Posted inଖେଳ

ବୋପାନ୍ନା-ଶାପୋଭାଲୋଭଙ୍କ କ୍ୱାର୍ଟରରୁ ବିଦାୟ

ରୋମ୍‌, ୨୦ା୯ (ପି.ଟି.)-ଭାରତର ରୋହନ ବୋପାନ୍ନା ଓ କାନାଡାର ଡେନିସ୍‌ ଶାପୋଭାଲୋଭ ଏଠାରେ ଚାଲିଥିବା ଇଟାଲିଆନ ଓପନ ଟେନିସ ଟୁର୍ନାମେଣ୍ଟ ପୁରୁଷ ଡବଲ୍ସ ଇଭେଣ୍ଟରୁ ବିଦାୟ ନେଇଛନ୍ତି। ଅଣସିଡ୍‌ ଇଣ୍ଡୋ-କାନାଡିଆନ ଯୋଡ଼ି କ୍ୱାର୍ଟରଫାଇନାଲରେ ଫ୍ରେଞ୍ଚ୍‌ ଯୋଡ଼ି ଜେରେମି ଚାର୍ଡି ଏବଂ ଫେବ୍ରିସ୍‌ ମାର୍ଟିନଙ୍କଠାରୁ ୬-୪, ୫-୭, ୭-୧୦ ସେଟରେ ପରାସ୍ତ ହୋଇଯାଇଥିଲେ। ବୋପାନ୍ନା ଓ ଶାପୋଭାଲୋଭ ଏହି ଏଟିପି ମାଷ୍ଟର୍ସ ୧୦୦୦ ଇଭେଣ୍ଟର ଦ୍ୱିତୀୟ ରାଉଣ୍ଡରେ ଟପ୍‌ ସିଡ୍‌ ଜୁଆନ ସେବାଷ୍ଟିଆନ କାବାଲ ଏବଂ ରବର୍ଟ ଫାରାଙ୍କ ବିପକ୍ଷରେ ଚମକପ୍ରଦ ବିଜୟ ହାସଲ କରିଥିଲେ। ଇଣ୍ଡୋ-କାନାଡିଆନ୍‌ ଯୋଡ଼ି ନିକଟରେ ଅନୁଷ୍ଠିତ ହୋଇଯାଇଥିବା ୟୁଏସ୍‌ ଓପନ କ୍ୱାର୍ଟରଫାଇନାଲରେ ହାରିଯାଇଥିଲେ। ନେଦରଲାଣ୍ଡର ଜିନ୍‌ ଜୁଲିଏନ୍‌ ରୋଜର ଏବଂ ରୋମାନିଆର ହୋରିଆ ଟେକାଉଙ୍କଠାରୁ ୫-୭, ୫-୭ ସେଟ୍‌ରେ ପରାସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri