ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼

କଟକ,୧୧।୧: ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼ ହୋଇଛି। ଏଭଳି ଘଟଣା କଟକ ସଦର ଥାନା ସୁଭଦ୍ରାପୁରରେ ଘଟିଛି। ବୋମାମାଡର କାରଣ ଅସ୍ପଷ୍ଟ ରହିଥିବାବେଳେ ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଜଣାପଡିଛି।

ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବ୍ୟକ୍ତିଜଣଙ୍କ ଦୀର୍ଘ ଦିନ ଧରି ସ୍ଥାନୀୟ ଅଞ୍ଚଳରେ ବାଉଁଶ ବ୍ୟବସାୟ କରୁଥିଲେ। ତେଣୁ ଆଖପାଖ ଅଞ୍ଚଳର ବ୍ୟବସାୟୀଙ୍କ ସହ ଶତ୍ରୁତା ଥିବା ଅନୁମାନ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ିସୂତାରେ କଟି ୨ ଜଣ ଆହତ

କଟକ,୧୪ା୧(କାର୍ତ୍ତିକ ସାହୁ) ମକରରେ ଗୁଡ଼ିଉଡ଼ାକୁ ନେଇ ପୁଣି ଘଟିଛି ଅଘଟଣ। ଗୁଡ଼ିସୂତା ଲାଗି ଦୁଇଜଣଙ୍କ ବେକ ଓ ନାକ କଟିଛି। କଟକ ନୂଆ ବଜାର ରେଲୱେ...

ରାଜ୍ୟ ପରିବହନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା

ପୁରୁଷୋତ୍ତମପୁର,୧୪ା୧(ସିମାଞ୍ଚଳ ମିଶ୍ର): ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଜେନା ମଙ୍ଗଳବାର ସନ୍ଧ୍ୟାରେ ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଭୂତସରସିଙ୍ଗି ଗସ୍ତ କରିଛନ୍ତି। ଏହି...

ଶତୃତାକୁ କେନ୍ଦ୍ର କରି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୪ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତ ଅଧିନ ମେଘଝୋଳି ଗ୍ରାମରେ ପୂର୍ବ ଶତୃତାକୁ କେନ୍ଦ୍ର କରି ଜାଗିଲି ନାୟକଙ୍କୁ ହ୍ଯଯା ଉଦ୍ୟମ...

ସହିପାରିଲେନି ପ୍ରେମିକଙ୍କ ଆତ୍ମହତ୍ୟା ଖବର, ଶୁଣୁଶଣୁ  ହାରିଦେଲେ ଜୀବନ  

ବାଙ୍କୀ,୧୪ା୧ (ଶୁଭେନ୍ଦୁ ମହାପାତ୍ର): ସହିପାରିଲେନି ପ୍ରେମିକଙ୍କ ଆତ୍ମହତ୍ୟା ଖବର, ଶୁଣୁଶଣୁ ହାରିଦେଲେ ଜୀବନ।  ପ୍ରେମିକଙ୍କ ଆତ୍ମହତ୍ୟା ଖବର ଶୁଣି ପ୍ରେମିକା ରଶିରେ ଝୁଲିପଡ଼ିଥିବା ଚର୍ଚ୍ଚା ହେଉଛି।...

ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ : ସ୍ବାମୀଙ୍କ ପରେ ଶାଶୁ,ଶ୍ୱଶୁର ଗଲେ ଜେଲ

ଦିଗପହଣ୍ଡି,୧୪।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ୍‌. ଗୋପାଳପୁର ଗ୍ରାମରେ ଗତ ଡ଼ିସେମ୍ବର ୨୪ ତାରିଖ ରାତିରେ ଜଣେ ନବବଧୂଙ୍କ...

ରାଜକୋଟ୍‌ରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ରୋଜଗାରିଆ ପୁଅକୁ ହରାଇ ଭାଙ୍ଗିପଡ଼ିଲା ପରିବାର

କର୍ଲାମୁଣ୍ଡା,୧୪ା୧(ପ୍ରଦୀପ କୁମାର ସାହୁ): ରାଜକୋଟ୍‌ ସହରରେ ରହି ଦାଦନ ଶ୍ରମିକ (ଦିନମଜୁରିଆ) ଭାବେ କାମ କରୁଥିବା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରେଗଡ଼ା ପଞ୍ଚାୟତ ଯୋଗିପଲା...

Featured Video Play Icon

ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ

ବାହାରୁନି ସମାଧାନର ବାଟ, ଖାଡ଼ା ଉପାସରେ ପ୍ରଭୁ ଲିଙ୍ଗରାଜ । ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି।

ଖଣ୍ଡଗିରି ଯାତ୍ରାକୁ ନେଇ ବଡ଼ ଖବର, ନିଶା-ସାହୁ ଭାଉଜ…

ଭୁବନେଶ୍ୱର,୧୪।୧:ଏଣିକି ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ମନା। ଆଉ ଭୁବନେଶ୍ବର ଖଣ୍ଡଗିରିରେ ନାଚି ପାରିବେନି ଆଇଟମ ଡ୍ୟାନ୍ସର। ଚଳିତବର୍ଷ ଭୁବନେଶ୍ୱର ଖଣ୍ଡଗିରି ଯାତ୍ରାରେ ହେବନି ଅଶ୍ଲୀଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri