Posted inଜାତୀୟ

ଆସନ୍ତା ସପ୍ତାହରେ ଭାରତ ଆସିପାରନ୍ତି ବୋରିସ୍‌

ନୂଆଦିଲ୍ଲୀ, ୧୪ା୪: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ଆସନ୍ତା ସପ୍ତାହରେ ଭାରତ ଆସିପାରନ୍ତି। ଭାରତ-ବ୍ରିଟେନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତି (ଏଫ୍‌ଟିଏ) ଚୁକ୍ତିର ୨୬ ଚାପ୍ଟର ମଧ୍ୟରୁ ୪ଟି ସଫଳତାର ସହ ଶେଷ ହୋଇଥିବାବେଳେ ବୋରିସ୍‌ଙ୍କ ନୂଆଦିଲ୍ଲୀ ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି। ତେବେ ଏ ନେଇ ଡାଉନିଂ ଷ୍ଟ୍ରିଟ୍‌ ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା କରାଯାଇନାହିଁ। ଚଳିତ ବର୍ଷ ଶେଷ ଆଡ଼କୁ ସମସ୍ତ ପ୍ରକ୍ରିୟା ସମାପ୍ତ ହେବା ନେଇ ପୂର୍ବରୁ ସମୟ ଧାର୍ଯ୍ୟ କରାଯାଇଥିବାବେଳେ ବୋରିସ୍‌ଙ୍କ ଏହି ଗସ୍ତବେଳେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିନିମନ୍ତେ ଟାଇମଲାଇନ୍‌ ଧାର୍ଯ୍ୟ କରିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri