Posted inଜାତୀୟ

ବୋମ୍ମାଇ କ୍ଷମତା ଛାଡନ୍ତୁ, ବନ୍ୟା ସମସ୍ୟାର ସମାଧାନ ଆମେ କରିବୁ: କଂଗ୍ରେସ…

ବେଙ୍ଗାଲୁରୁ, ୭।୯ : ପ୍ରବଳ ବର୍ଷା ପରେ ବେଙ୍ଗାଲୁରୁରେ ଆସିଥିବା ବନ୍ୟାକୁ ନେଇ ଶାସକ ଭାଜପା ଓ କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ସିଲିକନ ସିଟି ବେଙ୍ଗାଲୁରରେ ବନ୍ୟା ପରିସ୍ଥିତି ପାଇଁ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ ପୂର୍ବ କଂଗ୍ରେସ ସରକାରଙ୍କୁ ଦାୟୀ କରିଥିଲେ।

ଏହା ପରେ କର୍ନାଟକ କଂଗ୍ରେସ ଅଧ୍ୟକ୍ଷ ଡି.କେ ଶିବକୁମାର ବୋମ୍ମାଇଙ୍କୁ କ୍ଷମତା ଛାଡି ରାଜ୍ୟରେ ରାଷ୍ଟ୍ରପତିଙ୍କ ଶାସନ ଲାଗୁ କରିବାକୁ ଆହ୍ବାନ ଦେଇଛନ୍ତି। ତୁମେ କ୍ଷମତା ଛଡ଼ିଲେ ଆମେ ଶାସନକୁ ଆସିଲେ ବନ୍ୟା ସମସ୍ୟାର ସମାଧାନ କରିଦେବୁ। ଅପରପକ୍ଷରେ ବୋମ୍ମାଇ ବୁଧବାର ବନ୍ୟା ପ୍ରଭାବିତ ଅଞ୍ଚଳର ସମୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟରେ ନିଆଁ : ନୌସେନା ଅଧିକାରୀ ମୃତ

ସୁରଟ,୨୭ା୪: ରୁଷିଆଠାରୁ କିଣାଯାଇଥିବା ଭାରତର ସବୁଠାରୁ ବଡ଼ ବିମାନବାହୀ ଜାହାଜ ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟରେ ଅଗ୍ନିକାଣ୍ଡ ଘଟିଛି। ଏହା ଶୁକ୍ରବାର ସକାଳେ କରଓ୍ବର ବନ୍ଦର ଅଭିମୁଖେ ଯାଉଥିବାବେଳେ...

ବହିବସ୍ତାନୀ ସହ ପିଲାଙ୍କ ହାତରେ ଧନୁତୀର: ଜାଣନ୍ତୁ କାହିଁକି

ଝାଡ଼ଖଣ୍ଡର ନକ୍ସଲ୍‌ ପ୍ରଭାବିତ ଅଞ୍ଚଳ ଚାକୁଲିଆର ପୋଛପାନୀ ଗାଁରେ ଏବେ ଏହି ଅଦ୍ଭୁତ ଘଟଣା ଦେଖିବାକୁ ମିଳୁଛି। ନକ୍ସଲ୍‌ ଦାଉରୁ ରକ୍ଷା ପାଇବାକୁ ଏଠାକାର ସ୍କୁଲ୍‌...

ଭାରତ ସରକାରଙ୍କ ବିରୋଧରେ କୋର୍ଟରେ ପହଞ୍ଚିଲା ହ୍ବାଟସ୍‌ଆପ୍‌…

ନୂଆଦିଲ୍ଲୀ,୨୬।୫: ଭାରତ ସରକାରଙ୍କ ବିରୋଧରେ ହ୍ବାଟସ୍‌ଆପ୍‌ କୋର୍ଟର ଦ୍ୱାରସ୍ଥ ହୋଇଛି। ଦିଲ୍ଲୀ ହାଇକୋର୍ଟରେ ହ୍ବାଟସ୍‌ଆପ୍‌ ପକ୍ଷରୁ ଏକ ମାମଲା ଦାଏର କରାଯାଇଛି। ବୁଧବାରଠାରୁ ଭାରତାରେ ଲାଗୁ...

କିଏ କହୁଛି ଲୋକ ସଭା ସୁନ୍ଦର ନୁହେଁ, ୬ ମହିଳା ଏମ୍‌ପିଙ୍କ ସହିତ ଫଟୋ ଶେୟାର କଲେ ଥରୁର୍‌…

ନୂଆଦିଲ୍ଲୀ,୨୯।୧୧: ସୋମବାର ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଥିବାବେଳେ ପ୍ରଥମ ଦିନରେ କୃଷି ନିୟମକୁ ଫେରାଇ ଆଣିବା ପାଇଁ ସମସ୍ତ ନଜର ଥିଲା। ଏପରିସ୍ଥଳେ ସୋସିଆଲ...

ବିହାରରେ ଲଜ୍ଜା: ବଳାତ୍କାର ଉଦ୍ୟମ ସଫଳ ନ ହେବାରୁ ନାବାଳିକାଙ୍କୁ ଗୁଳି କଲେ ଯୁବକ

ରୋହତାସ,୧୭।୧୨: ବିହାରରେ ପୁଣି ଲଜ୍ଜା। ବିହାର ରୋହତାସ ଜିଲାର ରାଜପୁରରେ ୧୦ମରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ଗଣବଳାତ୍କାର ଉଦ୍ୟମ କରାଯାଇଛି। ଉଦ୍ୟମରେ ସଫଳ ନ ହେବାରୁ...

ସ୍ବାଭାବିକ ହେବ ଅର୍ଥନୀତି: ଆତ୍ମନିର୍ଭର ଭାରତ ୩.୦ ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ,୧୨।୧୧: କରୋନା ମହାମାରୀରେ ଦେଶର ଅର୍ଥ ବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସହାୟତା ପ୍ୟାକେଜ୍‌ ଘୋଷଣା...

୩ ଭଉଣୀଙ୍କୁ କାମୁଡ଼ିଲା ସାପ, ରାତି ସାରା ଚାଲିଲା ଝଡ଼ାଫୁଙ୍କା; ଆଉ ସକାଳେ…

ରାଞ୍ଚି, ୨୦।୧୦: ଝାଡ଼ଖଣ୍ଡର ସିମଡେଗାଠାରେ ସାପ କାମୁଡ଼ିବା ପରେ ଅନ୍ଧବିଶ୍ୱାସ ହେତୁ ୩ ଭଉଣୀଙ୍କ ଜୀବନ ଚାଲିଯାଇଛି। ରାତିରେ ଚଟାଣରେ ଶୋଇଥିବାବେଳେ ୩ ଭଉଣୀଙ୍କୁ ସାପ...

୨୦୨୩ ସୁଦ୍ଧା ଜେୱର ଏୟାର ପୋର୍ଟ ହୋଇପାରେ ବିଶ୍ୱର ୫ମ ସର୍ବବୃହତ୍ତ ଏୟାରପୋର୍ଟ

ନୂଆଦିଲ୍ଲୀ,୨୨।୩: ଯୋଜନା ମୁତାବକ ଯଦି କାମ କରାଯାଏ ତେବେ ୨୦୨୩ ସୁଦ୍ଧା ଅର୍ଥାତ୍‌ ୪ ବର୍ଷ ପରେ ଉତ୍ତର ପ୍ରଦେଶରେ ବିଶ୍ୱର ୫ମ ସର୍ବବୃହତ୍ତ ଏୟାର...

Advertisement
Archives

Model This Week