Posted inଖେଳ

ବୋପାନ୍ନା ଓ ଶାପୋଭାଲୋଭ୍‌ ପରାସ୍ତ

ସିନସିନାଟି, ୨୫ା୮(ପି.ଟି.)-ପାଞ୍ଚ ମାସ ପରେ ଆକ୍ସନକୁ ଫେରିଥିବା ରୋହନ ବୋପାନ୍ନା ଓ ତାଙ୍କ କାନାଡିଆନ ପାର୍ଟନର ଡେନିସ ଶାପୋଭାଲୋଭ୍‌ ଓ୍ବେଷ୍ଟର୍ନ ଆଣ୍ଡ୍‌ ସଦର୍ନ ଓପନ୍‌ ପୁରୁଷ ଡବଲ୍ସ ଇଭେଣ୍ଟରେ ସେମାନଙ୍କ ଓପନିଂ ରାଉଣ୍ଡ ମ୍ୟାଚ ହାରିଯାଇଛନ୍ତି। ୨୦୧୯ ୟୁଏସ୍‌ ଓପନ୍‌ ରନର୍ସଅପ୍‌ ମାର୍ସେଲ ଗ୍ରାନୋଲର୍ସ ଏବଂ ହୋରାସିଓ ଜେବାଲୋସ୍‌ଙ୍କଠାରୁ ଏହି ଯୋଡ଼ି ୪-୬, ୬-୭ (୧) ସେଟ୍‌ରେ ହାରିଯାଇଛନ୍ତି। ଏହି ହାର୍ଡକୋର୍ଟ ଟୁର୍ନାମେଣ୍ଟର ପୁରସ୍କାର ରାଶି ୪୨, ୨୨, ୧୯୦ ଆମେରିକୀୟ ଡଲାର ରହିଛି। ମାର୍ଚ୍ଚରେ କ୍ରୋଏସିଆ ବିପକ୍ଷ ଡେଭିସ୍‌କପ୍‌ ମ୍ୟାଚ ପରେ ବୋପାନ୍ନାଙ୍କର ଏହା ଥିଲା ପ୍ରଥମ ପ୍ରତିଯୋଗିତା। ସେତେବେଳେ ଭେଟେରାନ ଲିଆଣ୍ଡର ପେସ୍‌ ତାଙ୍କର ପାର୍ଟନର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର

ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri