ଆମେରିକା ଉପରେ ଋଣବୋଝ ପାଇଁ ଉଭୟ ଡେମୋକ୍ରାଟ-ରିପବ୍ଲିକାନ ଦାୟୀ: ନିକ୍କି ହାଲି…

ଓ୍ବାଶିଂଟନ,୮।୩ : ଆମେରିକାର ମୂଳ ଭାରତୀୟ ରାଷ୍ଟ୍ରପତି ପ୍ରାର୍ଥୀ ନିକ୍କି ହାଲି ଦେଶର ବର୍ଦ୍ଧିତ ଋଣବୋଝକୁ ନେଇ ପୁଣି ଥରେ ଡେମୋକ୍ରାଟ-ରିପବ୍ଲିକାନଙ୍କୁ ଟାର୍ଗେଟ କରିଛନ୍ତି। ଆମେରିକାର ଖର୍ଚ୍ଚ ସଙ୍କଟ ଏବଂ ବିପୁଳ ପରିମାଣ ଋଣ ବୋଝ ପାଇଁ ସେ ଉଭୟ ଡେମୋକ୍ରାଟ ଏବଂ ରିପବ୍ଲିକାନଙ୍କୁ ଦାୟୀ କରିଛନ୍ତି।

ହାଲି ୟୁଏସ ଟୁଡେରେ ଏକ ଅପ-ଏଡ ରେ ପ୍ରତିଶ୍ରୁତି ଦେଇଛନ୍ତି ଯେ ରାଷ୍ଟ୍ରପତି ହେଲେ ସେ ଖର୍ଚ୍ଚ ବିଲକୁ ଅବରୋଧ କରିବେ ଯାହା ପୂର୍ବ-ମହାମାରୀ ଖର୍ଚ୍ଚ ସ୍ତରରେ ପହଞ୍ଚିବା ପାଇଁ ଆମେରିକାକୁ ଟ୍ରାକରେ ରଖି ନାହିଁ।

ୱାଶିଂଟନରେ କେହି ଜଣେ ଟିକସଦାତାଙ୍କ ପାଇଁ ଠିଆ ହେବା ଆବଶ୍ୟକ ଏବଂ ଆମେରିକାକୁ ଦେବାଳିଆ ହେବାରୁ ଅଟକାଇବା ଜରୁରୀ। ତାଙ୍କ ବିବୃତ୍ତି ଉଭୟ ରିପବ୍ଲିକାନ ଏବଂ ଡେମୋକ୍ରାଟିକ ଦଳର ସଦସ୍ୟ ଅଡୁଆରେ ପକାଇବ।

ମୁଁ ନିଶ୍ଚିତ ଯେ ରିପବ୍ଲିକାନ୍ସ ତଥା ଡେମୋକ୍ରାଟଙ୍କ ମୋତେ ବିରୋଧ କରିବେ। କିନ୍ତୁ ମୁଁ ଏଥିରେ ଅଭ୍ୟସ୍ତ। ଏହାକୁ ମୁଁ ଖାତିର କରେ ନାହିଁ। ଦକ୍ଷିଣ କାରୋଲିନାର ରାଜ୍ୟପାଳ ଭାବରେ ମୁଁ ଉଭୟ ଦଳକୁ ଅପଚୟ ଖର୍ଚ୍ଚ ବନ୍ଦ କରିବାକୁ ଏବଂ ପ୍ରତ୍ୟେକ ଖର୍ଚ୍ଚକାରୀଙ୍କୁ ରେକର୍ଡରେ ରଖିବାକୁ ଆହ୍ବାନ ଦେଇଥିଲି। ମୁଁ ସମସ୍ତଙ୍କ ଉତ୍ତରଦାୟିତ୍ୱ ସ୍ଥିର କଲି ଏବଂ ସେଥିରେ ସଫଳ ମଧ୍ୟ ହୋଇଥିଲି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…

ଚେନ୍ନାଇ,୨୩।୯: ଆଇପିଏଲ୍‌ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍‌ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ…

ମହିଳାଙ୍କ ସଲୱାର୍‌ ଖୋଲିବାକୁ ଚେଷ୍ଟା କରିବା ବଳାତ୍କାର ଉଦ୍ୟମ ନୁହେଁ? ପାଟନା ହାଇକୋର୍ଟଙ୍କ ରାୟରେ ସୁପ୍ରିମକୋର୍ଟ ଅସନ୍ତୁଷ୍ଟ; ପ୍ରଧାନ ବିଚାରପତି କହିଲେ…

ନୂଆଦିଲ୍ଲୀ,୨୩।୯: ପାଟନା ହାଇକୋର୍ଟଙ୍କ ଏକ ରାୟକୁ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ ରାୟରେ କୁହାଯାଇଥିଲା ଯେ ଜଣେ ମହିଳାଙ୍କ ‘ସଲୱାର’ ଖୋଲିବାକୁ ଚେଷ୍ଟା କରିବା…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

UPI ଚାର୍ଜକୁ ନେଇ ବଡ଼ ଖୁଲାସା! କାର୍ଡ ପେମେଣ୍ଟଠାରୁ ୮୦% ଶସ୍ତା କାହିଁକି? ଜାଣନ୍ତୁ ପୂରା ହିସାବ

ନୂଆଦିଲ୍ଲୀ,୨୩।୯ : UPI ପେମେଣ୍ଟକୁ ନେଇ ଆସିଛି ନୂଆ ନିୟମ । ଅକ୍ଟୋବର ୧୫, ୨୦୨୬ରୁ ୨ ହଜାର ଟଙ୍କାରୁ ଅଧିକ କିଛି UPI ଟ୍ରାଞ୍ଜାକ୍ସନରେ ୦.୪…

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କ ଖର୍ଚ୍ଚର ଯାଞ୍ଚ କରାଯିବ; ତଦନ୍ତ ପାଇଁ ଦାବି କରିଛନ୍ତି ରିପବ୍ଲିକାନ ସିନେଟର୍‌

ଓ୍ବାଶିଂଟନ,୨୩।୯: ୟୁଟାହ ରିପବ୍ଲିକାନ ସେନେଟର ଜନ କର୍ଟିସ ସିନେଟ ନ୍ୟାୟପାଳିକା କମିଟିକୁ ତଦନ୍ତ କରିବାକୁ ଆହ୍ବାନ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ଜୁନିଅର ଆର୍ଥିକ ଲାଭ ପାଇଁ…

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?