ରେକର୍ଡ ଭାଙ୍ଗିଲା ବୌଦ୍ଧ

ଭୁବନେଶ୍ୱର,୨୮।୪(ବ୍ୟରୋ): ଦିନକୁ ଦିନ ରାଜ୍ୟରେ ଅସହ୍ୟ ହେଉଛି ତାତି। ଗୁରୁବାର ରାଜ୍ୟରେ ୪୫ ଡିଗ୍ରୀ ତାପମାତ୍ରାରେ ବୌଦ୍ଧ ରେକର୍ଡ କରିଛି। ସେହିପରି ଭୁବନେଶ୍ୱରରେ ୩୯.୮ ଡିଗ୍ରୀ ଏବଂ କଟକରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।
ଅନ୍ୟପଟେ ରାଜ୍ୟରେ ଆହୁରି ୩ ଦିନ ହିଟ୍‌ଓ୍ବେଭ୍‌ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଅଧିକାଂଶ ସ୍ଥାନରେ ୪୦ ଡିଗ୍ରୀ ତାପମାତ୍ରା ରହିବ। ଆଭ୍ୟନ୍ତର ଓଡ଼ିଶାରେ ୩ରୁ ୫ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବା ସହ ୩୦ରେ ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼,ସୋନପୁର, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲାକୁ ୟେଲୋ ଓ୍ବାନିର୍ଂ ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବିଶ୍ୱ ପଖାଳ ଦିବସ: ଆସ ଜୀବନ ଧନ ମୋ ପଖାଳ କଂସା…

ଭୁବନେଶ୍ୱର,୨୦।୩ (ବ୍ୟୁରୋ): ଓଡ଼ିଆ ଜନଜୀବନ ସହିତ ପଖାଳର ସମ୍ପର୍କ ବହୁ ନିବିଡ଼ ଓ ପୁରାତନ। ଓଡ଼ିଆ ପ୍ରାଣର ପ୍ରତୀକ ହେଉଛି ପଖାଳ। ଗାଁ ହେଉ ଅବା...

ବଜେଟ ଅଧିବେଶନ ପାଇଁ ସର୍ବଦଳୀୟ ବୈଠକ ଆଜି

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ମାସ ୧୮ରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୦-୨୧...

ବିଧାୟକଙ୍କ ଜେଇଙ୍କୁ ବସ୍‌ଉଠ୍‌ ଘଟଣା: ଓବିସି ମଞ୍ଚର ପାଟଣାଗଡ ଥାନା ଘେରାଉ, ଆଟ୍ରୋସିଟି ଆଇନ ପ୍ରତ୍ୟାହାର ଦାବି

ପାଟଣାଗଡ଼,୨୧।୬(ଡି.ଏନ୍‌.ଏ.): ଗତ ୫ ତାରିଖରେ ଗମ୍ଭାରୀ ଗ୍ରାମଠାରେ ନିମ୍ନମାନର ରାସ୍ତାକାମକୁ ନେଇ ପାଟଣାଗଡ଼ ବିଧାୟକ ସରୋଜ ମେହେର ପୂର୍ତ୍ତ ବିଭାଗ ଜେଇଙ୍କୁ ଉଠ୍‌ବସ୍‌ କରିଥିବା ଘଟଣାରେ...

ଦୁଇଭାଇଙ୍କ କିଚେନ ଗାର୍ଡେନ ଆପଣେଇଛନ୍ତି ଜୈବିକ ପଦ୍ଧତି

ଆନନ୍ଦପୁର, ୨୯।୧୨(ସ୍ବ.ପ୍ର.)-ଘର ଛାତ ଉପରେ ଜୈବିକ ପଦ୍ଧତିରେ ପନିପରିବା ଚାଷ ସାଙ୍ଗକୁ ନାନା ଜାତିର ଫୁଲ, ଫଳ ବଗିଚା ଯେ କେହି ବି ଦେଖିବ ତାର...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର/ନୂଆଦିଲ୍ଲୀ,୨।୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ମାନ୍ୟବର ସୁପ୍ରିମକୋର୍ଟ ଏହି ମାମଲାରେ ରାୟକୁ ସଂରକ୍ଷିତ ରଖିଛନ୍ତି । ଉଭୟ ପକ୍ଷର...

ପୁଣି ଫୁଟ୍‌ପାଥ୍‌ରେ ଫଳ ବେପାର

ଭୁବନେଶ୍ୱର, ୨୬ା୫(ବ୍ୟୁରୋ): ବୋଲ ମାନୁନାହାନ୍ତି ଭୁବନେଶ୍ୱରର ଫଳ ବେପାରୀ। ରାଜମହଲରୁ ଏଜି ଛକ ଯାଏ ଥିବା ଫୁଟ୍‌ପାଥ୍‌କୁ କବ୍‌ଜା କରି ଫଳ ବେପାର କରୁଛନ୍ତି। ସାମାଜିକ...

ରାଜ୍ୟରେ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୦କୁ ବୃଦ୍ଧି ପାଇଛି।...

ସ୍ବତନ୍ତ୍ର ଓଜେଇଇ ଚିନ୍ତା

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ) : ରାଜ୍ୟରେ ଖାଲିପଡ଼ିଛି ୬୦%ରୁ ଊର୍ଦ୍ଧ୍ୱ ଇଞ୍ଜିନିୟରିଂ ସିଟ୍‌। ଏହି ଖାଲି ସିଟ୍‌ରେ ନାମ ଲେଖାଇବା ପାଇଁ ପ୍ରତିବର୍ଷ ସ୍ବତନ୍ତ୍ର ଓଜେଇଇ କରାଯାଇଥାଏ।...

Advertisement
Archives

Model This Week