ଓମିକ୍ରନ୍‌ଠାରୁ ସୁରକ୍ଷା ଦେବ ବୁଷ୍ଟର ଡୋଜ, ‘ଡବଲ ଡୋଜ’ ଉପରେ ବି ଫାଇଜରର ବଡ ଦାବି

ନ୍ୟୁୟର୍କ,୯ ।୧୨: କୋଭିଡ-୧୯ ମହାମାରୀ ପାଇଁ ଟିକା ପ୍ରସ୍ତୁତ କରୁଥିବା କମ୍ପାନୀ ଫାଇଜର କହିଛି ଗୋଟିଏ ଡୋଜ ବୁଷ୍ଟର ଓମିକ୍ରନ୍‌ଠାରୁ ସୁରକ୍ଷା ଦେଇପାରିବ । ଫାଇଜର ଓ ଏହାର ସହଯୋଗୀ ବାୟୋଏନଟେକ କହିଛି, ଗବେଷଣାରୁ ଜଣାପଡିଛି କି ଓମିକ୍ରନ୍ ବିରୋଧରେ ଗୋଟିଏ ବୁଷ୍ଟର ଡୋଜ ତଥାକଥିତ ଆଣ୍ଟିବଡି ସ୍ତରକୁ ୨୫ ଗୁଣା ବୃଦ୍ଧି କରୁଛି । ଫାଇଜର ପକ୍ଷରୁ ଏକ ପ୍ରେସ୍ ରିଲିଜରେ ଏହା କୁହାଯାଇଥିବା ବେଳେ ଏହା ପ୍ରଥମ ଗବେଷଣା ପରେ ଘୋଷଣା ଓ ଏପର୍ଯ୍ୟନ୍ତ ଏହାକୁ ନେଇ ବିଶେଷଜ୍ଞଙ୍କ ସମୀକ୍ଷା ହୋଇନାହିଁ ବୋଲି ସ୍ପଷ୍ଟ କରାଯାଇଛି ।
କମ୍ପାନୀ ପକ୍ଷରୁ ପ୍ରଥମରୁ କରୋନା ସଂକ୍ରମଣ(ଓମିକ୍ରନ୍‌)କୁ ଦୃଷ୍ଟିରେ ରଖି ଟିକା ନିର୍ମାଣ କରିବା କାମ ଆରମ୍ଭ କରି ଦେଇଥିଲେ । ବିଶେଷଜ୍ଞମାନେ ଅନୁମାନ ଲଗାଇଥିଲେ କି କୋଭିଡ-୧୯ର ତୃତୀୟ ଡୋଜ ସହ ଆଣ୍ଟିବଡିରେ ବୃଦ୍ଧି ଭବିଷ୍ୟତରେ ଆସୁଥିବା ନୂଆ ଭାରିଏଣ୍ଟକୁ ସାମ୍ନା କରିବାକୁ ପର୍ଯ୍ୟାପ୍ତ ହେବ । ଆଣ୍ଟିବଡିର ସ୍ତର କହିଥାଏ ଗୋଟିଏ କରୋନା ଟିକା କରୋନା ଭାଇରସ ସଂକ୍ରମଣକୁ କେତେ ଭଲ ଭାବେ ରୋକି ପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

ଶେଷ ହେବ ଗ୍ରୀଷ୍ମର ଯନ୍ତ୍ରଣା: ହେଲାଣି ପ୍ରବଳ ବର୍ଷା; ମାତ୍ର ୮ ଦିନ ମଧ୍ୟରେ ଦେଶରେ ପ୍ରବେଶ କରିବ ମୌସୁମୀ

ନୂଆଦିଲ୍ଲୀ,୧୮।୫: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଦକ୍ଷିଣ ଅଞ୍ଚଳରେ ବାୟୁମଣ୍ଡଳୀୟ ସଞ୍ଚାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri