ବୋରିଗୁମ୍ମା ଦୁର୍ଘଟଣା: ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୬।୧: କୋରାପୁଟ ଜିଲା ବୋରିଗୁମ୍ମା ଅଞ୍ଚଳରେ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ସମ୍ପର୍କୀୟଙ୍କ ପାଇଁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ଏହାସହିତ ଆହତ ବ୍ୟକ୍ତିମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେମାନଙ୍କର ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବିଭାଗରେ କଳାଦାଗ: ମହିଳା ସିଆରସିସିଙ୍କୁ ନିର୍ଯାତନା ଦେଇ ବନ୍ଧାହେଲେ ଡିଇଓ-ବିଇଓ-ପିଇଟି

ବରଗଡ,୩୦।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ କାର୍ଯ୍ୟରତ ଜଣେ ମହିଳା ସିଆରସିସିଙ୍କୁ ନିର୍ଯାତନା ସହିତ ଅଶ୍ଳୀଳ ମେସେଜ୍‌ କରିବା ମହଙ୍ଗା ପଡିଛି। ଏଭଳି ଅଭିଯୋଗରେ ବରଗଡ଼ ଟାଉନ ଥାନା…

ପଞ୍ଚାୟତରେ ନାହିଁ ବ୍ୟାଙ୍କ ସେବା: ଭତ୍ତା ପାଇଁ ଦେଶୀଡଙ୍ଗାରେ ବିପଦପୂର୍ଣ୍ଣ ଯାତ୍ରା କରୁଛନ୍ତି ହିତାଧିକାରୀ

ନନ୍ଦପୁର,୩୦ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପରଜା ବଡ଼ପଡ଼ା ପଞ୍ଚାୟତର ବୃଦ୍ଧା, ବୃଦ୍ଧ, ବିଧବା, ଅସହାୟମାନଙ୍କୁ ଡିବିଟି ମାଧ୍ୟମରେ ଦିଆଯାଉଥିବା ଭତ୍ତା ଟଙ୍କା ଉଠାଣ ଲାଗି…

ଅନନ୍ୟ ବିବାହ: ନାତୁଣୀ ବୟସର ଯୁବତୀଙ୍କୁ ବିବାହ କଲେ ୬୬ ବର୍ଷୀୟ ବୃଦ୍ଧ, କାରଣ ଜାଣିଲେ ହୋଇଯିବେ ତାଜୁବ

ସିମ୍‌ଲା,୩୦।୪: ହିମାଚଳ ପ୍ରଦେଶରେ ହେଉଥିବା ବିବାହ ଦେଶବ୍ୟାପୀ ନିରନ୍ତର ଦୃଷ୍ଟି ଆକର୍ଷଣ କରୁଛି। ପ୍ରଥମେ ଦୁଇଟି ଭାଇଙ୍କ ଗୋଟିଏ କନ୍ୟାକୁ ବିବାହ କରିବା ଆଲୋଚନା ସୃଷ୍ଟି କରିଛି,…

ନବୀନଙ୍କ ଦଶା ଭୋଗିବେ କି ମମତା? ଟିଏମସିରେ ଚହଳ!

କୋଲକାତା,୩୦।୪: ପଶ୍ଚିମବଙ୍ଗ ରାଜନୀତିରେ ଏବେ ନୂଆ ଚର୍ଚ୍ଚା ଜୋର ଧରିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏଥର ଦୁଇଟି ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦିତା କରିବାକୁ ନିଷ୍ପତ୍ତି ନେଇଥିବା ଖବର…

ଜିତୁ ମୁଣ୍ଡା ଭଉଣୀର କଙ୍କାଳ ଧରି ବ୍ୟାଙ୍କ ଯିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ ପରେ ଗାଁରେ ପହଞ୍ଚିଲା…

ପାଟଣା,୩୦।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ଗତ ସୋମବାର ମୃତ ଭଉଣୀଙ୍କ କଙ୍କାଳ…

ଏଥର ବି ବଦଳିଯିବ ଏକଜିଟ ପୋଲର ଗଣିତ: ବଙ୍ଗରେ ଫୁଟିପାରିବନି ପଦ୍ମ! ୨୦୨୧ରେ ଘଟିଥିଲା…

କୋଲକାତା,୩୦।୪: ପଶ୍ଚିମବଙ୍ଗ ବ୍ୟତୀତ, ଆସାମ, କେରଳ ଏବଂ ପୁଡୁଚେରୀରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଛି ଏବଂ ଲୋକମାନେ ଏବେ ଫଳାଫଳକୁ ଅପେକ୍ଷା କରିଛନ୍ତି। ମତଦାନ ଶେଷ ହେବା…

ଆଜି ବି ଅନ୍ଧାରରେ ନେହେଲା: ଦୁର୍ଗମ ଅଞ୍ଚଳରେ ସାତସପନ ବିଜୁଳି

ଥୁଆମୂଳ ରାମପୁର,୩୦ା୪ (ଦୁର୍ଗା କୀର୍ତ୍ତି):ସରକାର ସବୁ ଗାଁକୁ ବିଜୁଳିର ନାରା ଦେଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଦୁର୍ଗମ ଅଞ୍ଚଳରେ ଏହା ଏବେ ବି…

ଭିନ୍ନକ୍ଷମଙ୍କ ପାଖରେ ସରକାରୀ ସୁବିଧା ଅପହଞ୍ଚ: ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୩୦ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ମାନିଗୁଡ଼ା ପଞ୍ଚାୟତ ନାଏକପଡ଼ା ଗଁାର ଜଣେ ଭିନ୍ନକ୍ଷମ ଯୁବତୀ ବିଭିନ୍ନ ସମସ୍ୟା ନେଇ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri