ଇସ୍ତଫା ଦେଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ!

ଲଣ୍ଡନ,୭ ।୭: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାଲାଗି ପ୍ରସ୍ତୁତ ହୋଇଗଲେଣି । ସରକାରରୁ ପ୍ରାୟ ୪୦ ମନ୍ତ୍ରୀ ଇସ୍ତଫା ଦେବା ପରେ ଜନସନ ଇସ୍ତଫା ଦେବାକୁ ପ୍ରସ୍ତୁତ ହୋଇଯାଇଛନ୍ତି । ହେଲେ ସେ ଯେପର୍ଯ୍ୟନ୍ତ ଇସ୍ତଫା ଦେଇ ନାହାନ୍ତି ସେପର୍ଯ୍ୟନ୍ତ କେହି ନୂଆ ପ୍ରଧାନମନ୍ତ୍ରୀ ହୋଇ ପାରିବେ ନାହିଁ ବୋଲି ଆଲୋଚନା ହେଉଛି । ଏହାରି ଭିତରେ ତାଙ୍କ ସେକ୍ରେଟାରୀ ସିମନ ହର୍ଟ ତାଙ୍କ ପଦରୁ ଇସ୍ତଫା ଦେଇ ସାରିଛନ୍ତି ।
ଜନସନଙ୍କ କ୍ୟାବିନେଟର ମନ୍ତ୍ରୀମାନେ ଇସ୍ତଫା ଦେବା ପରେ ପ୍ରଧାନମନ୍ତ୍ରୀ ଜନସନଙ୍କ ଉପରେ ଗାଦି ଛାଡିବାକୁ ନେଇ ଚାପ ବଢିଯାଇଛି । ଗତ ଏକ ମାସ ମଧ୍ୟରେ ଏହା ଦ୍ୱିତୀୟ ଥର ଯେତେବେଳେ ବୋରିଶ ଜନସନଙ୍କ ପଦ ଉପରେ ବିପଦ ଆସିଛି । ଏଥର ସେମିତି କିଛି ମନ୍ତ୍ରୀ ଇସ୍ତଫା ଦେଇଛନ୍ତି ଯେଉଁମାନେ ଜନସନଙ୍କ କଟ୍ଟର ସମର୍ଥକ ଥିଲେ । ଗତଥର ଋଷି ସୁନକ ଓ ସାଜିଦ ଜାଭେଦ ସରକାର ଗଠନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ । ହେଲେ ସେମାନେ ବି ଜନସନଙ୍କ ହାତ ଛାଡି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୫୦ କୋଟି ସ୍କୁଲ ପିଲାଙ୍କ ପାଠପଢ଼ା ଠପ୍‌

ଓ୍ବାଶିଂଟନ, ୧୯।୭: ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ପୃଥିବୀ ବହୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ୧୫୦ କୋଟିରୁ ଅଧିକ...

୮୦୦ କୋଟି ଜନସଂଖ୍ୟା ସମ୍ମୁଖରେ ଭୋକ-ଦାରିଦ୍ର୍ୟ-ବୃଦ୍ଧାବସ୍ଥା ସମସ୍ୟା…

ନୂଆଦିଲ୍ଲୀ,୧୫।୧୧ : ଦୁନିଆର ମାନବ ଜନସଂଖ୍ୟା ବର୍ତ୍ତମାନ ୮୦୦ କୋଟି ଅତିକ୍ରମ କରିଛି। ୧୯୫୦ ମସିହାରେ ଯେଉଁ ମାନବଙ୍କ ସଂଖ୍ୟା ମାତ୍ର ଅଢ଼େଇଶହ କୋଟି ଥିଲା,...

ପଡ଼ୋଶୀଙ୍କ ବିରୋଧରେ ସାମରିକ ଉତ୍ତେଜନା ସୃଷ୍ଟିକରୁଛି ଚାଇନା

ଓ୍ବାଶିଂଟନ,୨୮ା୬ : ଚାଇନା ପଡ଼ୋଶୀ ଦେଶ ବିରୋଧରେ ସାମରିକ ଉତ୍ତେଜନା ସୃଷ୍ଟିକରିବା ଲାଗି ପ୍ରୟାସ କରୁଛି। ପୂର୍ବ ଲଦାଖରେ ଚାଇନା ସେନାର ଆକ୍ରମଣାତ୍ମକ ମନୋଭାବ ଏହାକୁ...

ଖ୍ରୀଷ୍ଟମାସ ପାଳନ ନ କରିବାକୁ ଡବ୍ଲୁଏଚଓର ପରାମର୍ଶ

ଜେନେଭା,୨୧ ।୧୨: ପାଖେଇ ଆସୁଛି ଖ୍ରୀଷ୍ଟମାସ ସହ ନୂଆବର୍ଷ । ବିଶ୍ୱବାସି ଏହି ପର୍ବକୁ ପାଳନ କରିବାକୁ ଉତ୍ସୁକତାର ସହ ଅପେକ୍ଷା କରି ରହିଛନ୍ତି ।...

ଇରାନରେ ୬.୧ ତୀବ୍ରତାର ଭୂକମ୍ପ, ୩ ମୃତ

ତେହେରାନ,୨ ।୭: ଇରାନରେ ଶନିବାର ବିଳମ୍ବିତ ରାତି ପ୍ରାୟ ୧ଟା ୩୨ରେ ଏକ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧...

ଖୁସି ଖବର: ଡେଲ୍ଟା ପ୍ଲସ ଭାରିଏଣ୍ଟ ପାଇଁ ଭଲ କାମ କରିବ ଜନସନ ଆଣ୍ଡ ଜନସନ ଭ୍ୟାକ୍ସିନ!

ୱାଶିଂଟନ,୨ ।୭: କରୋନା ଭାଇରସର ନୂଆ ଡେଲ୍ଟା ପ୍ଲସ ଭାରିଏଣ୍ଟ ଏବେ ବିଶ୍ୱପାଇଁ ଚିନ୍ତାର କାରଣ ପାଲଟି ଯାଇଛି । ଏହା ଏମିତି ଏକ ଭାରିଏଣ୍ଟ...

ୟୁକ୍ରେନ୍‌ରେ ରୁଷିଆ ଅବସ୍ଥା ଖରାପ, ପୁଟିନ୍‌ଙ୍କୁ ସତ କହିବାକୁ ଡରୁଛନ୍ତି ଅଧିକାରୀ…

ଓ୍ବାଶିଂଟନ, ୩୧।୩ : ଆମେରିକା କହିଛି ଯେ ୟୁକ୍ରେନ ଯୁଦ୍ଧର ପ୍ରକୃତ ସ୍ଥିତି ବିଷୟରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଅବଗତ ନୁହଁନ୍ତି। ହ୍ବାଇଟ ହାଉସ...

ଯୁଦ୍ଧ ଭାଙ୍ଗି ପାରିନି ୟୁକ୍ରେନବାସୀଙ୍କ ମନୋବଳ

କ୍ୱିଭ,୧୩ ।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଲାଗିଥିବା ଯୁଦ୍ଧ ୧୭ ଦିନ ପୂରଣ କରି ସାରିଛି । ଏହାରି ଭିତରେ ୟୁକ୍ରେନର ସ୍ଥିତି ଅତି ଭୟଙ୍କର ହୋଇଯାଇଛି...

Advertisement
Archives

Model This Week