Posted inଜାତୀୟ

ନାବାଳକକୁ ବୀଭତ୍ସ ହତ୍ୟା

ଝାଡଖଣ୍ଡ,୨୩।୧୨: ଝାଡଖଣ୍ଡର ଦେଓଗର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୪ ବର୍ଷୀୟ ବାଳକର ଗଳା କାଟି, ହାତ ,ଗୋଡ କାଟି ମୃତଦେହକୁ ଅଖା ଭିତରେ ଭର୍ତ୍ତି କରି ଏକ ଜଙ୍ଗଲରେ ପଡିଥିବା ଅଭିଯୋଗ ହୋଇଛି। ତେବେ ମୃତକ ବାଳକର ବନ୍ଧୁମାନେ ଏଭଳି କରିଥିବା ପୋଲିସ କହିଛି।

ସୂଚନାନୁସାରେ, ମଙ୍ଗଳବାର ରାତିରେ ସେ ନିଖୋଜ ହୋଇଯାଇଥିଲେ। ପରିବାର ବୁଧବାର ଦିନ ଅଭିଯୋଗ କରିଥିବା ପୋଲିସ ଅଧିକାରୀ ପୱନ କୁମାର କହିଛନ୍ତି। ମୃତକଙ୍କ ବନ୍ଧୁଙ୍କୁ ପୋଲିସ ଅଟକ ରଖି ପଚରାଯାଇଥିଲା । ମଙ୍ଗଳବାର ରାତି ପ୍ରାୟ ୮.୩୦ ସମୟରେ ଜାସିଡିହ ପୋଲିସ ଷ୍ଟେଶନ ପରିସରରେ ଥିବା ରୋହିଣୀ ଗ୍ରାମରେ ତାଙ୍କୁ ଘର ବାହାରେ ତାଙ୍କର ଜଣେ ଭେଟିଥିଲେ ଏବଂ କୁମ୍ରାବାଡ ଷ୍ଟେସନ ରୋଡକୁ ଯାଇଥିଲେ। ଯେଉଁଠାରେ ଅନ୍ୟ ଜଣେ ବନ୍ଧୁ ଅବିନାଶ ସେମାନଙ୍କ ସହ ଯୋଗ ଦେଇଥିଲେ ବୋଲି ପୋଲିସ ଅଧିକାରୀ କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ଅବିନାଶ ଏବଂ ମୃତଙ୍କ ମଧ୍ୟରେ କଳି ଲାଗିଥିବା ବେଳେ ଏହି ତିନିଜଣ ପାଲଙ୍ଗା ପାହାଡ ଜଙ୍ଗଲ ଆଡକୁ ଯାଇଥିଲେ। ତେବେ ଅବିନାଶ ଏକ ଛୁରିରେ ତାଙ୍କର ହତ୍ୟା କରିବା ପରେ ଗଳା କାଟି ଦେଇଥିଲେ। ଏହା ପରେ ଶରୀରର ଅଙ୍ଗଗୁଡ଼ିକୁ ତିନିଟି ବ୍ୟାଗରେ ଭର୍ତ୍ତି କରି ଜଙ୍ଗଲରେ ଫିଙ୍ଗି ଦେଇଥିଲେ। ଅବିନାଶ ମଧ୍ୟ ଏହି ଅପରାଧକୁ ସ୍ବୀକାର କରିଥିବା ବେଳେ ତାଙ୍କୁ ଗିରଫ କରାଯାଇଥିବା ପୋଲିସ କହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦୀ ଜୀବନ କାଟୁଛନ୍ତି ୨ କୁକୁଡ଼ା, ଜାଣନ୍ତୁ କାହିଁକି

ହାଇଦ୍ରାବାଦ,୭।୨: ଅପରାଧୀଙ୍କ ବଦଳରେ ଥାନା ହାଜତରେ ବନ୍ଦୀ ଜୀବନ କାଟୁଛନ୍ତି ୨ କୁକୁଡ଼ା। ଏହି ଘଟଣା ଉପରେ ବିଶ୍ୱାସ କରିବା ସହଜ ନୁହେଁ। ହେଲେ ଏହା...

ଦୀର୍ଘାୟୁ ହେବାପାଇଁ ପିଅନ୍ତୁ ୮କପ୍‌ କଫି

ନିୟମିତ ଦିନକୁ ୮ କପ୍‌ କଫି ପିଇଲେ ଜଣେ ଦୀର୍ଘାୟୁ ହେବ ବୋଲି ଜଣାପଡିଛି। ବ୍ରିଟେନର କଫି ପିଉଥିବା ପ୍ରାୟ ଏକ ମିଲିୟନ୍‌ ବ୍ୟକ୍ତିଙ୍କୁ ନେଇ...

ପାଠ ମନେ ରଖିବା ପାଇଁ ଛାତ୍ରୀଛାତ୍ରଙ୍କୁ ଇଞ୍ଜେକସନ ଦେଉଥିଲେ ଶିକ୍ଷକ

ନୂଆଦିଲ୍ଲୀ,୧୫।୨: ରାଜଧାନୀ ଦିଲ୍ଲୀରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ଶିକ୍ଷକ ଛାତ୍ରୀଛାତ୍ରଙ୍କ ସ୍ମରଣଶକ୍ତି ବଢାଇବା ଇଞ୍ଜେକସନ ଦେଉଥିବାବେଳେ ଧରାପଡିଛନ୍ତି। ପୋଲିସ ଶିକ୍ଷକଙ୍କୁ...

ଜଷ୍ଟିସ୍‌ ନାନାବତୀଙ୍କ ବିୟୋଗ

ନୂଆଦିଲ୍ଲୀ, ୧୯।୧୨: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଗିରୀଶ ଠାକୋରଲାଲ୍‌ ନାନାବତୀଙ୍କର ଶନିବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ ବହୁ...

ଡ୍ୟାନ୍ସ ମାଧ୍ୟମରେ କରୋନା ସଚେତନତା ସୃଷ୍ଟି କଲା ଚେନ୍ନାଇ ରେଲଓ୍ବେ ପୋଲିସ

ଚେନାଇ,୯।୫: କେରଳ ପରେ ବର୍ତ୍ତମାନ ଚେନ୍ନାଇ ରେଲଓ୍ବେ ପୋଲିସ ଦେଶର ନାଗରିକ ତଥା ଷ୍ଟେଶନକୁ ଆସୁଥିବା ଯାତ୍ରୀମାନଙ୍କୁ ସଚେତନତା ସଷ୍ଟି କରିବା ପାଇଁ ଡ୍ୟାନ୍ସର ଆୟୋଜନ...

ରାଞ୍ଚିରେ ଯୋଗ କରିବେ ମୋଦି

ରାଞ୍ଚି,୨୦।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ରାଞ୍ଚିଠାରେ ଯୋଗ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ସୂଚନା ମିଳିଛି। ଶୁକ୍ରବାର...

ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ

ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି ହୋଇଥିବା ଟ୍ରାଫିକରେ...

ଦେଶର ପ୍ରଥମ ଚାଳକ ବିହୀନ ମେଟ୍ରୋ ଟ୍ରେନ୍ ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶର ପ୍ରଥମ ଚାଳକ ବିହିନ ମେଟ୍ରୋକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ୍ ଦିଲ୍ଲୀ...

Advertisement
Archives

Model This Week