Posted inଜାତୀୟ

ହାଡ଼ଥରା ଶୀତ: ଜମ୍ମୁ-କଶ୍ମୀରରେ ଜମାଟ ବାନ୍ଧି ବରଫ ପାଲଟିଲା ନଦୀ-ଝରଣା ପାଣି,ଭିଡିଓ ଭାଇରାଲ…

ଶ୍ରୀନଗର,୧୭।୧୨ : ଦେଶରେ ହାଡ଼ଥରା ଶୀତ ଜାରି ରହିଛି। ମଧ୍ୟ ଭାରତଠାରୁ ଆରମ୍ଭ କରି ଉତ୍ତର ତଥା ଉତ୍ତର-ପୂର୍ବ ଅଞ୍ଚଳରେ ଶୀତ ଲହର ଯୋଗୁ ସାଧାରଣ ଜୀବନଯାତ୍ରା ଠପ୍‌ ହୋଇ ଯାଇଛି। କଶ୍ମୀରର ପହଲଗାମ ଏବଂ ଗୁଲମାର୍ଗରେ ପ୍ରବଳ ତୁଷାରପାତ ହୋଇଛି। ଦିଲ୍ଲୀ ସମେତ ଆଖପାଖ ରାଜ୍ୟଗୁଡିକର ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ତଳେ ରହିଛି।
ଜମ୍ମୁ-କଶ୍ମୀରରେ ତୁଷାରପାତ ଯୋଗୁ ନଦୀ ଓ ଝରଣା ପାଣି ଜମାଟ ବାନ୍ଧି ବରଫ ପାଲଟି ଯାଇଛି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଗୁଲମାର୍ଗ ଏବଂ ସୋନମାର୍ଗରେ ୬ ଇଞ୍ଚରୁ ଅଧିକ ତୁଷାରପାତ ହୋଇଛି।

ଜମ୍ମୁ-କଶ୍ମୀରରେ ତୁଷାରପାତ ଯୋଗୁ ନଦୀ ଓ ଝରଣା ପାଣି ଜମାଟ ବାନ୍ଧି ବରଫ ପାଲଟି ଯାଇଛି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଗୁଲମାର୍ଗ ଏବଂ ସୋନମାର୍ଗରେ ୬ ଇଞ୍ଚରୁ ଅଧିକ ତୁଷାରପାତ ହୋଇଛି।
ଶନିବାର ଦିଲ୍ଲୀର ସର୍ବନିମ୍ନ ତାପମାତ୍ରା ୫.୫ ଡିଗ୍ରୀ ସେଲସିୟସରେ ରେକର୍ଡ କରାଯାଇଥିଲା। ସେହିପରି ସର୍ବାଧିକ ତାପମାତ୍ରା ୨୪.୭ ଡିଗ୍ରୀରେ ରେକର୍ଡ କରାଯାଇଥିଲା। ଏହି ସମୟରେ ଦିଲ୍ଲୀର ବାୟୁ ଗୁଣବତ୍ତା ମଧ୍ୟ ଖରାପ ହୋଇ ରହିଛି। ପାଣିପାଗ ବିଭାଗ ଅନୁଯାୟୀ ରବିବାର ସର୍ବନିମ୍ନ ତାପମାତ୍ରା ପ୍ରାୟ ୫ ଡିଗ୍ରୀ ରହିପାରେ।

ପାଣିପାଗ ବିଭାଗ ଅନୁଯାୟୀ, ୧୭ ଓ ୧୮ ରେ ଦକ୍ଷିଣ ଭାରତରେ ପ୍ରବଳ ବର୍ଷା ହୋଇପାରେ। ଏହା ବ୍ୟତୀତ ଅନେକ ଉତ୍ତର-ପୂର୍ବ ରାଜ୍ୟରେ ମଧ୍ୟ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଏହା ବ୍ୟତୀତ ରବିବାର ଜମ୍ମୁ-କଶ୍ମୀର, ଲଦାଖ, ହିମାଚଳ ପ୍ରଦେଶ ଏବଂ ଉତ୍ତର ପଞ୍ଜାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri