Posted inଜାତୀୟ

ଆଜି ଆସୁଛନ୍ତି ବୋରିସ୍‌ ଜନ୍‌ସନ

ନୂଆଦିଲ୍ଲୀ,୨୧ା୪: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ଗୁରୁବାର ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ପ୍ରସ୍ତାବିତ ମୁକ୍ତ ବାଣିଜ୍ୟ ଚୁକ୍ତି, ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ସହଭାଗିତାକୁ ମଜଭୁତ କରିବା ଏବଂ ପ୍ରତିରକ୍ଷା ସମ୍ବନ୍ଧକୁ ସୁଦୃଢ଼ କରିବାରେ ବୋରିସ୍‌ଙ୍କ ଗସ୍ତ ସହାୟକ ହେବ ବୋଲି ଆଶା କରାଯାଉଛି। ବୋରିସ୍‌ ଗୁରୁବାର ସକାଳେ ଅହମଦାବାଦରେ ପହଞ୍ଚିବେ। ଗୁଜରାଟରେ ଦିନସାରା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପରେ ସେ ସନ୍ଧ୍ୟାରେ ଦିଲ୍ଲୀ ଯିବେ। ନୂଆଦିଲ୍ଲୀରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବ୍ରିଟେନ ପ୍ରତିପକ୍ଷ ୟୁକ୍ରେନ ସଙ୍କଟ ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ବିସ୍ତୃତ ଆଲୋଚନା କରିବେ। ଏହି ଅବସରରେ କେତେକ ଚୁକ୍ତି ସ୍ବାକ୍ଷରିତ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri