Odisha Elections 2024
Posted inଫୁରସତ

କୁଲରକୁ କରିଦେଲେ ତିନିଚକିଆ ଗାଡି, ଯୁବକଙ୍କ ଦେଶୀ ଯୋଗାଡ ଦେଖି ହେବେ ତାଜୁବ, ଭିଡିଓ ଭାଇରାଲ

ଦେଶରେ ଏବେ ବହୁତ ଦେଶୀ ଯୋଗାଡ କରୁଥିବା ଲୋକ ବାହାରିଲେଣି। ଏପରି ଯୋଗାଡ ଦେଖି ନ ହସି ରହିପାରିବେନି। ଆପଣ ଖରାଦିନେ କୁଲର ବ୍ୟବହାର କରୁଥିବେ ହେଲେ ଶୀତଦିନେ ଏସବୁ ବ୍ୟବହାର ହୋଇ ନ ଥାଏ। ହେଲେ ବ୍ୟବହାର ନ ହେଲେ ତାକୁ କଣ ଆପଣ ଅଲଗା କାର୍ଯ୍ୟରେ ଲଗାଇବାକୁ କେବେ ଭାବିଛନ୍ତି କି? ନିକଟରେ ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଠି ଜଣେ ଯୁବକ ତାଙ୍କ ବୁଦ୍ଧି ଲଗାଇ ଏସିକୁ ତିନି ଚକିଆ ଗାଡି କରିଦେଇଛନ୍ତି।

 

View this post on Instagram

 

A post shared by iMRAN [TEAM SOYLA] (@imran_soyla)

ଭିଡିଓରେ ଆପଣ ଦେଖିପାରିବେ, କିପରି ଏକ କୁଲର୍‌ ରାସ୍ତାରେ ଗତି କରୁଛ। କୁଲରର ପଛରେ ଦୁଇଟି ଓ ଆଗରେ ଗୋଟିଏ ଚକ ରହିଛି। ଏହା ଏକ ରିକ୍ସା ପରି ଦେଖାଯାଉଥିଲେ ବି ବନ୍ଦ ବାକ୍ସ ଭିତରେ ଯାତ୍ରୀ ବସିବାର ସୁବିଧା ରହିଛି। ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। କାରଣ ଏଥିରେ ଯୁବକ ଜଣକ ନିଜେ ବସି ଯାତ୍ରା କରିବା ସହ ଭିତରେ ରହି ଏହାକୁ ଡ୍ରାଇଭିଂ ବି କରୁଛନ୍ତି। ଯୁବକଙ୍କ ଦେଶୀ ଯୋଗାଡ ଦେଖି ୟୁଜର୍ସ ନ ହସି ରହିପାରୁ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାତୀୟ ଡେଙ୍ଗୁ ଦିବସ

ଆମେ ସମ୍ମୁଖୀନ ହେଉଥିବା ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକ ମଧ୍ୟରେ ଡେଙ୍ଗୁ ଅନ୍ୟତମ। ଏଡିସ୍‌ ମଶା ହେଉଛି ଏହାର ବାହକ। ପ୍ରାରମ୍ଭରୁ ଡେଙ୍ଗୁର ଚିକିତ୍ସା କରା ନ ଗଲେ...

ଭାରତ ପ୍ରେମରେ ଜାପାନୀ ସିଇଓ

ବେଙ୍ଗାଲୁରୁ: ଟେକ୍‌ ଜାପାନ କମ୍ପାନୀର ପ୍ରତିଷ୍ଠାତା ତଥା ସିଇଓ ନାଓତାକା ନିଶିୟାମା ଗତ ମାସେ ହେବ ଭାରତ ଗସ୍ତରେ ରହିଛନ୍ତି। ଭାରତରେ ସଂସ୍କୃତି, ମୂଲ୍ୟବୋଧ ଓ ବିବିଧତାକୁ...

୨୦ବର୍ଷ ଧରି ବୋର୍ଡରେ ଖବର ଲେଖୁଛନ୍ତି ସରୋଜ ଚର୍ଚ୍ଚି

ଖବରକାଗଜ ସାଧାରଣତଃ ଛପା ଯାଇଥାଏ। ବିଭିନ୍ନ ଅଞ୍ଚଳରୁ ପ୍ରକାଶନ ହେଉଥିବା ଦୈନିକ, ସାପ୍ତାହିକ, ମାସିକ, ପାକ୍ଷିକ ଆଦି ବିଭିନ୍ନ ଭାଷାର ଏକାଧିକ ସଂସ୍କରଣ ରହିଛି। ଆଞ୍ଚଳିକ,...

ଆଧୁନିକ ନାରୀଙ୍କ ପାଇଁ ଦୃଷ୍ଟାନ୍ତ ‘ନନ୍ଦିନୀ’

ଓଡ଼ିଶା ମାଟିର ସୁଯୋଗ୍ୟା ସନ୍ତାନ ସେ । ଜଣେ ପ୍ରତିଷ୍ଠିତ ଲେଖିକା ହେବା ସହ ରାଜନୀତିରେ ବି ସେ ଥିଲେ ବେଶ୍‌ ପାରଙ୍ଗମ। ଯାହା ତାଙ୍କୁ...

ମା’ ଖୁସି ପାଇଁ..ସବୁ ଖୁସି ପାଦ ତଳେ ଥୋଇ ଦେଇଥିବା ସୁଯୋଗ୍ୟ ସନ୍ତାନ…

ମା’;  ଯାହାର ଜୀବନ ନାଟିକା ତା’ ସନ୍ତାନ ପାଖରେ ଅଟକିଥାଏ। ଯାହାର ସବୁ ସୁଖଦୁଃଖ ତା’ ପିଲା ପାଖରୁ ଆରମ୍ଭ ହୋଇ ତାଙ୍କଠି ହିଁ ସରିଯାଏ।...

ଆଜି ବିଶ୍ୱ ମାତୃ ଦିବସ

ବିଶ୍ୱ ମାତୃ ଦିବସ ହେଉଛି ଏକ ବିଶ୍ୱସ୍ତରୀୟ ଉତ୍ସବ ଯାହାକି ମା’ ଏବଂ ମାତୃଭାଷାଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ ପାଳନ କରାଯାଏ। ଏହା ଜଣେ ମା’ର...

ଚଳନ୍ତା ବିମାନରେ ମାରପିଟ

ସାନ୍‌ ଫ୍ରାନ୍ସିସ୍କୋ: ସାମ୍ପ୍ରତିକ ସମୟରେ ବିମାନରେ ଯାତ୍ରା କରିବାବେଳେ ଯାତ୍ରୀଙ୍କ ମଧ୍ୟରେ ଝଗଡ଼ା ଓ ମାରପିଟ ଲାଗିବାର ଅନେକ ଖବର ସାମ୍‌ନାକୁ ଆସିଛି। ସୋସିଆଲ ମିଡିଆର ଯୁଗ...

ହେଲିକପ୍ଟର ଭିତରେ ଅନନ୍ୟ ହୋଟେଲ: ଏଥିରେ ଯାହା ସବୁ ରହିଛି, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଯେତେବେଳେ ଆପଣ କୌଣସି ସ୍ଥାନକୁ ଯାଆନ୍ତି ସେତେବେଳେ ସ୍ଥାନ କିମ୍ବା ହୋଟେଲରେ ରହିବାକୁ ଚାହାନ୍ତି। ଯାହାର ଆଖପାଖ ପରିବେଶ ଆରାମଦାୟକ ହୋଇଥିବା ଦରକାର। ମାତ୍ର ସବୁବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri