୧୦ରୁ କଟକରେ ବୁଷ୍ଟର ଡୋଜ

କଟକ ଅଫିସ,୨୮।୧୨: ଜାନୁୟାରୀ ୧୦ରୁ କଟକରେ ବୁଷ୍ଟର ଡୋଜ ଦିଆଯିବ। ଏ ନେଇ ସିଏମ୍‌ସି ଡେପୁଟି କମିଶନର ଅବିନାଶ ରାଉତ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ କର୍ମୀ, ୬୦ ବର୍ଷରୁ ଉର୍ଦ୍ଧ୍ୱ ବହୁବିଧ ରୋଗରେ ପୀଡିତଙ୍କୁ ଏହି ଟିକା ମିଳିବ। ତେବେ କେଉଁ କେଉଁ ସ୍ଥାନରେ ଦିଆଯିବ ସେନେଇ ଅନୁଧ୍ୟାନ ଚାଲିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ଜୀବନ ସହ ଖେଳୁଥିଲେ ରମେଶ

ଭୁବନେଶ୍ୱର, ୨୨।୨(ବ୍ୟୁରୋ):ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ ମହିଳାଙ୍କୁ ବିବାହ କରି ଠକେଇ ଓ ପ୍ରତାରଣା କରିଥିବା ରସିକିଆ ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ...

ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିପାରୁନି ଓଡ଼ିଶା

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ):ନିରନ୍ତର ବିକାଶ ଲକ୍ଷ୍ୟ ହାସଲ ଦିଗରେ ଓଡିଶା ୨୮ ରାଜ୍ୟ ମଧ୍ୟରେ ୧୬ତମ ସ୍ଥାନରେ ରହିଛି। ଅପପୁଷ୍ଟି କ୍ଷେତ୍ରରେ ଓଡିଶା ଜାତୀୟ ହାରଠାରୁ ସାମାନ୍ୟ...

ଆଜି ରାଜ୍ୟରେ ୫୬୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୬୩ ଜଣ...

ଗୋଟିଏ କୋଠରିରେ ୨ ଶ୍ରେଣୀ

ବଇଣ୍ଡା,୨୮।୫(ଡି.ଏନ.ଏ.) ଶିକ୍ଷାନୁଷ୍ଠାନରେ ଶିକ୍ଷାଦାନ ପାଇଁ ଉପଯୁକ୍ତ ଭିତ୍ତିଭୂମି ନାହିଁ। ଏହି କାରଣରୁ ଗୋଟିଏ କୋଠରିରେ ୨ଟି ଶ୍ରେଣୀର ପିଲାଙ୍କୁ ବସିବାକୁ ପଡ଼ୁଛି। ଏଥିସହ ଶିକ୍ଷକ ଅଭାବ...

ଫସଲ କିଆରିରେ ମୃତ୍ୟୁଫାଶ, ବଳି ପଡୁଛନ୍ତିି ବନ୍ୟଜନ୍ତୁ

ବୈପାରିଗୁଡା,୧୧ା୧୧ (ଡି.ଏନ୍‌.ଏ. ): ଧାନ ଓ ମକା ଫସଲର ଅମଳ ସମୟ ହେଉଛି ଶୀତ ଦିନ ା ଏହାକୁ ଖାଇବା ଲାଗି ବନ୍ୟଜନ୍ତୁ କ୍ଷେତକୁ ଚାଲି...

ବଳାତ୍କାରୀ ଅଭିଯୁକ୍ତ ଗିରଫ

କେନ୍ଦୁଝର,୨୨ା୭(ସ୍ବ.ପ୍ର.): ଜଣେ ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ...

ଯୁକ୍ତ୨ ପରୀକ୍ଷା କେନ୍ଦ୍ର ନିର୍ଣ୍ଣୟରେ ନିୟମ ଉଲ୍ଲଂଘନ

ବାରିପଦା ଅଫିସ,୨୪।୫ ମୟୂରଭଞ୍ଜ ଜିଲା ବାରିପଦା ସହରରେ ଥିବା ଏକ ଘରୋଇ କଲେଜର ପରୀକ୍ଷା କେନ୍ଦ୍ର ନିର୍ଣ୍ଣୟକୁ ନେଇ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।...

ତାରା ସାଜିବେ ନୟନ ତାରା

ବଡ଼ସାହି,୨୮ା୨(ସ୍ବ.ପ୍ର)-ହୃଦଘାତରେ ମୃତ୍ୟୁବରଣ କରିଥିବା ଜଣେ ମହିଳାଙ୍କ ଦୁଇ ଆଖିକୁ ତାଙ୍କ ପରିବାର ଲୋକେ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ବଡ଼ସାହି...

Advertisement
Archives

Model This Week