ଶ୍ରୀଦେବୀଙ୍କୁ ମନେ ପକାଇ ଭାବବିହ୍ବଳ ହେଲେ ବୋନି

ମୁମ୍ବାଇ: ଆଜି ବଲିଉଡ୍‌ର ସୌନ୍ଦର୍ଯ୍ୟ ରାଣୀ ଶ୍ରୀଦେବୀଙ୍କ ୫ମ ମୃତ୍ୟୁ ବାର୍ଷିକୀ। ୨୪ ଫେବୃୟାରୀ ୨୦୧୮ରେ ଶ୍ରୀଦେବୀ ଦୁନିଆରୁ ବିଦାୟ ନେଇଥିଲେ। ଫିଲ୍ମ ଜଗତରେ ଶ୍ରୀଦେବୀଙ୍କର ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ତାଙ୍କର ଅନୁପସ୍ଥିତି କେବେ ବି ପୂରଣ ହୋଇପାରିବ ନାହିଁ। ବିଶେଷକରି ତାଙ୍କ ସ୍ବାମୀ ବୋନି କପୁରଙ୍କ ପାଇଁ ଶ୍ରୀଦେବୀଙ୍କ ବିଦାୟ ତାଙ୍କୁ ପ୍ରତି ମୁହୂର୍ତ୍ତରେ ବିଚଳିତ କରୁଛି। ବୋନି ଶ୍ରୀଦେବୀଙ୍କ ମୃତ୍ୟୁ ବାର୍ଷିକୀରେ ଏକ ଭିଡିଓ ପୁନଃ ରିଟୁଇଟ୍‌ କରିଛନ୍ତି। ଯେଉଁଥିରେ ଶ୍ରୀଦେବୀଙ୍କ ସ୍ମୃତି ରହିଛି।

ବୋନି ଏବଂ ଶ୍ରୀଦେବୀ ପରସ୍ପରକୁ ବହୁତ ଭଲ ପାଉଥିଲେ। ଉଭୟଙ୍କ ବିବାହ ୧୯୯୬ରେ ହୋଇଥିଲା। ବୋନିଙ୍କ ଦୁନିଆ କହିଲେ ଶ୍ରୀ। ସେ ତାଙ୍କ ପାଇଁ ସବୁକିଛି କରିବାକୁ ପ୍ରସ୍ତୁତ ଥିଲେ। ଏପରି ପରିସ୍ଥିତିରେ ଯେତେବେଳେ ଶ୍ରୀଦେବୀ ହଠାତ୍‌ ତାଙ୍କୁ ଛାଡ଼ି ଚାଲିଗଲେ, ସେତେବେଳେ ସେ ବହୁତ ଭାଙ୍ଗି ପଡ଼ିଥିଲେ। ଆଜି ଶ୍ରୀଦେବୀଙ୍କୁ ମନେ ପକାଇ ଭାବବିହ୍ବଳ ହୋଇଛନ୍ତି ବୋନି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା

ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri