Posted inଖେଳ

ବୁମ୍‌ରାଙ୍କୁ ବଣ୍ଡ୍‌ଙ୍କ ପ୍ରଶଂସା

ଦୁବାଇ, ୭ା୧୧ (ପି.ଟି.)-ମୁମ୍ବାଇ ଇଣ୍ଡିଆନ୍ସ ବୋଲିଂ କୋଚ୍‌ ଶେନ ବଣ୍ଡ୍‌ ତାଙ୍କ ଦଳର ମୁଖ୍ୟ ପେସ୍‌ ବୋଲର ଯଶପ୍ରୀତ୍‌ ବୁମ୍‌ରାଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି। ବର୍ତ୍ତମାନ ସେ ବିଶ୍ୱର ଶ୍ରେଷ୍ଠ ଟି୨୦ ବୋଲର ବୋଲି କହିଛନ୍ତି। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ବୁମ୍‌ରାଙ୍କ ବୋଲିଂଙ୍କୁ ସେ ଅତି ନିକଟରୁ ଦେଖିବାକୁ ପାଇଥାନ୍ତି। ଗୁରୁବାର ଆଇପିଏଲ୍‌ କ୍ୱାଲିଫାୟର-୧ରେ ଦିଲ୍ଲୀ କ୍ୟାପିଟାଲ୍ସର ବ୍ୟାଟିଂ ଲାଇନ୍‌ଅପ୍‌କୁ ବୁମ୍‌ରା ଓ ତାଙ୍କ ପେସ୍‌ ପାର୍ଟନର ଭୁଶୁଡାଇ ଦେଇଥିଲେ। ଯାହା ଫଳରେ ଏହି ମ୍ୟାଚରେ ବିଜୟ ଲାଭ କରି ମୁମ୍ବାଇ ଇଣ୍ଡିଆନ୍ସ ଫାଇନାଲରେ ପ୍ରବେଶ କରିପାରିଥିଲା। ଭାରତୀୟ ବୋଲର ତାଙ୍କ ୪ ଓଭର ବୋଲିଂରେ ୧୪ ରନ ବିନିମୟରେ ୪ଉଇକେଟ ଅକ୍ତିଆର କରିଥିବାବେଳେ ବୋଲ୍ଟ ୨ଓଭର ବୋଲିଂ କରି ମାତ୍ର ୯ରନ ବିନିମୟରେ ୨ଉଇକେଟ ନେଇଥିଲେ। ମୁମ୍ବାଇ ଇଣ୍ଡିଆନ୍ସ ୫୭ ରନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ ଇଣ୍ଡିଆକୁ ଘାରିଲାଣି 2026 ଟି-20 ବିଶ୍ୱକପରୁ ବାହାରି ଯିବାର ଭୟ; ଗୋଟିଏ ପରାଜୟ ବଢାଇଲା ଟେନସନ

ନୂଆଦିଲ୍ଲୀ,୨୨।୬: ଜୁନ ୧ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଭାରତ ପରାଜୟ ବରଣ କରିଥିଲା। ଏହି ଫଳାଫଳ ଗ୍ରୁପ ୧ ପଏଣ୍ଟ ଟେବୁଲର ଗତିଶୀଳତାକୁ ସମ୍ପୂର୍ଣ୍ଣ…

ପିତୃ ଦିବସରେ ବାପାଙ୍କୁ ବିଳାସପୂର୍ଣ୍ଣ କାର ଉପହାର ଦେଲେ ଏହି କ୍ରିକେଟର, ଦାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୬: ଭାରତୀୟ ଟିମର ଇଂଲଣ୍ଡ ଗସ୍ତ ୧ ଜୁଲାଇରୁ ଆରମ୍ଭ ହେବାକୁ ଯାଉଛି। ଏହି ଗସ୍ତ ସମୟରେ, ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ପାଞ୍ଚଟି ଟି-୨୦ ମ୍ୟାଚ…

ପ୍ଲେୟାର ଅଫ ଦ ମ୍ୟାଚ ବିବେଚିତ ହେବା ପରେ ସମାଲୋଚକମାନଙ୍କୁ କଡ଼ା ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୨।୬: ଶ୍ରୀଲଙ୍କା ଏ’କୁ ପରାସ୍ତ କରିବା ପରେ ‘ପ୍ଲେୟାର ଅଫ ଦି ମ୍ୟାଚ’ ବିବେଚିତ ବୈଭବ ସୂର୍ଯ୍ୟବଂଶୀ କହିଛନ୍ତି ଯେ ସେ ପ୍ରଥମ ୧୦ ଓଭରର ଫାଇଦା…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଟିମ ଇଣ୍ଡିଆରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଲେ ଅଧିନାୟକ ଶୁଭମନ, କହିଲେ…

ନୂଆଦିଲ୍ଲୀ, ୨୧।୬: ତୃତୀୟ ଦିନିକିଆ ମ୍ୟାଚରେ ଭାରତ, ଆଫଗାନିସ୍ତାନକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ, ଆଫଗାନିସ୍ତାନକୁ ଦିନିକିଆ ସିରିଜରେ କ୍ଲିନ ସ୍ବିପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri