ସୀମା ବିବାଦ: ଓରାଳୀ ଛକରେ ୧୪୪ ଧାରା ଜାରି

 

ଭଦ୍ରକ ଅଫିସ,୧୬।୪: ଭଦ୍ରକ- ଆନନ୍ଦପୁର ରାଜ୍ୟ ରାଜପଥର ଭଦ୍ରକ ଜିଲା ସୀମାନ୍ତବର୍ତ୍ତୀ ଓରାଳୀ ଛକରେ ୧୪୪ ଧାରା ଜାରି ହୋଇଛି । ରବିବାର ସକାଳ ୧୧ଟାରୁ ଏପ୍ରିଲ ୧୮ ସକାଳ ୧୧ଟା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି । ଏ ନେଇ ସବଡିଭିଜନାଲ ମାଜିଷ୍ଟ୍ରେଟ ମନୋଜ କୁମାର ପାତ୍ର ନିର୍ଦ୍ଦେଶ ଜାରି କରିଛନ୍ତି । ସୀମା ବିବାଦକୁ ନେଇ ଓରାଳୀ ଛକରେ ଶନିବାର ରାତିରେ ବନ୍ତ ବ୍ଲକ ଆପଣ୍ଡା ଗ୍ରାମର ଲୋକଙ୍କ କେନ୍ଦୁଝର ଜିଲା ହାଟଡିହି ବ୍ଲକ ଓରାଳୀ ଗ୍ରାମର ଶତାଧିକ ଲୋକ ଆକ୍ରମଣ କରିବା ସହ ୧୦ଟି ଦୋକାନ ଓ ଗାଡ଼ି ଜାଳି ଦେଇଥିଲେ। ଏଥିରେ ଅନେକ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଉତ୍ତେଜନା ପରିସ୍ଥିତି ଲାଗିରହିଥିବାରୁ ଉକ୍ତ ଛକରେ ୨୦୦ମିଟର ପରିଧି ମଧ୍ୟରେ ୧୪୪ ଧାରା ଜାରି କରାଯାଇ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri