ଘର ଆଗରେ ବୋମାମାଡ଼,କାର ନଷ୍ଟ

ନିଶ୍ଚିନ୍ତକୋଇଲି,୧୭।୧୧: (ସ୍ବ.ପ୍ର): କଟକ ଜିଲା ସାଲେପୁର ଥାନା ଅଧିନସ୍ଥ ରାମକୃଷ୍ଣପୁର ପଞ୍ଚାୟତ ପଟପରୀ ଗ୍ରାମରେ ବୋମାମାଡ ହୋଇଛି। ବୁଧବାର ଭୋରୁ ଅଶୋକ ସାମଲଙ୍କ ଘରେ ବୋମାମାଡ ହୋଇଥିବା ତାଙ୍କ ପୁତୁରା ରମେଶ ଚନ୍ଦ୍ର ଥାନାରେ ଅଭିଯୋଗ କରିଛନ୍ତି। ଏହି ବୋମାମାଡ଼ରେ ତାଙ୍କ ଘରର କାନ୍ଥ କ୍ଷୟକ୍ଷତି ହୋଇଥିବା ସହ କାରର ଅଧିକାଂଶ ଅଂଶ ନଷ୍ଟ ହୋଇଯାଇଛି। ଅଶୋକ ଘରେ ଅନୁପସ୍ଥିତ ଥିବା ସମୟରେ ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ଏଭଳି ଘଟଣା ଘଟାଇ ଥିବାର ଆଶଙ୍କା କରାଯାଉଛି। ଏହି ବୋମାମାଡର ଉଦ୍ଦେଶ୍ୟ ସ୍ପଷ୍ଟହୋଇ ନ ଥିବାବେଳେ ଘଟଣାସ୍ଥଳରେ ସାଲେପୁର ପୋଲିସ ଟିମ୍‌ ପହଞ୍ଚି ଛାନଭିନ ଜାରି ରଖିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୩୪୬ଛାତ୍ରୀଙ୍କୁ ସାନିଟାରି ନାପ୍‌କିନ

ସୋନପୁର,୨୯।୭(ନି.ପ୍ର.): ସୋନପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ସ୍ବାସ୍ଥ୍ୟ ସଚେତନତା ଓ ସାନିଟାରି ନାପ୍‌କିନ ‘ଖୁସି’ ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି...

କେନ୍ଦୁଝରରେ ୭୨ତମ ଗଣତନ୍ତ୍ର ଦିବସ ପାଳିତ

କେନ୍ଦୁଝର, ୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଷ୍ଟାଡିୟମ୍‌ ଠାରେ ମଙ୍ଗଳବାର ୭୨ତମ ଗଣତନ୍ତ୍ର ଦିବସ କରୋନା କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିଳ୍ପ, ଶକ୍ତି,...

ଟାଟା ଷ୍ଟିଲ ମାଇନିଂ ପକ୍ଷରୁ ଓଡ଼ିଶା ଦିବସ ପାଳିତ

କାଳିଆପାଣି,୪।୪(ଡି.ଏନ୍‌.ଏ.): ଟାଟାଷ୍ଟିଲ ମାଇନିଂ କମ୍ପାନୀ ପକ୍ଷରୁ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ସୁକିନ୍ଦା ଖଣି ଅଞ୍ଚଳରେ କାର୍ଯ୍ୟରତ ଟାଟା ଷ୍ଟିଲ ମାଇନିଂ କମ୍ପାନୀର କର୍ମଚାରୀ ଓ...

କାମରେ ଲାଗୁନି କାଶୀପୁର ପୋଷ୍ଟମର୍ଟମ ଗୃହ, ଶ୍ମଶାନ

ଟିକିରି,୮ା୮(ଡି.ଏନ୍‌.ଏ.):ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଥିବା ପୋଷ୍ଟ ମଟମ ଗୃହ ଥାଇ ଲୋକେ ଉପକୃତ ହେଉନାହାନ୍ତି। ଆବଶ୍ୟକ ସମୟରେ ପୋଷ୍ଟମଟମ୍‌ ପାଇଁ କାଶୀପୁର ଯିବାକୁପଡୁଛି। ଏହି...

କରୋନା ସହାୟତା: ସତ୍ୟବାଦୀ ବ୍ଲକର ମହିଳା ମହାସଂଘ ଦେଲେ ୧ ଲକ୍ଷ ଟଙ୍କା

ସାକ୍ଷୀଗୋପାଳ, ୨୧।୪(ଡି.ଏନ୍‌.ଏ): କରୋନା ସହାୟତା ପାଇଁ ସତ୍ୟବାଦୀ ବ୍ଲକର ମହିଳା ମହାସଂଘଗୁଡିକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୧ ଲକ୍ଷ ୬ ହଜାର ୭ଶହ ଟଙ୍କା ପ୍ରଦାନ...

ଭଡ଼ାଘରେ ଚାଲିଥିଲା ନକଲି ଜର୍ଦ୍ଦା କାରଖାନା: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜର୍ଦ୍ଦା ଜବତ

ଭଦ୍ରକ ଅଫିସ, ୧୭ା୫-ଲକ୍‌ଡାଉନ୍‌ ସମୟରେ ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ବେଳେ ନକଲି ଜର୍ଦ୍ଦା ବ୍ୟବସାୟୀମାନେ ନିଜର କାୟାବିସ୍ତାର କରିବାରେ ଲାଗିଛନ୍ତି। ଭଡ଼ାଘରେ ସେମାନେ...

ଭଙ୍ଗାଗଲା ବଇଣ୍ଡା ରାଧାକୃଷ୍ଣ ମନ୍ଦିର

ବଇଣ୍ଡା,୧୨।୧୦(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ରାଧାକୃଷ୍ଣ ମନ୍ଦିରକୁ ଶନିବାର ଠିକାସଂସ୍ଥା ପକ୍ଷରୁ ଭଙ୍ଗାଯାଇଛି। ୫୫ ନଂ. ଜାତୀୟ ରଜପଥ ସମ୍ପ୍ରସାରଣରେ ଉକ୍ତ ମନ୍ଦିର ଉଚ୍ଛେଦ...

ଭିନ୍ନକ୍ଷମ ମା’, ପୁଅଙ୍କ ମୃତଦେହ ଉଦ୍ଧାର: ପୋଡି ମାରି ଦିଆଯାଇଥିବା ସନ୍ଦେହ

ହାଟଡିହୀ,୧୦।୯(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଭିନ୍ନକ୍ଷମ ମା’ ଓ ପୁଅଙ୍କ ପୋଡା...

Advertisement
Archives

Model This Week