Posted inଫୁରସତ

Stunt Video: ଟ୍ରକ୍‌ ଆଗକୁ ଯାଇ ଷ୍ଟଣ୍ଟ କରୁଥିଲେ ଯୁବକ, ହଠାତ୍‌ ହେଲା ଭୟଙ୍କର ଦୁର୍ଘଟଣା; ତା ପରେ…

ଯୁବକମାନଙ୍କୁ ଷ୍ଟଣ୍ଟ କରିବା ପସନ୍ଦ। ଇଣ୍ଟରନେଟ୍‌ରେ ଷ୍ଟଣ୍ଟର ଅନେକ ଭିଡିଓ ଭାଇରାଲ ହୋଇଥାଏ। ହେଲେ ଏବେ ଏକ ଭୟଙ୍କର ଷ୍ଟଣ୍ଟ ଭିଡିଓ ଭାଇରାଲ ହେଉଛି, ଯାହାକୁ ଦେଖିବା ପରେ ଆପଣ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ଭିଡିଓରେ ଜଣେ ଯୁବକ ଷ୍ଟଣ୍ଟ କରୁଥିବା ବେଳେ କିଭଳି ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି ତାହା ଦେଖିବାକୁ ମିଳିଛି। ଭଗବାନଙ୍କ ଆଶୀର୍ବାଦ ଯୋଗୁ ତାଙ୍କ ସହ ବଡ଼ ଦୁର୍ଘଟଣା ଘଟି ନ ଥିଲା।

ଭାଇରାଲ ଭିଡିଓରେ ଉକ୍ତ ଯୁବକ ବାଇକ୍‌ରେ ଷ୍ଟଣ୍ଟ କରୁଥିବା ଦେଖାଯାଇଛି। ସେ ହଠାତ ବାଇକ୍‌ ଉପରେ ଛିଡ଼ା ହୋଇ ଏକ ଚଳନ୍ତା ଟ୍ରକ ସମ୍ମୁଖକୁ ଯାଇ ଷ୍ଟଣ୍ଟ କରୁଛନ୍ତି। ଠିକ୍‌ ଏତିକି ବେଳେ ଟ୍ରକ୍‌ଟି ତାଙ୍କୁ ଧକ୍କା ଦେଉଛି। ଏମିତିରେ ସେ ତଳେ ପଡ଼ି ଯାଉଛନ୍ତି। ତାଙ୍କୁ ଆଘାତ ଲାଗୁଛି। ଭାଗ୍ୟ ଭଲ ଥିବାରୁ ତାଙ୍କ ସହ ବଡ଼ ଦୁର୍ଘଟଣା ଘଟିନାହିଁ।

ଇନଷ୍ଟାଗ୍ରାମରେ ଭାଇରାଲ ହେଉଥିବା ଭିଡିଓରେ ବ୍ୟବହାରକାରୀମାନେ ଭଳିକି ଭଳି ପ୍ରତିକ୍ରିୟା ଦେଉଛନ୍ତି। ଏଯାବତ ଭିଡିଓକୁ ୨.୬ ମିଲିୟନରୁ ଅଧିକ ଲୋକେ ପସନ୍ଦ କରିଛନ୍ତି। ଏହାଛଡ଼ା ଶହ ଶହ ଥର ଶେୟାର କରାଯାଉଛି। ଆପଣ ବି ଦେଖନ୍ତୁ:


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri