ପୁଣିଥରେ ‘ମିଷ୍ଟର ଇଣ୍ଡିଆ’ର ଯାଦୁ ଦେଖିବେ ଦର୍ଶକେ!

ମୁମ୍ବାଇ: ବଲିଉଡ ପ୍ରଯୋଜକ ତଥା ନିର୍ଦ୍ଦେଶକ ବୋନି କପୁର ତାଙ୍କ କ୍ୟାରିୟରରେ ଦର୍ଶକଙ୍କୁ କିଛି ସୁପରହିଟ୍ ମୁଭି ଭେଟି ଦେଇଛନ୍ତି । ଏବେ ସେ ଏକ ଖୁସି ଖବର ଦେଇଛନ୍ତି । ବୋନି କହିଛନ୍ତି, ଅନିଲ କପୁର ଓ ଶ୍ରୀଦେବୀଙ୍କ ଅଭିନୀତ ମୁଭି ‘ମିଷ୍ଟର ଇଣ୍ଡିଆ’ର ସିକ୍ୱୁଏଲ ନିର୍ମାଣ ହେବାକୁ ଯାଉଛି । ସେ କହିଛନ୍ତି ଦର୍ଶକେ ତାଙ୍କର କିଛି ଫିଲ୍ମର ସିକ୍ୱୁଏଲ ପାଇଁ ଡିମାଣ୍ଡ କରୁଛନ୍ତି । ଏହାସହ ବୋନି ଆକ୍ଟିଂ ଡେବ୍ୟୁକୁ ନେଇ ବି କିଛି କଥା କହିଛନ୍ତି ।
ପିଙ୍କ ଭିଲାକୁ ଦେଇଥିବା ଏକ ସାକ୍ଷାତକାରରେ ବୋନି କହିଛନ୍ତି, ମୁଁ ମିଷ୍ଟର ଇଣ୍ଡିଆ ୨ ନିର୍ମାଣ କରିବି ଯଦି ଖୁବ ଶୀଘ୍ର ଏହା ଉପରେ କାମ ଆରମ୍ଭ କରାଯାଏ ତେବେ ଚକିତ ହେବାର କିଛି ନାହିଁ । ସେ ଆହୁରି ମଧ୍ୟ କହିଛନ୍ତି ମିଷ୍ଟର ଇଣ୍ଡିଆ ସହ ‘ୱୋଣ୍ଟେଡ’ ଓ ‘ନୋ ଏଣ୍ଟ୍ରି’ର ସିକ୍ୱୁଏଲ ପାଇଁ ବି ଡିମାଣ୍ଡ ରହିଛି ।
ବୋନି ତାଙ୍କ ଆକ୍ଟିଂ ଡେବ୍ୟୁକୁ ନେଇ କହିଛନ୍ତି, ମୁଭି ‘ତୁ ଝୁଠି ମେ ମକ୍କାର’ର ଅଫରକୁ ସେ ରିଜେକ୍ଟ କରିବାର ଥିଲା । ହେଲେ ଲଭ ରଞ୍ଜନ ତାଙ୍କୁ ଏଥିରେ ଅଭିନୟ ପାଇଁ ରାଜି କରାଇଛନ୍ତି । ଏହା ମୋ ପାଇଁ ଏକ ଭଲ ଏକ୍ସପିିରିୟନ୍ସ । ଏଥିପାଇଁ ମୁଁ ବହୁତ ଖୁସି । ଆଶା କରୁଛି ଦର୍ଶକଙ୍କୁ ଏହା ପସନ୍ଦ ଆସିବ । ସୂଚନାଯୋଗ୍ୟ, ‘ତୁ ଝୁଠି ମେ ମକ୍କାର’ ମୁଭିରେ ଲିଡ ରୋଲରେ ରହିଛନ୍ତି ରଣବୀର କପୁର ଓ ଶ୍ରଦ୍ଧା କପୁର । ଫିଲ୍ମ ୮ ମାର୍ଚ୍ଚରେ ରିଲିଜ୍ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri