ଶୋଇଥିବାବେଳେ ଘର ଉପରକୁ ବୋମାମାଡ଼: ଗାଁ ଧୂଆଁମୟ

ବାଙ୍କୀ,୭ା୬: ଶୋଇଥିବାବେଳେ ଘର ଉପରକୁ ବୋମାମାଡ଼ କରିଛନ୍ତି ଦୁର୍ବୃତ୍ତ। ଏପରି ଘଟଣା ଘଟିଛି କଟକ ଜିଲା ବାଙ୍କୀ ମହଙ୍ଗା ଗୋପାଳପୁର ଗାଁରେ। ଏହି ଗାଁରେ ୩ଟି ବୋମାମାଡ଼ ହୋଇଛି। ଫଳରେ ଗାଁ ଧୂଆଁମୟ ହୋଇଯାଇଥିଲା। ବୋମାମାଡ଼ରେ ଭାଙ୍ଗିଲା ଘରର କବାଟ ଝରକା ଭାଙ୍ଗିପଡ଼ିଛି। ରାତିଅଧରେ ବୋମାମାଡ଼ କରି ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ତେବେ ପୂର୍ବ ଶତ୍ରୁତାରୁ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri