Posted inଖେଳ

ବାଉଚର ମୁମ୍ବାଇ ଇଣ୍ଡିଆନ୍ସ ମୁଖ୍ୟ କୋଚ୍‌

ମୁମ୍ବାଇ,୧୭।୯(ପି.ଟି.): ଆସନ୍ତା ଆଇପିଏଲ୍‌ ସିଜନ ପାଇଁ ଦକ୍ଷିଣ ଆଫ୍ରିକାର ପୂର୍ବତନ ଉଇକେଟକିପର-ବ୍ୟାଟର ମାର୍କ ବାଉଚର ମୁମ୍ବାଇ ଇଣ୍ଡିଆନ୍ସ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତି ଦିଆଯାଇଥିବା ଫ୍ରାଞ୍ଚାଇଜ୍‌ ତରଫରୁ ଶୁକ୍ରବାର ଘୋଷଣା କରାଯାଇଛି। ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ ମାହେଲା ଜୟବର୍ଦ୍ଧନେଙ୍କ ସ୍ଥାନରେ ୪୫ ବର୍ଷୀୟ ବାଉଚରଙ୍କୁ ଏହି ନିଯୁକ୍ତି ମିଳିଛି। ବାଉଚର ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ଜାତୀୟ ପୁରୁଷ ଦଳର ମୁଖ୍ୟ କୋଚ୍‌ ଅଛନ୍ତି। ଆସନ୍ତା ଟି୨୦ ବିଶ୍ୱକପ୍‌ ପରେ ସେ ଏହି ପଦବୀରୁ ଓହରିଯିବେ ବୋଲି ଚଳିତ ସପ୍ତାହ ପ୍ରାରମ୍ଭରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

ସହରାଞ୍ଚଳରେ ଭଡାରେ ରହୁଥିବା ଲୋକଙ୍କ ପାଇଁ ଖୁସିଖବର: ନଗର ଉନ୍ନୟନ ମନ୍ତ୍ରୀ କହିଲେ …..

ଭୁବନେଶ୍ୱର,୧୪।୬ ଜୁନ: ରାଜ୍ୟର ସହରାଞ୍ଚଳରେ ବାସସ୍ଥାନ ସମସ୍ୟା ଦୂର କରିବା ଏବଂ ଭଡ଼ାଟିଆଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ନୂଆ ରେଣ୍ଟାଲ…

ଫ୍ରାନ୍ସରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ, ‘ଆଜି ଭାରତ ପରିବର୍ତ୍ତନର…’

ନୂଆଦିଲ୍ଲୀ,୧୪।୬:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ମିଳିତ ଭାବରେ ଫ୍ରାନ୍ସର ନିସ୍‌ରେ ‘ଇଣ୍ଡିଆ ଇନୋଭେଟ୍ସ’ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ । ଭାରତ,…

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ଫାଇନାଲ ହେଲା ଡିଲ୍‌? ପରମାଣୁ ଅସ୍ତ୍ର ନିର୍ମାଣ କରିବ ନାହିଁ ଇରାନ; ତେଲ କଟକଣା ବି ପ୍ରତ୍ୟାହାର

ତେହରାନ,୧୪।୬: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନା ସମ୍ପର୍କରେ ବିଭିନ୍ନ ବିବରଣୀ ସାମ୍ନାକୁ ଆସିଛି। ଜଣେ ବରିଷ୍ଠ ଇରାନୀ ଅଧିକାରୀ ଏକ ସମ୍ବାଦ ସଂସ୍ଥାକୁ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

Mobile Emergency Alert: ଆଉ ହଠାତ ଭାଇବ୍ରେଟ ହେବ ନାହିଁ ଆପଣଙ୍କ ମୋବାଇଲ, ଜାଣନ୍ତୁ କିଏ ବନ୍ଦ କଲା ଏହି ସେବା

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ ମୋବାଇଲ ଫୋନକୁ ଜରୁରୀକାଳୀନ ସତର୍କତା ପଠାଉଥିବା ସେଲ ବ୍ରଡକାଷ୍ଟ ସେବାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri