ମହିଳା କନଷ୍ଟେବଳଙ୍କୁ ହତ୍ୟା କରି କାର୍‌ରେ ମୃତଦେହ ନେଇଥିଲେ ପୁରୁଷ ବନ୍ଧୁ, ସାମ୍ନାକୁ ଆସିଲା ଅନେକ ଚାଞ୍ଚଲ୍ୟକର ତଥ୍ୟ

ଭୁବନେଶ୍ୱର,୧୭ା୯: ନିଖୋଜ ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ମୃତଦେହ କେନ୍ଦୁଝରର ଘଟଗାଁରୁ ମିଳିବା ପରେ ଅନେକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ତେବେ ତାଙ୍କ ପୁରୁଷ ବନ୍ଧୁ ଦୀପକ ରାଉତ ଶୁଭମିତ୍ରାଙ୍କୁ ତଣ୍ଟିଚିପି ହତ୍ୟା କରିଥିବା ଜଣାପଡ଼ିଛି। ଗତ ୬ ତାରିଖରେ ଭୁବନେଶ୍ୱରରେ ଶୁଭମିତ୍ରାଙ୍କୁ ହତ୍ୟା କରି ତାଙ୍କ ଡେଡ୍‌ବଡିକୁ କାର୍‌ ଯୋଗେ ଦୀପକ କେନ୍ଦୁଝର ଜିଲା ଘଟଗାଁ ଅଞ୍ଚଳକୁ ନେଇଥିଲେ।

ପରେ ଘଟଗାଁ ଅଞ୍ଚଳର ଜଙ୍ଗଲରେ ମୃତଦେହ ପୋତି ଦେଇଥିଲେ। ମୃତଦେହ ନେଇଥିବା କାର୍‌କୁ ପୋଲିସ ଜବତ କରିଥିବାବେଳେ ଘଟଣାସ୍ଥଳରେ ପହଞ୍ଚିଛି। ଉକ୍ତ ଘଟଣାର ତଦନ୍ତ ପାଇଁ ଘଟଗାଁରେ କମିଶନରେଟ୍‌ ପୋଲିସର ୧୫ ଜଣିଆ ଟିମ୍‌ ପହଞ୍ଚିଛନ୍ତି। ୨୦ ଲକ୍ଷ ଟଙ୍କା ପାଇଁ ଶୁଭମିତ୍ରାଙ୍କୁ ହତ୍ୟା କରାଯାଇଥିବା ପୋଲିସକୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri