ଭାରତରେ ଦିଆଯିବ ବୁଷ୍ଟର ଡୋଜ୍‌, ଆସନ୍ତା ସପ୍ତାହରେ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସେହିପରି ଦେଶରେ ଟିକାକରଣ ଅଭିଯାନ ମଧ୍ୟ ଜାରି ରହିଛି। ତେବେ ଏବେ ଦେଶରେ ବୁଷ୍ଟର ଡୋଜ୍‌ ଦିଆଯିବା ନେଇ ଯୋଜନା ଆରମ୍ଭ ହୋଇଛି।

ଏନେଇ ବିଶେଷଜ୍ଞ ପ୍ୟାନେଲ ଆସନ୍ତା ସପ୍ତାହରେ ନିଷ୍ପତ୍ତି ନେବେ ବୋଲି କୁହାଯାଉଛି। ବୁଷ୍ଟର ଡୋଜ୍‌ର ଆବଶ୍ୟକତା ଏବଂ ଉଭୟ ଡୋଜ୍‌ ନେବାର କେତେ ଦିନ ପରେ ଏହାକୁ ଦିଆଯିବା ଉଚିତ ତାହାର ବିଚାର ପ୍ୟାନେଲ କରିବେ।

କମ୍‌ ରୋଗ ପ୍ରତିରୋଧକ ଶକ୍ତିଥିବା ଲୋକଙ୍କ ବୁଷ୍ଟର ଡୋଜ୍‌ ପ୍ରଥମେ ପ୍ରଦାନ କରାଯିବା ନେଇ ପ୍ୟାନେଲ୍‌ ପକ୍ଷରୁ ବିଚାର କରାଯାଉଛି। ପ୍ରାଥମିକତା ଆଧାରରେ ବୁଷ୍ଟର ଡୋଜ୍‌ ପ୍ରଦାନ କରାଯିବ ବୋଲି ବିଚାର ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀରରେ ରହୁଥିବା ରାଜ୍ୟ ବାହାରର ଲୋକେ ବି ଦେଇପାରିବେ ଭୋଟ

ଜମ୍ମୁ,୧୮ ।୮: ଜମ୍ମୁ-କଶ୍ମୀରରେ ଚଳିତ ବର୍ଷ ବିଧାନସଭା ନିର୍ବାଚନ ହେବା ଅନୁମାନ କରାଯାଉଛି । ଏହା ପୂର୍ବରୁ ନିର୍ବାଚନ କମିଶନ ଏକ ବଡ ଘୋଷଣା କରିଛନ୍ତି...

ମୁଖ୍ୟମନ୍ତ୍ରୀଙ୍କ ନିକଟତମ ଅଧିକାରୀଙ୍କ ଘରେ ଇଡି ଚଢାଉ

ରାୟପୁର,୧୧।୧୦: ଛତିଶଗଡରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମଙ୍ଗଳବାର ସକାଳ ୭ଟାରୁ କାର୍ଯ୍ୟାନୁଷ୍ଠାନ ଚାଲିଛି। ୧୨ରୁ ଅଧିକ ସ୍ଥାନରେ ଇଡି ଦଳ...

ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତାଙ୍କୁ ଛୁରି ଭୁସି ହତ୍ୟା

ବେଙ୍ଗାଲୁରୁ,୨୧।୨: କର୍ନାଟକର ଶିବମୋଗାରେ ବଜରଙ୍ଗ ଦଳର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଛୁରିରେ ହତ୍ୟା କରାଯାଇଥିଲା। ମୃତ ଯୁବକ ଜଣଙ୍କ ୨୬ ବର୍ଷୀୟ ହର୍ଷ ବୋଲି ଜଣା ପଡିଛି।...

ସବା-ଫାରହା ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୧୯।୫: ବିହାରର ଯୋଡ଼ା ମୁଣ୍ଡ ଉଭଣୀ ସବା-ଫାରହା ଚଳିତ ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ରବିବାର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ପାଟଳିପୁତ୍ର ଲୋକ...

ଅନ୍ନଦାତାଙ୍କ ଆନ୍ଦୋଳନକୁ ସମର୍ଥନ କଲେ ବର: କନ୍ୟାଘରକୁ ଗଲେ ଟ୍ରାକ୍ଟରରେ

କର୍ନାଲ,୬।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଧୀରେଧୀରେ ଆନ୍ଦୋଳନକୁ ଲୋକଙ୍କ ସମର୍ଥନ ମିଳିବାରେ ଲାଗିଛି। ହରିୟାଣା କର୍ନାଲରେ...

ରେଳ ଯାତ୍ରାରେ ବରିଷ୍ଠ ନାଗରିକଙ୍କୁ ପୁଣି ମିଳିବ ରିହାତି

ନୂଆଦିଲ୍ଲୀ,୧୩।୩: କରୋନା ମହାମାରୀ ପରେ ବରିଷ୍ଠ ନାଗରିକଙ୍କୁ ରେଳ ଯାତ୍ରା ସମୟରେ ରିହାତି ମିଳିବା ବନ୍ଦ ହୋଇଯାଇଛି। ବର୍ତ୍ତମାନ କରୋନା ମହାମାରୀ ପରେ ଦେଶର ସ୍ଥିତିରେ...

ବିଲେଇ ଖୋଜି ଆଣିଲେ ମିଳିବ ୧୦ ହଜାର ଟଙ୍କା

ପ୍ରୟାଗରାଜ,୧।୪: ପ୍ରାୟ ୭ ଦିନ ହେଲା ହଜିଯାଇଛି ପୋଷା ବିଲେଇ। ଏହାକୁ ଖୋଜି ଆଣିଦେଲେ ମିଳିବ ୧୦ ହଜାର ଟଙ୍କାର ପୁରସ୍କାର। ଉତ୍ତର ପ୍ରଦେଶର ପ୍ରୟାଗରାଜରୁ...

ଉତ୍ତରାଧିକାରୀ ନିଷ୍ପତ୍ତି ନେବେ ଦଲାଇଲାମା

ଧର୍ମଶାଳା,୧୬ା୭(ଆଇଏଏନ୍‌ଏସ୍‌)-ତିବ୍ବତର ଆଧ୍ୟାତ୍ମିକ ନେତା ଦଲାଇଲାମା ନିଜେ ତାଙ୍କର ଉତ୍ତରାଧିକାରୀ ସମ୍ପର୍କରେ ନିଷ୍ପତ୍ତି ନେବେ ବୋଲି କହିଛନ୍ତି। ତାଙ୍କର ଉତ୍ତରାଧିକାରୀ ଜଣେ ସୁନ୍ଦରୀ ମହିଳା ହେବ ବୋଲି...

Advertisement
Archives

Model This Week