ସୀମା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ଆବଶ୍ୟକ: ଚାଇନା…

ବେଜିଂ,୨୫।୪ : ଭାରତ ଏବଂ ଚାଇନା ମଧ୍ୟରେ ୧୮ ତମ ରାଉଣ୍ଡ କର୍ପସ କମାଣ୍ଡର ବୈଠକ ପରେ ଚାଇନା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବିବୃତ୍ତି ଦିଆଯାଇଛି। ବୈଠକରେ ସମ୍ପର୍କରେ କୁହାଯାଇଛି , ସୀମା ଅଞ୍ଚଳରେ ଶାନ୍ତି ବଜାୟ ରଖିବାକୁ ଉଭୟ ଚାଇନା ଏବଂ ଭାରତ ସହମତ ହୋଇଛନ୍ତି।

ଏହା ସହିତ, ଏହା ମଧ୍ୟ ସହମତ ହୋଇଛି, ପୂର୍ବ ଲଦାଖରେ ଦୀର୍ଘ ଦିନ ଧରି ଚାଲିଆସୁଥିବା ଅବରୋଧ ସହ ଜଡିତ ପ୍ରସଙ୍ଗଗୁଡିକ ଶୀଘ୍ର ସମାଧାନ କରାଯିବ। ଏପ୍ରିଲ ୨୩ରେ, ଚୁସୁଲ-ମୋଲଡୋ ସୀମା ବୈଠକରେ ଚାଇନା-ଇଣ୍ଡିଆ କର୍ପସ କମାଣ୍ଡର ସ୍ତରର ବୈଠକ ଅନୁଷ୍ଠିତ ହୋଇଥିଲା।

୫ ମାସ ପରେ ଦୁଇ ଦେଶ ମଧ୍ୟରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଫାୟାର ଫ୍ୟୁରି କର୍ପସ କମାଣ୍ଡର ଲ୍ୟୁଟନାଟ ଜେନେରାଲ ରସିମ ବାଲି ଭାରତରୁ ଏଥିରେ ଭାଗ ନେଇଥିଲେ।
ଏହି ବୈଠକକୁ ନେଇ ପିପୁଲ୍ସ ଲିବରେସନ ଆର୍ମି (ପିଏଲଏ) ର ବିବୃତ୍ତିରେ ଆସିଛି, ଉଭୟ ପକ୍ଷ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଖୋଲାଖୋଲି ଆଲୋଚନା ହୋଇଥିଲା। ଏଥିସହ ମତ ବିନିମୟ ହୋଇଥିଲା। ବିଶେଷ କଥା ହେଉଛି ୨୭ ଏବଂ ୨୮ ଏପ୍ରିଲରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ ସମ୍ମିଳନୀ ପୂର୍ବରୁ ଏହି ବୈଠକ ଅନୁଷ୍ଠିତ ହୋଇଛି ଯେଉଁଥିରେ ଚାଇନା ପ୍ରତିରକ୍ଷା ମନ୍ତ୍ରୀ ଲି ଶାଙ୍ଗଫୁ ମଧ୍ୟ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା RBI, ଚିନି-ପିଆଜ ପରେ ଆହୁରି ମହଙ୍ଗା ହେବ…

ନୂଆଦିଲ୍ଲୀ, ୨୬।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୫ ଅଗଷ୍ଟ ୨୦୨୬ରେ ଜାରି କରିଥିବା ନିଜର ମାସିକ ବୁଲେଟିନ୍‌ରେ ଅଗଷ୍ଟ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୬ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri