Posted inଖେଳ

ଧୋନୀଙ୍କ ସହ କୋହଲିଙ୍କର ରହିଛି ଏମିତି ସମ୍ପର୍କ, ଟୁଇଟ୍‌ କରି କହିଲେ…

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ମହେନ୍ଦ୍ର ସିଂ ଧୋନୀଙ୍କ ଭିତରେ ସମ୍ପର୍କ କେମିତି ବୋଲି ପ୍ରଶଂସକମାନେ ଜାଣିବାକୁ ଚାହିଁଛନ୍ତି। ପଡ଼ିଆରେ ସେମାନଙ୍କ ମଧ୍ୟରେ କେମିତି ସମ୍ପର୍କ ଥାଏ ଏମିତି ସୋସିଆଲ ମିଡିଆରେ କୋହଲିଙ୍କୁ ଅନେକ ପ୍ରଶ୍ନ ପଚାରିଛନ୍ତି ପ୍ରଶଂସକ। ତେବେ କୋହଲି ଏହାର ଉତ୍ତର ରଖିଛନ୍ତି। କେବଳ ଦୁଇଟି ଶବ୍ଦରେ ସେ ଧୋନୀଙ୍କ ସହ ସମ୍ପର୍କ କେମିତି ପ୍ରଶଂସକମାନଙ୍କୁ ବୁଝାଇଛନ୍ତି।

କୋହଲି ନିଜ ଇନ୍‌ଷ୍ଟାଗ୍ରାମରେ ପ୍ରଶଂସକମାନଙ୍କ ଉତ୍ତର ରଖିଥିଲେ। ଜଣେ ପ୍ରଶଂସକ କୋହଲିଙ୍କୁ ଧୋନୀଙ୍କ ସହ ତାଙ୍କର କେମିତି ସମ୍ପର୍କ ବୋଲି ପଚାରିଥିଲେ। ଏହାର ଉତ୍ତରରେ ଧୋନୀ ଲେଖିଥିଲେ, ବିଶ୍ୱାସ ଆଉ ସମ୍ମାନ।

କୋହଲି ଧୋନୀଙ୍କୁ ପ୍ରଶଂସା କରି କହିଛନ୍ତି, ସେ ଧୋନୀଙ୍କ ପାଇଁ ଅଧିନାୟକ ପରି ଏକ ବଡ଼ ଭୂମିକା ଗ୍ରହଣ କରିଛନ୍ତି। ମୁଁ ସବୁବେଳେ ଦାୟିତ୍ୱ ନେବାକୁ ଚାହୁଁଥିଲି। ଏହା ପରେ ଧୋନୀ ମୋତେ ଏହି ଗୁରୁଦାୟିତ୍ୱ ଦେଇଥିଲେ। ମୁଁ ଭାବୁଛି ମୋ’ ପ୍ରତି ତାଙ୍କର ଆତ୍ମବିଶ୍ୱାସ ବଢ଼ିଥିଲା, ଆଉ ସେ ମୋତେ ଏତେ ବଡ଼ ଦାୟିତ୍ୱ ଦେଇଥିଲେ କି ଯାହାକୁ ମୁଁ କରିପାରିବି। ୨୦୦୮ରେ ଧୋନୀଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆରେ ଏଣ୍ଟ୍ରି କରିଥିଲେ କୋହଲି। ଧୋନୀଙ୍କ ଅଧିନାୟକତ୍ୱ ସମୟରେ ସେ ନିଜକୁ ଆଗକୁ ବଢ଼ିବା ପାଇଁ ସୁଯୋଗ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡୋପିଂରୁ ବଞ୍ଚତ୍ବା ଲାଗି ଆଥ୍‌ଲେଟ୍‌ଙ୍କ ପାଇଁ ମୋବାଇଲ ଆପ୍‌ ଲଞ୍ଚ କଲା ନାଡା

ନୂଆଦିଲ୍ଲୀ,୩୦।୬(ପି.ଟି.): ଜାତୀୟ ନିଶା ନିବାରଣ ସଂସ୍ଥା (ନାଡ଼ା)ର ପ୍ରଥମ ମୋବାଇଲ ଆପ୍‌ ଲଞ୍ଚ୍‌ ହୋଇଛି। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଏହାକୁ ଆନୁଷ୍ଠାନିକ ଭାବେ ଲଞ୍ଚ୍‌...

ଆଇପିଏଲ୍‌ ଇତିହାସର ୧୦ ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧୯।୯: କରୋନା ଭାଇରସ୍‌ର ପ୍ରଭାବ ମଧ୍ୟରେ ଶନିବାରଠାରୁ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ...

ତୃତୀୟ, ଚତୁର୍ଥ ଟେଷ୍ଟ ଭେନ୍ୟୁ ଅଦଳବଦଳ ସମ୍ଭାବନା

ଆଡିଲେଡ୍‌,୨୧।୧୨(ପି.ଟି.): ସିଡ୍‌ନୀରେ କୋଭିଡ୍‌-୧୯ ମହାମାରୀ ପ୍ରକୋପ ଦେଖିବାକୁ ମିଳିଛି। କରୋନା ସଂକ୍ରମଣ ବୃଦ୍ଧି ଘଟିଛି। ଫଳରେ ତୃତୀୟ ଓ ଚତୁର୍ଥ ଟେଷ୍ଟର ଭେନ୍ୟୁରେ ଅଦଳବଦଳ କରିବାକୁ...

ଭାରତୀୟ ଖେଳାଳିଙ୍କ ବେଳେବେଳେ ମସ୍ତିଷ୍କ କାମ କରୁନାହିଁ: କାହିଁକି ଏମିତି କହିଲେ ପାକିସ୍ତାନୀ କ୍ରିକେଟର୍‌

ଇସଲମାବାଦ,୨୭।୮: ଭାରତ ଏବଂ ଇଂଲଣ୍ଡ ତୃତୀୟ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଏହି ଟେଷ୍ଟରେ ଆୟୋଜକ ଇଂଲଣ୍ଡ ଏହି ମ୍ୟାଚରେ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରିଛି। ପ୍ରଥମେ...

ସମୁଦ୍ର କୂଳରେ ବଂଶୀ ବଜାଉଛନ୍ତି ଧାଓ୍ବନ

ନୂଆଦିଲ୍ଲୀ, ୩।୯: ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଏକଦିବସୀୟ ସିରିଜ୍‌ ଶେଷ ହେବା ପରେ ଭାରତ ଫେରିଛନ୍ତି ଓପନର୍‌ ଶିଖର ଧାଓ୍ବନ୍‌। ଏବେ ସେ ନିଜ ପରିବାର ସହ...

୨୪ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଥିବା ବୋଲର୍‌ ଭାରତୀୟ ଦଳରେ ସାମିଲ୍‌: ବିଜୟ ଆଶାରେ ବିରାଟବାହିନୀ

ଓଭାଲ,୨।୯: ଚତୁର୍ଥ ଟେଷ୍ଟର ଗୋଟିଏ ଦିନ ପୂର୍ବରୁ ଟିମ ଇଣ୍ଡିଆ ଦଳରେ ଏକ ବଡ଼ ପରିବର୍ତ୍ତନ କରିଛି। ଦ୍ରୁତ ବୋଲର ପ୍ରସାଦ କ୍ରିଷ୍ଣାଙ୍କୁ ଦଳରେ ସାମିଲ...

ଟି୨୦ ର଼୍ୟାଙ୍କିଙ୍ଗ୍‌: ଆଜମ୍‌ଙ୍କୁ ହଟାଇଲେ ମଲନ

ଦୁବାଇ, ୧୦।୯(ପି.ଟି.)- ପାକିସ୍ତାନର ବାବର ଆଜମଙ୍କୁ ହଟାଇ ଆଇସିସି ଟି୨୦ ବ୍ୟାଟ୍ସମ୍ୟାନ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନ ଅଧିକାର କରିଛନ୍ତି ଇଂଲଣ୍ଡର ଦାଓ୍ବିଦ ମଲନ। ଅଷ୍ଟ୍ରେଲିଆ ବିପକ୍ଷ ସଦ୍ୟ...

ଶରଣକୁଳ ସର୍ବଭାରତୀୟ ଫୁଟବଲ୍‌: ସୁନାବେଡ଼ାକୁ ହରାଇ ମଧ୍ୟପ୍ରଦେଶ ଚାମ୍ପିୟନ୍‌

ନୟାଗଡ଼ ଅଫିସ,୧୧।୧୧- ନୟାଗଡ଼ ଜିଲା ଶରଣକୁଳ ଲଡ଼ୁକେଶ ଆଥ୍‌ଲେଟିକ ଆସୋସିଏଶନ ଆନୁକୁଲ୍ୟରେ ଅନୁଷ୍ଠିତ ୬୦ତମ ସର୍ବଭାରତୀୟ ଫୁଟବଲ୍‌ ଟୁର୍ନାମେଣ୍ଟରେ ମଧ୍ୟପ୍ରଦେଶର ରତଲାମ୍‌ ସିଟି ଫୁଟବଲ୍‌ କ୍ଲବ...

Advertisement
Ten Cric Info


Archives

Model This Week