Posted inଜାତୀୟ

ଉଭୟ ପକ୍ଷଙ୍କୁ ମିଳିଲା ଏଏସ୍‌ଆଇ ସର୍ଭେ ରିପୋର୍ଟ

ବାରାଣସୀ,୨୭।୧: ପୂର୍ବରୁ ଥିବା ମନ୍ଦିରର ଭଗ୍ନାବଶେଷ ଉପରେ ଜ୍ଞାନବାପି ମସ୍‌ଜିଦ ନିର୍ମାଣ ହୋଇଥିବା ଏଏସ୍‌ଆଇ ସର୍ଭେ ରିପୋର୍ଟରୁ ଜଣାପଡ଼ିଛି। ହିନ୍ଦୁ ପକ୍ଷର ଓକିଲ ବିଷ୍ଣୁଶଙ୍କର ଜୈନ ଏହା କହିିଛନ୍ତି। ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ଦାଖଲ କରିଥିବା ୮୩୭ ପୃଷ୍ଠାର ରିପୋର୍ଟକୁ ଉଭୟ ପକ୍ଷଙ୍କୁ ପ୍ରଦାନ କରାଯାଇଛି।

ଅତୀତର ମନ୍ଦିରକୁ ଭଙ୍ଗାଯାଇ ମସ୍‌ଜିଦ ନିର୍ମାଣ କରାଯାଇଥିଲା ବୋଲି ରିପୋର୍ଟରୁ ସ୍ପଷ୍ଟ ହୋଇଛି। ବର୍ତ୍ତମାନର ମସ୍‌ଜିଦ ସ୍ଥାନରେ ପୂର୍ବରୁ ମନ୍ଦିର ଥିବାର ଯଥେଷ୍ଟ ପ୍ରମାଣ ମିଳିିଛି। କାଶୀ ବିଶ୍ୱନାଥ ମନ୍ଦିରକୁ ଲାଗି ରହିଥିବା ଜ୍ଞାନବାପି ମସ୍‌ଜିଦର ସର୍ଭେ ରିପୋର୍ଟ ପାଇବା ପାଇଁ ଉଭୟ ହିନ୍ଦୁ ଓ ମୁସଲମାନ ପକ୍ଷରୁ ୧୧ ଜଣ କୋର୍ଟରେ ଆବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

ଅଟୋ ଛାତରେ ବସି କୁକୁରର ସହର ପରିକ୍ରମା, ଭିଡିଓ ଭାଇରାଲ୍

ପୁଣେ,୬।୨: ମହାରାଷ୍ଟ୍ରର ପୁଣେ ସହରରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ସହରର ବ୍ୟସ୍ତବହୁଳ ‘ଡାଙ୍ଗେ ଛକ’ ଅଞ୍ଚଳରେ ଏକ ଚଳନ୍ତା ଅଟୋ-ରିକ୍ସା ଛାତ ଉପରେ ଏକ…

୭ରୁ ଓଡ଼ିଶା-ଜାପାନ ପର୍ବ: ଜାଣନ୍ତୁ ଏହାର ଉଦେଶ୍ୟ

ପୁରୀ,୬ା୨(ଅଜିତ୍‌ କୁମାର ମହାନ୍ତି): ଚଳିତ ମାସ ୭ ଏବଂ ୮ ତାରିଖ ସନ୍ଧ୍ୟାରେ ଇଣ୍ଡିଆ-ଜାପାନ ଫ୍ରେଣ୍ଡଶିିପ୍‌ ସେଣ୍ଟର ପକ୍ଷରୁ ସ୍ଥାନୀୟ ତାଳବଣିଆ ପଡ଼ିଆରେ ଓଡ଼ିଶା-ଜାପାନ ପର୍ବ ଆୟୋଜନ…

ଭାଙ୍ଗିଗଲାଣି ଶ୍ରେଣୀଗୃହ, ଗଛତଳେ ପଢୁଛନ୍ତି ପିଲା

କେସିଙ୍ଗା/ନର୍ଲା,୬ା୨(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା କେସିଙ୍ଗା ଓ ନର୍ଲା ବ୍ଲକ ସୀମାନ୍ତ ଅଞ୍ଚଳରେ ଅସ୍ଥାପତି ବିଦ୍ୟାଳୟକୁ ଶିକ୍ଷା ବିଭାଗ ସମେତ ନେତା ବିଧାୟକଙ୍କ ଦୃଷ୍ଟି ଗୋଚର…

‘ଟଙ୍କା ଖୁସି କିଣି ପାରିବ ନାହିଁ…’ କୋଟି କୋଟି ଆୟ ପରେ ଏଲୋନ ମସ୍କ ଏକ ଆଶ୍ଚର୍ଯ୍ୟଜନକ ପୋଷ୍ଟ

ନୂଆଦିଲ୍ଲୀ,୬।୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ବର୍ତ୍ତମାନ ଏକ ନୂଆ ଇତିହାସ ରଚିଛନ୍ତି। ସେ ଦୁନିଆର ପ୍ରଥମ ବ୍ୟକ୍ତି ଭାବେ ୮୦୦ ବିଲିୟନ ଡଲାର…

Ola Uber Rapido Strike: ଗୋଟିଏ ଦିନ ପରେ ଆଉ ବୁକ୍‌ କରିପାରିବେନି ଓଲା, ଉବର, ରାପିଡୋ! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୬।୧: ଓଲା, ଉବର ଏବଂ ରାପିଡୋ ଭଳି ଆପ-ଭିତ୍ତିକ ଚାଳକମାନେ ଆସନ୍ତାକାଲି, ଶନିବାର ଦେଶବ୍ୟାପୀ ଧର୍ମଘଟ କରିବେ। ଫେବୃଆରୀ ୭ରେ ଏହି ଦେଶବ୍ୟାପୀ ଧର୍ମଘଟ ଏହି ଆପ…

ବିନା ଖାଇବା-ପିଇବାରେ କେତେଦିନ ବଞ୍ଚିପାରିବ ମଣିଷ? ଜାଣନ୍ତୁ ହ୍ୟୁମାନ ବଡ଼ିର କାପାସିଟି…

ମଣିଷ ଶରୀର ଆଶ୍ଚର୍ଯ୍ୟଜନକ ଭାବରେ ସ୍ଥିର, କିନ୍ତୁ ଏହାର କିଛି ବାୟୋଲଜିକାଲ ସୀମା ମଧ୍ୟ ଅଛି। ଖାଦ୍ୟ ଏବଂ ପାଣି ବିନା ବଞ୍ଚିବା ଶରୀର ମସ୍ତିଷ୍କ, ହୃଦୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri