ବନ୍ଧୁକ ସହ ଖେଳୁଥିଲେ କୁନି ପୁଅ, ତା’ ପରେ …

ଓ୍ବାଶିଂଟନ,୧୫।୩: ଜଣେ ୩ ବର୍ଷୀୟ ଶିଶୁପୁତ୍ର ଦୁର୍ଘଟଣାବଶତଃ ଗୁଳି କରି ତାଙ୍କ ମା’ଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ସୋମବାର ଘଟିଛି ଆମେରିକାର ସିକାଗୋ ସହରରେ।

ଘଟଣାଟି ଶନିବାର ସନ୍ଧ୍ୟାରେ ଡଲଟନର ଏକ ସୁପରମାରକେଟ୍‌ର ପାର୍କିଂ ଲଟରେ ଘଟିଛି। ଶିଶୁପୁତ୍ରଟି କାରର ପଛରେ ଛୁଆଙ୍କ ସିଟ୍‌ରେ ବାପା ମା’ଙ୍କ ସହ ବସିଥିଲା। ବାପାଙ୍କ ପିସ୍ତଲ କେଉଁ ଭଳି ଶିଶୁପୁତ୍ରଙ୍କ ହାତରେ ପଡ଼ିଥିଲା ତାହା ଜଣାପଡ଼ି ନାହିଁ। କାରରେ ଥାଇ ଶିଶୁ ପିସ୍ତଲରେ ଖେଳିବା ଆରମ୍ଭ କରିଥିଲେ। କିଛି ସମୟ ପରେ ସେ ଟ୍ରିଗର ଦାବି ଦେଇଥିଲେ ବୋଲି ସ୍ଥାନୀୟ ପୋଲିସ ମୁଖ୍ୟ ରବର୍ଟ କଲିନ୍ସ କହିଛନ୍ତି।

ଶିଶୁପୁତ୍ର ମା’ ଦାଏଜା ବେନେଟ (୨୨)ଙ୍କ ବେକ ପଛରେ ଗୁଳି ବାଜିଛି। ତାଙ୍କୁ ସିକାଗୋ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତଦନ୍ତ ଚାଲୁଥିବାରୁ ମୃତକଙ୍କ ସ୍ବାମୀଙ୍କୁ ପୋଲିସ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ଆଜି କାଲି କହି ଭଣ୍ଡାଉଛନ୍ତି ପୋଷ୍ଟ ଅଫିସ କର୍ମଚାରୀ: ଉପଭୋକ୍ତା ଅତିଷ୍ଠ

ଗଞ୍ଜାମ,(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବଡ଼ ବଜାର ସ୍ଥିତ ପୋଷ୍ଟ ଅଫିସର କର୍ମଚାରୀମାନଙ୍କ ମନମୁଖୀ ଆଚରଣ ନେଇ ଗ୍ରାହକମାନେ ଅତିଷ୍ଠ ହୋଇପଡ଼ିଛନ୍ତି। ଏମିତିକି ଗ୍ରାହକମାନଙ୍କ ସହ କର୍ମଚାରୀମାନେ…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri