Posted inଫୁରସତ

ସ୍କୁଟି ଉପରେ ଷ୍ଟାଇଲ୍‌ ମାରୁଥିଲେ ଯୁବକ, ପରେ ଯାହା ହେଲା ଦେଖିଲେ…

ଆଜିକାଲିର ଯୁବକମାନେ କିଛି ଅଲଗା କରିବାକୁ ଆଗ୍ରହୀ। ଏଥିପାଇଁ ସେମାନେ ଗୋଟିଏ ପରେ ଗୋଟିଏ କୌଶଳ ଆପଣାଇଥାନ୍ତି। ହେଲେ ଅନେକ ଥର ଷ୍ଟାଇଲ୍‌ ମାରିବାକୁ ଯାଇ ସେମାନେ ନିଜର ମଜା ଉଡ଼ାଇଥାନ୍ତି। ଏଭଳି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ତିନି ସେକେଣ୍ଡ ଭିଡିଓରେ ଜଣେ ପୁଅ ସହିତ ଯାହା ଘଟିଛି ତାକୁ ଦେଖିଲେ ଆପଣ ହସିବେ ନିଶ୍ଚିତ।

ଅନେକ ଲୋକଙ୍କୁ ଷ୍ଟଣ୍ଟ କରୁଥିବା ଦେଖିଥିବେ। କେବେ ବାଇକ୍‌ରେ, କାର୍‌ରେ କିମ୍ବା ସାଇକେଲରେ ଲୋକମାନେ ଗୋଟିଏ ପରେ ଗୋଟିଏ ବିପଜ୍ଜନକ ଏବଂ ମଜାଳିଆ ଷ୍ଟଣ୍ଟ କରନ୍ତି । ବେଳେବେଳେ ଷ୍ଟଣ୍ଟ ଯୋଗୁ ଲୋକମାନେ ନିଜ ଜୀବନକୁ ବିପଦରେ ପକାନ୍ତି। ସେହିଭଳି ଭାଇରାଲ ଭିଡିଓରେ ଜଣେ ଯୁବକ ସ୍କୁଟିରେ ଷ୍ଟଣ୍ଟ କରୁଥିଲେ। ଷ୍ଟଣ୍ଟ କରିବା ସମୟରେ ବାଳକ ହଠାତ୍‌ ସ୍କୁଟିର ଆଗକୁ ଉଠାଇ ତୁରନ୍ତ ବ୍ରେକ ମାରିଥିଲେ। ପରିଣାମସ୍ବରୂପ ସେ ଉପରକୁ ଉଠି ଓଲଟିପଡ଼ିଥିଲେ।

ଦେଖନ୍ତୁ ଭିଡିଓ:

ଭିଡିଓରେ ଯୁବକଙ୍କ ଅବସ୍ଥା ଦେଖି ଆପଣ ଏହା କେଉଁ ପ୍ରକାରର ଷ୍ଟଣ୍ଟ ବୋଲି ଭାବୁଥିବେ। ଏହି ଭିଡିଓକୁ ଟୁଇଟରରେ ‘@Cosasdevida_୧୨’ ନାମକ ଏକ ଆକାଉଣ୍ଟରୁ ଶେୟାର କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୧୦ ହଜାରରୁ ଅଧିକ ଲୋକ ଏହି ଭିଡିଓ ଦେଖିସାରିଛନ୍ତି। ଅନେକ ଏଥିରେ ମଜାଦାର କମେଣ୍ଟ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri