ବୌଦ୍ଧ ରେଞ୍ଜର ନିଲମ୍ବିତ

ବୌଦ୍ଧ,୧୭।୬(ଡି.ଏନ୍‌.ଏ.): ବୌଦ୍ଧ ରେଞ୍ଜ ବଘିଆପଡ଼ା ସେକ୍ସନ ଅଞ୍ଚଳରେ ୨ ଦନ୍ତାହାତୀ ମୃତ୍ୟୁ ଘଟଣାରେ ରେଞ୍ଜର ପ୍ରଦୀପ ବେହେରା ନିଲମ୍ବିତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପ୍ରଦୀପ ବେହେରାଙ୍କୁ ନିଲମ୍ବିତ କରିଛନ୍ତି।
ସୂଚନା ଅନୁଯାୟୀ, ବୌଦ୍ଧ ରେଞ୍ଜ ବଘିଆପ ସେକ୍ସନ ଭୁର୍କୀପଡ଼ା ଜଙ୍ଗଲରୁ ଓ ବାଙ୍କମୁଣ୍ଡି ସଂରକ୍ଷିତ ଜଙ୍ଗଲର କମ୍ପାଟମେଣ୍ଟ ନମ୍ବର ୮ରେ ଦାନ୍ତବିହୀନ ଦନ୍ତାହାତୀର ମୃତଦେହ ଠାବ ହୋଇଥିଲା । ଦୁଇଦିନ ମଧ୍ୟରେ ଦୁଇ ଦୁଇଟି ଦନ୍ତାହାତୀ ମୃତ୍ୟୁ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଜଣେ ଫରେଷ୍ଟର ଓ ୨ ଜଣ ଫରେଷ୍ଟ ଗାର୍ଡଙ୍କୁ ପୂର୍ବରୁ ନିଲମ୍ବିତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

NEET ପେପର ଲିକ୍ ପ୍ରସଙ୍ଗ; ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ରାହୁଲ, ଶିକ୍ଷାମନ୍ତ୍ରୀଙ୍କୁ କାହିଁକି….

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ NEET ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ କଡା ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ଉଠାଇ ସେ…

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

ନିଆରା ପ୍ରେମ… ଚତୁର୍ଥ ଥର ପାଇଁ ବର ହେଲେ ୬୫ ବର୍ଷୀୟ ବୃଦ୍ଧ, ୬୨ ବର୍ଷୀୟ ବୃଦ୍ଧାଙ୍କୁ କଲେ ବିବାହ

ପାଟନା,୧୭ା୫: କୁହାଯାଏଯେ ପ୍ରେମ ଏବଂ ସାଥିର କୌଣସି ବୟସ ନଥାଏ । ଏହି ଭାବନାର ଏକ ହୃଦୟସ୍ପର୍ଶୀ ଉଦାହରଣ ବିହାରର ଜାମୁଇ ଜିଲାରୁ ସାମ୍ନାକୁ ଆସିଛି ।…

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri