Posted inଫୁରସତ

୭ ଲକ୍ଷ ଟଙ୍କାରେ ଘର କିଣିଲେ ଏହି ବ୍ୟକ୍ତି, ଭିତରୁ ଯାହା ପାଇଲେ ରାତାରାତି ହେଲେ କୋଟିପତି

କୁହାଯାଏ, ଭଗବାନ ଯାହାକୁ ଦିଅନ୍ତି ଛପର ଫାଡ଼ି ଦିଅନ୍ତି। ଠିକ୍‌ ଏମିତି ଘଟଣା କାନାଡାର ଜଣେ ବ୍ୟକ୍ତିଙ୍କ କ୍ଷେତ୍ରରେ ଘଟିଛି। ଏହି ବ୍ୟକ୍ତି ଜଣକ ୭ ଲକ୍ଷ ଟଙ୍କା ଦେଇ ଏକ ଘର କିଣିଥିଲେ। ଘରେ ପ୍ରବେଶ କରିବା ମାତ୍ରେ ଭିତରୁ ଯାହା ମିଳିଲା ସେ ରାତାରାତି କୋଟିପତି ହୋଇଯାଇଛନ୍ତି। ତେବେ ଏହି ଘର ଭିତରୁ ତାଙ୍କୁ ଡିଜାଇନର କପଡ଼ା, ବିରଳ ମୁଦ୍ରା,ସୁନା ଏବଂ ହୀରାର ମୁଦି ମିଳିଛି। ଖାଲି ଏତିକି ନୁହେଁ, ନଗଦ ଟଙ୍କା ସହ ରୁପାର ଡଲାର ଭର୍ତ୍ତି ବ୍ୟାଗ ବି ପାଇଛନ୍ତି।
ଘର କିଣିଥିବା ଆଲେକ୍ସ ଆର୍ଚଓ୍ବାଲର୍‌ଡ କହିଛନ୍ତି, ସେ ନୂଆ ଘରୁ ଏପରି ଜିନିଷ ସବୁ ପାଇବେ ବୋଲି କେବେ ଭାବି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଦ୍ଦାରାମାୟା ନା ଶିବକୁମାର କିଏ ଅଧିକ ଧନୀ? ଜାଣନ୍ତୁ ନେଟଓ଼୍ବର୍ଥ ରେସ୍‌ରେ କିଏ ଆଗରେ…

ବେଙ୍ଗାଲୁରୁ,୨୮।୫: କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଲାଗି ରହିଥିବା ସସପେନ୍ସ ଶେଷରେ ଶେଷ ହୋଇଛି। ସୂତ୍ର ଅନୁଯାୟୀ, ସିଦ୍ଦାରାମାୟା ଆଜି ମେ 28 ତାରିଖରେ ମୁଖ୍ୟମନ୍ତ୍ରୀ ପଦରୁ…

ମେଟାର ବଡ଼ ଘୋଷଣା: ଏବେ ମାଗଣାରେ ଚାଲିବନି Instagram, WhatsApp, Facebook; ମୋବାଇଲ ଭଳି ହେବ ମାସିକ ରିଚାର୍ଜ!

ନୂଆଦିଲ୍ଲୀ:୨୮।୫: ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଫେସବୁକ, ଇନଷ୍ଟାଗ୍ରାମ ଏବଂ ହ୍‌ବାଟସଆପର ମାଲିକାନା କମ୍ପାନୀ ‘ମେଟା’ (Meta) ଏକ ବଡ଼…

ସତରେ କଣ ଛାତରେ ଚୂନ କିମ୍ବା ଧଳା ରଙ୍ଗ ଲଗାଇଲେ ଗରମ କମିଥାଏ? ଜାଣନ୍ତୁ ଏହା ପଛର ବିଜ୍ଞାନ

ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଗରମ ଯୋଗୁ ଲୋକେ ହାହୁତାଶ ହେଉଛନ୍ତି। ଏଭଳି ସ୍ଥିତିରେ ଘରକୁ ଭିତରୁ ଥଣ୍ଡା ରଖିବା ପାଇଁ ଲୋକେ ବିଭିନ୍ନ…

ବେକରେ ଗାମୁଛା ବାନ୍ଧି ଘରେ ଝୁଲିପଡ଼ିଲେ ଯୁବକ, ପୁଅକୁ ହରାଇ ମା-ବାପା…

ଝରିଗାଁ,୨୮ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାର ରବିନ ମଣ୍ଡଳଙ୍କ ପୁଅ ଶୁଭେନ୍ଧୁ (୨୭) ନିଜ ଘରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା…

ମଝି ନଦୀରେ ବୁଡ଼ିଗଲା ଡଙ୍ଗା: ୧୪ ରୁ ୧୫ ଜଣ କରୁଥିଲେ ଯାତ୍ରା

ପାଟନା,୨୮।୫: ପାଟନା ଜିଲାର ଉମାନାଥ ଗଙ୍ଗା ଘାଟରେ ଏକ ମର୍ମନ୍ତୁଦ ଡଙ୍ଗା ଦୁର୍ଘଟଣା ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି। ଚାଷୀମାନେ ଦିଆରା ଅଞ୍ଚଳକୁ ଜୀବିକା ନିର୍ବାହ ପାଇଁ…

୧,୪୦୦ କୋଟିରୁ ଅଧିକ ସମ୍ପତ୍ତିର ମାଲିକ ଡି.କେ. ଶିବକୁମାର, ଜାଣନ୍ତୁ ନୂଆ ମୁଖ୍ୟମନ୍ତ୍ରୀଙ୍କ ନେଟଓ଼୍ବର୍ଥ

ବେଙ୍ଗାଲୁରୁ,୨୮।୫: କର୍ନାଟକ କଂଗ୍ରେସର ପ୍ରମୁଖ ନେତା ତଥା ଉପମୁଖ୍ୟମନ୍ତ୍ରୀ ଡି. କେ. ଶିବକୁମାର (D.K. Shivakumar) ନିଜର ନିର୍ୱାଚନୀ ସପଥପତ୍ର (Affidavit) ଦାଖଲ କରିଛନ୍ତି । ଏହି…

ବଦଳିଲା ପାଗ, IMD ଦେଲା ଚେତାବନୀ, ଆଗାମୀ ୩ ଦିନରେ ଭୟଙ୍କର…

ନୂଆଦିଲ୍ଲୀ, ୨୮।୫: ଆଇଏମଡି ଅନୁଯାୟୀ, କେନ୍ଦ୍ରୀୟ ଉତ୍ତର ପ୍ରଦେଶ ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ଜାରି ରହିଛି। ଏକ ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ପ୍ରଦେଶରୁ…

Rule Change 1st June: ଜୁନ ୧ରୁ ବଦଳିଯିବ ୬ଟି ବଡ଼ ନିୟମ ପରିବର୍ତ୍ତନ ହେବ, ଆପଣଙ୍କ ପକେଟକୁ କରିବ ପ୍ରଭାବିତ

ନୂଆଦିଲ୍ଲୀ, ୨୮।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଏହା ସହିତ, ଜୁନ ୧ ରୁ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାର ଆଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri