ଲସ୍ଏଞ୍ଜେଲ୍ସ,୧୫ା୭(ଏପି): ଅପ୍ରତିଦ୍ୱନ୍ଦ୍ୱୀ ଲାଇଟ୍ଓ୍ବେଟ୍ ଚାମ୍ପିୟନ ଡେଭିନ୍ ହେନି ଲସ୍ଏଞ୍ଜେଲ୍ସରେ ଗିରଫ ହୋଇଛନ୍ତି। ସେ ତାଙ୍କ କାର୍ରେ ବେଆଇନ ଅସ୍ତ୍ର ଲୁଚାଇକରି ରଖିଥିଲେ। ୨୪ ବର୍ଷୀୟ ହେନି କିନ୍ତୁ ପରେ ୩୫,୦୦୦ ଜାମିନ ମୁଚାଲିକାରେ ଛାଡ଼ ପାଇଛନ୍ତି। ଅଗଷ୍ଟ ୩ରେ ମ୍ୟୁନିସିପାଲ୍ କୋର୍ଟରେ ଏହି ମାମଲାର ଶୁଣାଣି ହେବ। ହେନି କାର୍ର ପଛ ସିଟ୍ରେ ବସିଥିଲେ। ବକ୍ସରଙ୍କ ସହିତ ପିତା ତଥା ଟ୍ରେନର ଓ ମ୍ୟାନେଜର ବିଲ୍ ହାନି ରହିଥିଲେ। ବିଲ୍ କହିଛନ୍ତି, ଭୁଲ ବୁଝାମଣା ହୋଇଛି। ଡେଭିନ୍ ଯେତେବେଳେ କୋର୍ଟରେ ହାଜର ହେବେ ସବୁ ସମାଧାନ ହୋଇଯିବ। ପାଖରେ ଅସ୍ତ୍ର ରଖିବାର ଲାଇସେନ୍ସ ଥାଇ ସୁଦ୍ଧା ଡେଭିନ୍ ଗିରଫ ହେବା ଦୁର୍ଭାଗ୍ୟଜନକ। ସୂଚନାଯୋଗ୍ୟ, ଗତ ମେ’ ମାସରେ ଲାସ୍ ଭେଗାସ୍ଠାରେ ବିଚାରକମଣ୍ଡଳୀର ଏକ ସର୍ବସମ୍ମତି ନିଷ୍ପତ୍ତି କ୍ରମେ ଭାସିଲି ଲୋମାଚେଙ୍କାଙ୍କୁ ହରାଇ ହାନି ଟାଇଟଲ ବଜାୟ ରଖିବା ସହ ତାଙ୍କ ରେକର୍ଡ (୩୦-୦)ରେ ଉନ୍ନତି ଆଣିଛନ୍ତି।
ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍ ମିସ୍ତ୍ରୀ
ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…
କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…
ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…
ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…
ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍ଯାପିତ
ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍ଯାପିତ ହୋଇଯାଇଛି। ଦୁଇ…
ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….
ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

