୧୦ରୁ କଟକରେ ବୁଷ୍ଟର ଡୋଜ

କଟକ ଅଫିସ,୨୮।୧୨: ଜାନୁୟାରୀ ୧୦ରୁ କଟକରେ ବୁଷ୍ଟର ଡୋଜ ଦିଆଯିବ। ଏ ନେଇ ସିଏମ୍‌ସି ଡେପୁଟି କମିଶନର ଅବିନାଶ ରାଉତ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ କର୍ମୀ, ୬୦ ବର୍ଷରୁ ଉର୍ଦ୍ଧ୍ୱ ବହୁବିଧ ରୋଗରେ ପୀଡିତଙ୍କୁ ଏହି ଟିକା ମିଳିବ। ତେବେ କେଉଁ କେଉଁ ସ୍ଥାନରେ ଦିଆଯିବ ସେନେଇ ଅନୁଧ୍ୟାନ ଚାଲିଛି ବୋଲି ସେ କହିଛନ୍ତି।

Share