ବ୍ରିଟେନରେ ୫୦ ଲକ୍ଷ ଲୋକଙ୍କୁ ଦିଆଯିବ ବୁଷ୍ଟର ଡୋଜ: ଦେଶରେ ୮ ହଜାର କରୋନା ଆକ୍ରାନ୍ତ. ସୋମବାରଠାରୁ ଟିକାକରଣ…

ଲଣ୍ଡନ,୧।୪ : ଇଂଲଣ୍ଡର ସ୍ବାସ୍ଥ୍ୟ ବିଭାଗ ଶନିବାର କହିଛି ଯେ ଚଳିତ ବସନ୍ତ ଋତୁରେ ଦେଶରେ ୫୦ ଲକ୍ଷ ଲୋକଙ୍କୁ ବୁଷ୍ଟର ଡୋଜଚ ଦିଆଯିବ। ୭୫ ବର୍ଷରୁ ଅଧିକ ବୟସ୍କ, ଦୁର୍ବଳ ଏବଂ କମ ରୋଗ ପ୍ରତିରୋଧକ ଶକ୍ତି ଥିବା ବ୍ୟକ୍ତିମାନେ ମଧ୍ୟ ଏଥିରେ ଅଛନ୍ତି। କେୟାର ହାଉସରେ ରହୁଥିବା ଲୋକଙ୍କୁ ଏନେଇ ଅଗ୍ରାଧିକାର ଦିଆଯିବ । କରୋନାର ଗୁରୁତର ପ୍ରଭାବରୁ ସେମାନଙ୍କୁ ରକ୍ଷା କରିବା ପାଇଁ ସୋମବାର ଠାରୁ ସେମାନଙ୍କର ଟିକାକରଣ ଆରମ୍ଭ ହେବ। ଟିକାକରଣ ପାଇଁ ଏନଏଚଏସ ଦଳ ଘର ଘର ବୁଲିବେ।

ଜାତୀୟ ସ୍ବାସ୍ଥ୍ୟ ସେବା କହିଛି ଯେ ଯୋଗ୍ୟ ବ୍ୟକ୍ତିମାନେ ଆସନ୍ତା ବୁଧବାର ଠାରୁ ବ୍ରିଟେନର ନ୍ୟାସ୍ଶନାଲ ବୁକିଂ ସେବା କିମ୍ବା ଏନଏଚଏସ ଆପରେ ବୁକ କରିପାରିବେ। ପ୍ରଥମ ବୁକିଂ ଡୋଜ ପ୍ରଦାନ ୧୭ ଏପ୍ରିଲରୁ ଉପଲବ୍ଧ ହେବ। ବ୍ରିଟେନର ସ୍ବାସ୍ଥ୍ୟ ଏବଂ ସାମାଜିକ ଯତ୍ନ ବିଭାଗର ସଚିବ ଷ୍ଟିଭ ବାରକଲେ କହିଛନ୍ତି ଯେ ଆମର ସଫଳ ଟିକାକରଣ କାର୍ଯ୍ୟକ୍ରମ ଲୋକଙ୍କୁ ସାହାଯ୍ୟ କରିଛି। ହଜାର ହଜାର ଲୋକଙ୍କ ଜୀବନ ରକ୍ଷା କରାଯାଇଛି ଏବଂ ସବୁଠାରୁ ଅସୁରକ୍ଷିତ ଲୋକ ମଧ୍ୟ ଗୁରୁତର ରୋଗରୁ ରକ୍ଷା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri