ନୂଆଦିଲ୍ଲୀ,୧୨ ।୩ ଟୟୋଟା କିଲୋସ୍କର ମୋଟରର ବହୁ ପ୍ରତୀକ୍ଷିତ ଷ୍ଟାଇଲିଶ ଏବଂ ସ୍ପୋର୍ଟି କୁଲ୍ ନ୍ୟୁ ଟୟୋଟା ଗ୍ଲାନ୍ଜା ପାଇଁ ବୁକିଂ ଆରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ନିକଟରେ ଏହାର ବୁକିଂ ଆରମ୍ଭ ହୋଇଯାଇଛି। ଟୟୋଟାର ନିଜସ୍ବ କାର୍ ଟେକ୍ନୋଲୋଜି ଦ୍ୱାରା ଏହା ନିର୍ମିତ। ଶକ୍ତିଶାଳୀ ଏବଂ ଇନ୍ଧନ ଦକ୍ଷତାଯୁକ୍ତ ଇଞ୍ଜିନ ଦ୍ୱାରା କୁଲ୍ ନ୍ୟୁ ଗ୍ଲାନ୍ଜା ଲିଟର ପିଛା ୨୨କି.ମି.ରୁ ଅଧିକ ମାଇଲେଜ୍ ଉପଲବ୍ଧ କରାଇବ। ଏଥିରେ ଟୟୋଟା ସିଗ୍ନେଚର ଷ୍ଟାଇଲିଶ ଫ୍ରଣ୍ଟ ଗ୍ରିଲ୍ ଏବଂ ବମ୍ପର ରହିଛି। ଏହାର ସୁରକ୍ଷା ବ୍ୟବସ୍ଥାରେ ୬ଟି ଏୟାରବ୍ୟାଗ୍ ,ହେ ଟୟୋଟା ଭଏସ୍ ଆସିଷ୍ଟାଣ୍ଟ, ହେଡ୍ ଅପ୍ ଡିସ୍ପ୍ଲେ ଏବଂ ୩୬୦ ଡିଗ୍ରୀ କ୍ୟାମେରା ଭଳି ବୈଶିଷ୍ଟ୍ୟ ରହିଛି। ଏହାର ବୁକିଂ ରାଶି ୧୧,୦୦୦ ଟଙ୍କା ରହିଛି। ଗ୍ରାହକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ବୁକିଂ ଉଭୟ ଅନ୍ଲାଇନ ଏବଂ ନିକଟବର୍ତ୍ତୀ ଟୟୋଟା ଡିଲରଶିପ୍ରେ ମଧ୍ୟ କରାଯିବାର ବ୍ୟବସ୍ଥା ହୋଇଛି। ଏ ସମ୍ପର୍କରେ ଟୟୋଟା କିଲୋସ୍କର ମୋଟରର ବିକ୍ରୟ ଏବଂ ଷ୍ଟ୍ରାଟେଜିକ ମାର୍କେଟିଂ ଆସୋସିଏଟ ଉପାଧ୍ୟକ୍ଷ ଅତୁଲ ସୁଦ୍ କହିଛନ୍ତି, କୁଲ୍ ନ୍ୟୁ ଗ୍ଲାନ୍ଜାର ବଜାର ପ୍ରବେଶ କରାଇଥିବାରୁ ଆମେ ବେଶ୍ ଆନନ୍ଦିତ। ଗ୍ରାହକ ସେମାନଙ୍କର ବିଶ୍ୱାସ ଆମ ଉପରେ ରଖିଥିବାରୁ ଆମେ ସେମାନଙ୍କୁ ହୃଦୟରୁ ଧନ୍ୟବାଦ ଜଣାଉଛୁ।
ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍ସିଡି, ଜାଣନ୍ତୁ କେତେ…
ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…
ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…
ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍ ଆଜିଠାରୁ AC, LED TV,…
କିଟ୍ ଦେଶର ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ, ଶିକ୍ଷାଦାନର ମାନ…
ଭୁବନେଶ୍ୱର, ୧।୧୦: ଟାଇମ୍ସ ହାୟର ଏଜୁକେଶନ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍-୨୦୨୭ରେ କିଟ୍ ବିଶ୍ୱବିଦ୍ୟାଳୟ ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି । ଉକ୍ତ ର଼୍ୟାଙ୍କିଙ୍ଗ୍ରେ କିଟ୍…
ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…
ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍ ସେକ୍ଟରକୁ ନେଇ…
ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍, ୬୨ଟଙ୍କାରୁ ଅଧିକ …
ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…
ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ
ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…
ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…
ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…
ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…
ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

