ଦୁର୍ଘଟଣାରେ ଆଖିବୁଜିଲା ନାବାଳକ: ଉତ୍ତ୍ୟକ୍ତ ଲୋକଙ୍କ ଥାନା ଘେରାଉ

ସମ୍ବଲପୁର, ୨୮।୧୧(ବ୍ୟୁରୋ): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ଆଶାପାଲି ସ୍କୁଲ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଜିପ୍‌ ଧକ୍କାରେ ୭ ବର୍ଷର ନାବାଳକର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ସେ ସାହୁ କଲୋନୀର ସାହିଲ ସିଂ ବୋଲି ଜଣାପଡିଛି। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ପଡ଼ାବାସୀ ଟାଉନ ଥାନା ଘେରାଉ କରିଛନ୍ତି । ଘଟଣା ସ୍ଥଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?