ଏଣିକି ଅନ୍‌ଲାଇନରେ ସ୍ଲଟ୍‌ ବୁକିଂ

କଟକ ଅଫିସ,୯।୫: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ବର୍ହିବିଭାଗ ପାଇଁ ସୋମବାରଠୁ ଅନ୍‌ଲାଇନରେ ସ୍ଲଟ୍‌ ବୁକିଂ ଆରମ୍ଭ ହୋଇଛି। ପ୍ରଫେସର ପ୍ରଶନଜିତ ମହାନ୍ତିଙ୍କ ଦ୍ୱାରା ଏହି ଅନ୍‌ଲାଇନ ସେବା ଆରମ୍ଭ ହୋଇଛି। www.eswasthya.odisha.gov.in ପୋର୍ଟାଲକୁ ଯାଇ ରୋଗୀମାନେ ଅନ୍‌ଲାଇନ ମାଧ୍ୟମରେ ଓପିଡି ଟିକେଟ୍‌ ରେଜିଷ୍ଟ୍ରେସନର ସୁବିଧା ପାଇପାରିବେ। ଘରେ ବସି ଯେକୌଣସି ବିଭାଗର ଡାକ୍ତରଙ୍କୁ ଦେଖାଇବା ପାଇଁ ପଞ୍ଜିକରଣ କରିପାରିବେ।

ତେବେ ପୋର୍ଟାଲରେ ପଞ୍ଜିକରଣ କରି ପ୍ରିଣ୍ଟ ଆଉଟ୍‌ ବାହାର କରି ନ ଥିଲେ ସେମାନେ କାଉଣ୍ଟରକୁ ଆସି ହାର୍ଡ କପି ନେଇ ପାରିବେ। ଏସ୍‌ସିବିରେ ଏବେ ମୋଟ ୨୦ଟି ଅଫ୍‌ଲାଇନ ଓପିଡ଼ି କାଉଣ୍ଟର ରହିଛି। ଏହି ଅନ୍‌ଲାଇନ ସେବା ଆରମ୍ଭ ହେବା ପରେ ଅଫ୍‌ଲାଇନ ଭିଡ଼ କମିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୨୬ ହୋମ୍‌ ଆଇସୋଲେଶନରେ, ୯୫ ଜଣଙ୍କ ୧୪ଦିନ ପୂରିଲା

ଶେରଗଡ଼,୨୯ା୩(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ୨୨ ପଞ୍ଚୟତରେ ୧୧୧୬ ଜଣ ବାହାରୁ ଗଁାକୁ ଫେରିଥିଲେ। ସେମାନଙ୍କୁ ନିଜନିଜ ଘରେ ଆଇସୋଲେଶନରେ ରଖାଯାଇଛି। ସେମାନଙ୍କ ଘର ଆଗରେ କରୋନା...

ବାଲୁକାକଳାରେ ‘ବିଶ୍ୱ ଯୋଗ ଦିବସ’

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଅନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ସମୁଦ୍ର ବେଳାଭୂମିରେ ନିଜ ଉତ୍କୃଷ୍ଟ ବାଲୁକାକଳା ପ୍ରଦର୍ଶନ କରିଛନ୍ତି। ଏହି ଦିବସର ଆବଶ୍ୟକତାକୁ...

ବାଲେଶ୍ୱରରୁ କାକଟପୁର, ଅସ୍ତରଙ୍ଗ ସପ୍ଲାଏ ହେଉଥିଲା ବ୍ରାଉନ୍‌ସୁଗାର: ୬ ଗିରଫ, ୨୯୮ଗ୍ରାମ ପାଉଡର ଜବତ

କାକଟପୁର,୯।୧୧(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁର ପୋଲିସ ରବିବାର ବିଳମ୍ବିତ ରାତିରେ ସୋମନାଥପୁର ଛକରେ ଚଢ଼ାଉକରି ୨୯୮ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ...

ସରିଲା ମିଶନ ଶକ୍ତି ମେଳା:୬ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,,୧୭ା୧୨(ବ୍ୟୁରୋ): ମିଶନ ଶକ୍ତି ନିର୍ଦ୍ଦେଶାଳୟ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ପ୍ରଥମଥର ପାଇଁ ରାଜଧାନୀରେ ଆୟୋଜିତ ‘ମିଶନ ଶକ୍ତି...

ରଥଯାତ୍ରାକୁ କେନ୍ଦ୍ର, ରାଜ୍ୟର ସମର୍ଥନ: ପରମ୍ପରା ବଜାୟ ରହୁ କହିଲେ ସଲିସିଟର ଜେନେରାଲ

ନୂଆଦିଲ୍ଲୀ,୨୨।୬: ବିନା ଭକ୍ତରେ ରଥଯାତ୍ରା କରିବାକୁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସମ୍ମତି ପ୍ରକାଶ କରିଛନ୍ତି। ରଥଯାତ୍ରା ସପକ୍ଷରେ ସୁପ୍ରିମକୋର୍ଟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା...

ଘରଘର ବୁଲି ପଟ୍ଟା ବଣ୍ଟନ କଲା ରାଜସ୍ବ ରଥ

ଗଞ୍ଜାମ,୮।୫(ଡି.ଏନ୍‌.ଏ.): କୋଭିଡ୍‌ କଟକଣା ପାଇଁ ସର୍ବସାଧାରଣ ଯେ କୌଣସି ସରକାରୀ ଅଫିସ ଯିବାକୁ ବାରଣ କରାଯାଇଛି l ଏଥିପାଇଁ ତହସିଲ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସେବା...

ଜିଲା ପରିଷଦ ପ୍ରାର୍ଥୀ, ଖବରଦାତାଙ୍କୁ ଆକ୍ରମଣ

ପିପିଲି,୧୫।୨(ଡି.ଏନ୍‌.ଏ./ସ୍ବ.ପ୍ର.):ପିପିଲି ତେଇସିପୁର ପଞ୍ଚାୟତ ଅନ୍ତର୍ଗତ ପୋଟଳ ଗ୍ରାମରେ ସୋମବାର ନିର୍ବାଚନ ପ୍ରଚାର କରୁଥିବା ସମୟରେ ଜିଲା ପରିଷଦ ପ୍ରାର୍ଥୀ ଧରଣୀଧର ସାହୁଙ୍କ ଉପରେ ବିପକ୍ଷ ଗୋଷ୍ଠିର...

୨୮ବର୍ଷ ହେଲା ସମ୍ପର୍କ ଯୋଡୁଛନ୍ତି ସୁଧାକର

ଖଇରା,୧୩।୬(ଡି.ଏନ.ଏ.): ଆଇସିକ୍ରମ ଖାଇବା କଥା ଶୁଣିଲେ ପିଲାମାନଙ୍କ ଖୁସି କହିଲେ ନ ସରେ। ବିଶେଷକରି ଖରାଦିନେ ଏହାର ଚାହିଦା ଅଧିକ। ଏବେ ପୁଣି ବଜାରରେ ମିଳୁଥିବା...

Advertisement
Archives

Model This Week