ସଂକ୍ରମଣ ରୋକିବାକୁ ସୀମା ସିଲ୍‌

ଭୋଗରାଇ,୨୨।୪(ଡି.ଏନ.ଏ.): ମହାମାରୀ କରୋନାର ଦ୍ୱିତୀୟ ଲହର କ୍ଷିପ୍ର ଗତିରେ ସଂକ୍ରମିତ ହେଉଥିବା ବେଳେ ରାଜ୍ୟ ସରକାର ସତର୍କତା ମୂଳକ ଆନ୍ତଃରାଜ୍ୟ ସଡ଼କ ପଥ ସୀମାକୁ ସିଲ୍‌ କରିଛନ୍ତି। ଏଭଳି ସ୍ଥିତିରେ ବାଲେଶ୍ୱର ଜିଲା ସୀମାନ୍ତ ପଶ୍ଚିମବଙ୍ଗକୁ ସଂଯୋଗ କରୁଥିବା ଜଳେଶ୍ୱର ଓ ଭୋଗରାଇ ଅଞ୍ଚଳର ମୁଖ୍ୟ ରାସ୍ତାକୁ ପ୍ରଶାସନ ସିଲ୍‌ କରି ପୋଲିସ ଦ୍ୱାରା ଯାନବାହାନ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଉଛି। ଓଡ଼ିଶାରୁ ପଶ୍ଚିମବଙ୍ଗ ସୀମାକୁ ସଂଯୋଗ କରିଥିବା ଏହି ଦୁଇ ବ୍ଲକର ୫୨ଟି ରାସ୍ତା ରହିଥିବା ବେଳେ ବହୁ ରାସ୍ତା ମୁକୁଳା ରହିଛି। ଜଳେଶ୍ୱର ଲକ୍ଷ୍ମଣନାଥ ଟୋଲପ୍ଲାଜା ଏବଂ ଭୋଗରାଇ ସାହାବାଜିପୁର ବର୍ଡର ଠାରେ ଓଡ଼ିଶା ପୋଲିସ ଯାଞ୍ଚ ବ୍ୟବସ୍ଥା କଡ଼ାକଡ଼ି କରିଥିବା ବେଳେ ବର୍ଡରରେ ଦୀଘା ପୋଲିସ ମଧ୍ୟ ଯାଞ୍ଚ ବ୍ୟବସ୍ଥାରେ ସହଯୋଗ କରୁଛି। ପଶ୍ଚିମବଙ୍ଗ ନିର୍ବାଚନ ଯୋଗୁ କରୋନା ଭୂତାଣୁ ଝଡ଼ ଭଳି ମାଡ଼ି ଆସୁଥିବାରୁ ପ୍ରବାସୀଙ୍କ ପାଇଁ ସମସ୍ତ ରାସ୍ତାକୁ ସିଲ୍‌ କରି ସ୍ବାସ୍ଥ୍ୟ ପରୀକ୍ଷା କରିବା ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ମୁଖ୍ୟ ସୂଚନା କମିଶନର ହେଲେ ଜଳଦ ତ୍ରିପାଠୀ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ତାମିଲନାଡ଼ୁ ପୂର୍ବତନ ପୋଲିସ ଡିଜି ତଥା ୧୯୮୫ ବ୍ୟାଚ୍‌ର ଅବସରପ୍ରାପ୍ତ ଆଇପିଏଲ୍‌ ଜଳଦ କୁମାର ତ୍ରିପାଠୀଙ୍କୁ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର ଭାବେ...

ଜାଲରେ ପଡୁନାହାନ୍ତି ବଡ଼ ଇଲିଶି

ଭୋଗରାଇ, ୨୪।୯(ଡି.ଏନ.ଏ.)- କଥାରେ ଅଛି ଚାକିରି କରିବ ପୋଲିସ, ମାଛ ଖାଇବ ଇଲିଶି। ଇଲିଶି ନଁା ଶୁଣିଲେ ଆମିଷ ପ୍ରେମୀଙ୍କ ପାଟିରୁ ଲାଳ ଗଡ଼େ। ଇଲିଶି...

ନିଜସ୍ବ ଆଇନ ଆଣିବ ଅଗ୍ନିଶମ ବିଭାଗ

କଟକ ଅଫିସ,୧୩।୮: ପୋଲିସ ଓ ଜେଲ୍‌ ମାନୁଆଲ ଭଳି ଅଗ୍ନିଶମ ବିଭାଗ ନିଜସ୍ବ ମାନୁଆଲ ବା ଆଇନ ଲାଗୁ କରିବା ପାଇଁ ଯୋଜନା କରୁଛି। ପୂର୍ବରୁ...

୩ କ୍ରୀଡ଼ା ଭିତ୍ତିଭୂମିର ଉଦ୍‌ଘାଟନ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟକୁ କ୍ରୀଡ଼ା ହବ୍‌ରେ ପରିଣତ କରିବାକୁ ସରକାର ଉଦ୍ୟମ ଜାରି ରଖିଛନ୍ତି। ଏହିକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନଫରେନ୍ସ ଜରିଆରେ ୩ଟି...

ଆଧାରକେନ୍ଦ୍ରରେ ତୁମୁଳକାଣ୍ଡ: କର୍ମଚାରୀଙ୍କୁ ମାଡ଼ ମାରି ଯୁବକ ଫେରାର

ବାଲେଶ୍ୱର ଅଫିସ, ୨୫।୧୨-ନୂତନ ଆଧାର କାର୍ଡ କରିବାର ବିଳମ୍ବ ହେବାରୁ ବାଲେଶ୍ୱର ଜିଲାପାଳ ଅଫିସ୍‌ ପରିସର ସରକାରୀ ଗୃହରେ ଓକାକ୍‌ ଦ୍ୱାରା ଅନୁମୋଦିତ ଆଧାରକେନ୍ଦ୍ରରେ ତୁମୁଳକାଣ୍ଡ...

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଓଏମ୍‌ସି ଦେଲା ୫ଶହ କୋଟି ଟଙ୍କା

ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ଓଡ଼ିଶା ଖଣି ନିଗମ(ଓଏମ୍‌ସି) ସହଯୋଗ କରିଛି। ଓଏମ୍‌ସି ସିଏମ୍‌ଆର୍‌ଏଫ୍‌ ଫଣ୍ଡକୁ ୫ଶହ କୋଟି ଟଙ୍କା ପ୍ରଦାନ...

ବରଗଡ଼ରେ ନାଇଟ୍‌ କର୍ଫ୍ୟୁ

ବରଗଡ଼ ଅଫିସ୍‌,୫।୪: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି । ଗତ ମାର୍ଚ୍ଚ ପହିଲାରୁ ଏପର୍ଯ୍ୟନ୍ତ ଜିଲାରେ ୩୨୬ ଜଣ ନୂଆ ଆକ୍ରାନ୍ତ...

ପୁଣି ଏନ୍‌କାଉଣ୍ଟର: ଟଳିଲେ ୩ ମାଓବାଦୀ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି,୧୬ା୭(ଡି.ଏନ୍‌.ଏ.): ମାଲକାନଗିରି ଛତିଶଗଡ଼ ସୀମାନ୍ତ ଦନ୍ତେଓ୍ବାଡା ଜିଲାରେ ପୁଣି ଏନ୍‌କାଉଣ୍ଟର ହୋଇଛି । ଡୋଲକାଲ ଓ ପେଦାପାଲ ଗ୍ରାମ ନିକଟସ୍ଥ ଜଙ୍ଗଲରେ ମାଓବାଦୀ ଓ ପୋଲିସ...

Advertisement
Archives

Model This Week