ସ୍ବିଡେନ ପ୍ରଧାନମନ୍ତ୍ରୀଙ୍କ ପାଇଁ ବୋରିସ ଜନ୍‌ସନ୍‌ ଚଳାଇଲେ ଡଙ୍ଗା

ଲଣ୍ଡନ,୧୨ା୫: ୟୁକ୍ରେନ ସଙ୍କଟ ମଧ୍ୟରେ ସ୍ବିଡେନ ଏବଂ ଫିନଲାଣ୍ଡ ଭବିଷ୍ୟତରେ ବିପଦକୁ ଦୃଷ୍ଟିରେ ରଖି ନାଟୋରେ ଯୋଗଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହି ସମୟରେ ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍‌ର ରୁଷିଆର ଆକ୍ରମଣ ଘଟଣାରେ ସ୍ବିଡେନ ଏବଂ ଫିନଲାଣ୍ଡକୁ ସହାୟତା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଜନସନ କହିଛନ୍ତି, ବ୍ରିଟେନକୁ ନାଟୋର ସଦସ୍ୟତା ଦେବା ସପକ୍ଷରେ ଅଛି। ସେ ଏହି ପ୍ରସଙ୍ଗରେ ଭୋଟ ଦେବାରେ ସମର୍ଥନ କରିବେ।

ବୁଧବାର ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନସନ ସ୍ବିଡେନର ପ୍ରଧାନମନ୍ତ୍ରୀ ମାଗଡାଲେନା ଆଣ୍ଡରସନଙ୍କୁ ଭେଟିଥିଲେ। ଏହି ସାକ୍ଷାତ ସମୟରେ ଉଭୟଙ୍କ ମଧ୍ୟରେ ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ଏହା ପରେ ବୋରିସ ଜନ୍‌ସନ୍‌ ମଧ୍ୟ ମାଗଡାଲେନା ଆଣ୍ଡର୍‌ସନ୍‌ଙ୍କ ସହ ବୋଟିଂ କରିଥିଲେ।

ଦ୍ୱିପାକ୍ଷିକ ସମ୍ମିଳନୀ ପରେ ଉଭୟେ ମିଳିତ ସୁରକ୍ଷା ଘୋଷଣାନାମାରେ ଦସ୍ତଖତ କରିଛନ୍ତି। ସୁରକ୍ଷା ଏବଂ ସହଯୋଗ, ଗୁପ୍ତଚର ବଣ୍ଟନ ଏବଂ ମିଳିତ ନୌସେନା ବ୍ୟାୟାମ ରୁଟିନ ପାଇଁ ସମର୍ଥନ କରିଛନ୍ତି। ରୁଷିଆ ଯଦି ସ୍ବିଡେନ ଉପରେ ଆକ୍ରମଣ କରେ ତେବେ ବ୍ରିଟେନ କ’ଣ କରିବ ବୋଲି ପଚରାଯାଇଥିବା ପ୍ରଶ୍ନରେ ବୋରିସ କହିଛନ୍ତି, ଯଦି ଦୁଇଟି ଉଦାରବାଦୀ ଗଣତାନ୍ତ୍ରିକ ରାଷ୍ଟ୍ର ଉପରେ ଆକ୍ରମଣ ହୁଏ, ତେବେ ବ୍ରିଟେନ ଏବଂ ସ୍ବିଡେନ ପରସ୍ପରକୁ ସାହାଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?