ବୋରିସ୍‌ଙ୍କୁ ରୁଷିଆରେ ପ୍ରବେଶ ମନା…

ମସ୍କୋ, ୧୬।୪ : ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କୁ ରୁଷିଆରେ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଯାଇଛି। ବ୍ରିଟେନର ପ୍ରତିବନ୍ଧକକୁ ଦୃଷ୍ଟିରେ ରଖି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ସରକାର ଏହି ପଦକ୍ଷେପ ନେଇଛନ୍ତି।
ନ୍ୟୁଜ ଏଜେନ୍ସି ଏଏଫ୍‌ପି କହିଛି ଯେ ରୁଷିଆର ବୈଦେଶିକ ମନ୍ତ୍ରୀଙ୍କ ପକ୍ଷରୁ ପାଶ୍ଚାତ୍ୟ ଦେଶ ସମେତ ବ୍ରିଟେନ ଏବଂ ଆମେରିକା ଦ୍ୱାରା ରୁଷିଆ ଉପରେ ଲାଗିଥିବା ପ୍ରତିବନ୍ଧକକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି। ଏହାପୂର୍ବରୁ ରୁଷିଆ ଆମେରିକାର ବରିଷ୍ଠ ନେତାଙ୍କ ପ୍ରବେଶ ଉପରେ ମଧ୍ୟ ପ୍ରତିବନ୍ଧକ ଲଗାଇଥିଲା।

ଉଲ୍ଲେଖନୀୟ କଥା ହେଉଛି, ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜୋନ୍ସ ନିକଟରେ ଯୁଦ୍ଧକାଳୀନ ୟୁକ୍ରେନ ଗସ୍ତରେ ଯାଇଥିଲେ। ଏହି ସମୟରେ ସେ ରୁଷିଆର ଆକ୍ରମଣ ଦ୍ୱାରା ବିନାଶ ହୋଇଥିବା ରାଜଧାନୀ କ୍ୱିଭ୍‌ର ସ୍ଥିତି ସମୀକ୍ଷା କରିଥିଲେ। ବୋରିସ୍‌ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲଡ଼ାମିୟର ଜେଲେନସ୍କିଙ୍କ ସହ କ୍ୱିଭ୍‌ର ରାସ୍ତାରେ ସାଙ୍ଗ ହୋଇ ବୁଲୁଥିବାରଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Vaibhav Sooryavanshi: ବୈଭବଙ୍କ ଜେଜେ ଲେଖନ୍ତି ସିଂହ, ହେଲେ କାହିଁକି ନିଜର ସରନେମ ‘ସୂର୍ଯ୍ୟବଂଶୀ’ ବାଛିଲେ କ୍ରିକେଟର? ଜେଜେ କହିଲେ…

ନୂଆଦିଲ୍ଲୀ,୧୬।୬: ସମସ୍ତିପୁରର ତାଜପୁର ନଗର ପରିଷଦ ଅଞ୍ଚଳର ମୋତିପୁର ନିବାସୀ ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ବଢ଼ିବା ସହିତ, ଲୋକଙ୍କ ମଧ୍ୟରେ ପ୍ରାୟତଃ ଏକ ପ୍ରଶ୍ନ ଉଠୁଥିଲା: ତାଙ୍କ…

ମେସି-ରୋନାଲ୍ଡୋ ଯଦି ଏକାଠି ହୁଅନ୍ତି ତେବେ ଫିକା ପଡିଯିବ BCCI! ଏମାନଙ୍କ ନେଟ ଓ୍ବର୍ଥ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୬: ଫୁଟବଲ ବିଶ୍ୱର ସବୁଠାରୁ ଲୋକପ୍ରିୟ ଖେଳ, ପ୍ରାୟ ପ୍ରତ୍ୟେକ ଦେଶରେ ଖେଳାଯାଏ। କ୍ରିକେଟ ଦ୍ୱିତୀୟ ସ୍ଥାନରେ ଅଛି ଏବଂ ବିଶ୍ୱ ଦର୍ଶକଙ୍କ ଉପରେ ଏହାର କବଜାକୁ…

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର…

NEET ପୁନଃପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଲାଗିଲା ଅସ୍ଥାୟୀ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର NEET-UG ପୁନଃପରୀକ୍ଷା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମ ବ୍ୟବହାର ଉପରେ ଏକ ଅସ୍ଥାୟୀ କଟକଣା ଜାରି…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ…

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri