ଲସ୍ଏଞ୍ଜେଲ୍ସ,୧୫ା୭(ଏପି): ଅପ୍ରତିଦ୍ୱନ୍ଦ୍ୱୀ ଲାଇଟ୍ଓ୍ବେଟ୍ ଚାମ୍ପିୟନ ଡେଭିନ୍ ହେନି ଲସ୍ଏଞ୍ଜେଲ୍ସରେ ଗିରଫ ହୋଇଛନ୍ତି। ସେ ତାଙ୍କ କାର୍ରେ ବେଆଇନ ଅସ୍ତ୍ର ଲୁଚାଇକରି ରଖିଥିଲେ। ୨୪ ବର୍ଷୀୟ ହେନି କିନ୍ତୁ ପରେ ୩୫,୦୦୦ ଜାମିନ ମୁଚାଲିକାରେ ଛାଡ଼ ପାଇଛନ୍ତି। ଅଗଷ୍ଟ ୩ରେ ମ୍ୟୁନିସିପାଲ୍ କୋର୍ଟରେ ଏହି ମାମଲାର ଶୁଣାଣି ହେବ। ହେନି କାର୍ର ପଛ ସିଟ୍ରେ ବସିଥିଲେ। ବକ୍ସରଙ୍କ ସହିତ ପିତା ତଥା ଟ୍ରେନର ଓ ମ୍ୟାନେଜର ବିଲ୍ ହାନି ରହିଥିଲେ। ବିଲ୍ କହିଛନ୍ତି, ଭୁଲ ବୁଝାମଣା ହୋଇଛି। ଡେଭିନ୍ ଯେତେବେଳେ କୋର୍ଟରେ ହାଜର ହେବେ ସବୁ ସମାଧାନ ହୋଇଯିବ। ପାଖରେ ଅସ୍ତ୍ର ରଖିବାର ଲାଇସେନ୍ସ ଥାଇ ସୁଦ୍ଧା ଡେଭିନ୍ ଗିରଫ ହେବା ଦୁର୍ଭାଗ୍ୟଜନକ। ସୂଚନାଯୋଗ୍ୟ, ଗତ ମେ’ ମାସରେ ଲାସ୍ ଭେଗାସ୍ଠାରେ ବିଚାରକମଣ୍ଡଳୀର ଏକ ସର୍ବସମ୍ମତି ନିଷ୍ପତ୍ତି କ୍ରମେ ଭାସିଲି ଲୋମାଚେଙ୍କାଙ୍କୁ ହରାଇ ହାନି ଟାଇଟଲ ବଜାୟ ରଖିବା ସହ ତାଙ୍କ ରେକର୍ଡ (୩୦-୦)ରେ ଉନ୍ନତି ଆଣିଛନ୍ତି।
ବଜାରରେ ମିଳିଛି ପ୍ଲାଷ୍ଟିକ୍ ସାବୁଦାନା: ହୋଇଯାନ୍ତୁ ସାବଧାନ
ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍
ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
Archives


