନ ପାଇଛି। ଗଞ୍ଜାମ ଜିଲା ପୋଲସରା ବ୍ଲକ...

ଓଡ଼ିଶା-ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା: ଫସି ରହିଥିବା ଓଡ଼ିଆ ବସ୍‌ ଯୋଗେ ଫେରିବା ନେଇ ନିଷ୍ପତ୍ତି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଗୁଜରାଟରେ କାମ କରୁଥିବା ଓଡ଼ିଆ ଶ୍ରମିକମାନେ ଓଡ଼ିଶା ଫେରିବେ। ସେମାନଙ୍କୁ ନିରାପଦରେ ରାଜ୍ୟକୁ ଫେରାଇ ଆଣିବା ଲାଗି ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ...

ଦାୟିତ୍ୱ ନେଲେ ଓଏଚ୍‌ଆରସି ଅଧ୍ୟକ୍ଷ

ଭୁବନେଶ୍ୱର, ୪।୯(ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ର ଅଧ୍ୟକ୍ଷ ଭାବେ ବୁଧବାର ଜଷ୍ଟିସ ବିମଳ ପ୍ରସାଦ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ପ୍ରତିକ୍ରିୟା ରଖି ସେ...

ଓଡ଼ିଶାର ପ୍ରଥମ ନିର୍ବାଚନ କମିଶନର ଦେବେନ୍ଦ୍ର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, (ବ୍ୟୁରୋ)/ ସୋନପୁର,୧୩।୨(ନି.ପ୍ର.): ରାଜ୍ୟର ପ୍ରଥମ ନିର୍ବାଚନ କମିଶନର ଦେବେନ୍ଦ୍ର କୁମାର ମିଶ୍ରଙ୍କ ଶନିବାର ପରଲୋକ ହୋଇଯାଇଛି। ସେ କୋଭିଡ୍‌ରେ ସଂକ୍ରମିତ ଥିଲେ। ସୁସ୍ଥ ହେବାର...

ଆକ୍ରାନ୍ତଙ୍କଠାରୁ ସୁସ୍ଥ ଅଧିକ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜଧାନୀରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥ ସଂଖ୍ୟା ଅଧିକ ରହିଛି। ଭୁବନେଶ୍ୱରରୁ ଗତ ୨୪ଘଣ୍ଟାରେ ୬୯ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୮୦...

କାନ୍‌ସରେ ସ୍ବପ୍ନା ପତିଙ୍କ ‘ଅନ୍ତର୍ଧ୍ୱନି’ : ରେଡ୍‌ କାର୍ପେଟରେ ପୁଣି ଝଲସିଲା ସମ୍ବଲପୁରୀ ଶାଢ଼ି

ଭୁବନେଶ୍ୱର,୩୦ା୫(ବ୍ୟୁରୋ)- ଚଳିତବର୍ଷର କାନ୍‌ସ ଫିଲ୍ମ ଫେଷ୍ଟିଭାଲ ସହ ଯୋଡ଼ି ହୋଇଯାଇଛି ଆଉ ଏକ ଓଡ଼ିଆ ଲିଙ୍କ୍‌। ଓଡ଼ିଶା ଜନ୍ମିତ ଅଭିନେତ୍ରୀ ତଥା ମଡେଲ ସ୍ବପ୍ନା ପତିଙ୍କ...

Advertisement
Archives

Model This Week