Posted inଜାତୀୟ

ଆସାମ-ମିଜୋରାମ ସୀମା ବିବାଦ: ଅଭିଯୁକ୍ତଙ୍କ ସୂଚନା ଦେଲେ ମିଳିବ ପୁରସ୍କାର

ଗୁଆହାଟି,୨୯ ।୭: ଆସାମ-ମିଜୋରାମ ସୀମା ବିବାଦକୁ ନେଇ ଉପୁଜିଥିବା ହିଂସା ପରିସ୍ଥିତିର ଏବେ ଯାଞ୍ଚ ଆରମ୍ଭ କରାଯାଇଛି । ଜୁଲାଇ ୨୬ରେ ସୀମାରେ ଯେଉଁମାମେ ହିଂସା ପରିସ୍ଥିତି ସୃଷ୍ଟି କରିଥିଲେ ବା ଯେଉଁମାନେ ଗୁଳି ଚଳାଇଥିଲେ ପୋଲିସ ଏବେ ସେମାନଙ୍କୁ ଖୋଜୁଛି । ଏହାସହ ପ୍ରତି ଅଭିଯୁକ୍ତଙ୍କ ସମ୍ପର୍କରେ ସୂଚନା ଦେଉଥିବା ବ୍ୟକ୍ତିଙ୍କୁ ପୋଲିସ ୫ ଲକ୍ଷ ଟଙ୍କା ପୁରସ୍କାର ଦେବ ବୋଲି ଘୋଷଣା କରିଛି । ଅତିରିକ୍ତ ପୋଲସ ମହାନିର୍ଦ୍ଦେଶ ଜି.ପି. ସିଂ କହିଛନ୍ତି, ପୋଲିସ ହିଂସା ସମୟରେ ୬ ପୋଲିସଙ୍କ ହତ୍ୟାକୁ ନେଇ ବିଭିନ୍ନ ଧାରା ଆଧାରରେ ମାମଲା କରିଛି । ସୂଚନାଯୋଗ୍ୟ, ସୋମବାର ଅନ୍ତର୍ଜାତୀୟ ସୀମା ନିକଟରେ ହୋଇଥିବା ହିଂସାରେ ପ୍ରାୟ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୫ଜଣ ପୋଲିସ ଥିବା ବେଳେ ଜଣେ ନାଗରିକ ରହିଥିଲେ । ଏବେ ଏହି ଘଟଣାର ଯାଞ୍ଚ କରୁଥିବା ଆସାମ ପୋଲିସ କହିଛି ଅଭିଯୁକ୍ତଙ୍କ ଫଟୋ ସଂଗ୍ରହ କରାଯାଉଛି । ହିଂସା ଘଟାଇଥିବା ଲୋକଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ୧୦ ବର୍ଷ ପରେ ଇଂଲଣ୍ଡକୁ ହରାଇଲା ୱେଷ୍ଟଇଣ୍ଡିଜ୍, ରଦରଫୋର୍ଡଙ୍କ ବିସ୍ଫୋରକ ବ୍ୟାଟିଂ

ନୂଆଦିଲ୍ଲୀ,୧୧।୨: ୱେଷ୍ଟଇଣ୍ଡିଜ୍ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ହାଇ-ଭୋଲଟେଜ୍ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୩୦ ରନ୍‌ରେ ଚମତ୍କାର ବିଜୟ ହାସଲ କରିଛି। ୨୦୧୬ ଟି-୨୦ ବିଶ୍ୱକପ୍ ଫାଇନାଲ୍ ପରେ…

୨୦୨୫-୨୬ ଆର୍ଥିକ ବର୍ଷରେ କମିପାରେ ପ୍ରତ୍ୟକ୍ଷ କର ସଂଗ୍ରହ, ଚିନ୍ତାରେ ସରକାର

ନୂଆଦିଲ୍ଲୀ,୧୧।୨: ଚଳିତ ଆର୍ଥିକ ବର୍ଷ ଶେଷ ହେବାକୁ ମାତ୍ର କିଛି ସପ୍ତାହ ବାକି ଥିବାବେଳେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ କ୍ଷେତ୍ରରେ ସରକାର ଏକ ବଡ଼ ଚ୍ୟାଲେଞ୍ଜର ସାମ୍ନା…

FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ

ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍‌ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି।…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

ଅଷ୍ଟମ ବେତନ ଆୟୋଗ ଉପରେ ସରକାରଙ୍କ ଅପଡେଟ୍: ଏହିଦିନ ମିଳିପାରେ ରିପୋର୍ଟ

ନୂଆଦିଲ୍ଲୀ,୧୧।୨: କେନ୍ଦ୍ରୀୟ କର୍ମଚାରୀଙ୍କ ବହୁ ପ୍ରତିକ୍ଷିତ ଅଷ୍ଟମ ବେତନ ଆୟୋଗକୁ ନେଇ କେନ୍ଦ୍ର ସରକାର ରାଜ୍ୟସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ କହିଛନ୍ତି,…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri