Posted inଖେଳ

ଆରମ୍ଭରୁ ସିଏସ୍‌କେକୁ ୫୦ ଭୋଲ୍ଟର ଝଟ୍‌କା

ଦୁବାଇ,୧୯।୯: ଚଳିତ ଆଇପିଏଲ ସିଜନର ଦ୍ୱିତୀୟ ପର୍ଯ୍ୟାୟ ରବିବାରଠାରୁ ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଆରମ୍ଭ ହୋଇଯାଇଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ରେ ଆରମ୍ଭରୁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ଲାଗିଛି ୫୦ ଭୋଲ୍ଟର ଝଟ୍‌କା। ପ୍ରଥମ ୨ ଓଭରରେ ଫାଫ ଡୁ’ପ୍ଲେସି ଓ ମୋଇନ ଅଲି ଖାତା ଖୋଲିବା ପୂର୍ବରୁ ଆଉଟ୍‌ ହୋଇ ପ୍ୟାଭିଲିଅନ ଫେରିଛନ୍ତି। ଏମାନଙ୍କ ଭଳି କିଛି କରିପାରି ନ ଥିଲେ ସୁରେଶ ରାଇନା (୪)। ଅନ୍ୟପକ୍ଷରେ ଆହତ ସମସ୍ୟା କାରଣରୁ ବରିଷ୍ଠ ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ କ୍ରଜ୍‌ରୁ ଚାଲି ଯିବାରୁ ସିଏସ୍‌କେର ସ୍ଥିତି ଅତି ସଂଗିନ ହୋଇପଡ଼ିଛି। ମାତ୍ର ୩ ଓଭରରେ ୩ ଉଇକେଟ ହରାଇ ୭ ରନ୍‌ କରିଛି ସିଏସ୍‌କେ।

ଏବେ ରୁତୁରାଜ ଗାଏକ୍ୱାଡ (୧)ଙ୍କ ସହ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଦଳୀୟ ସ୍ଥିତିକୁ ସମ୍ଭାଳିବାକୁ ପ୍ରୟାସ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri