Posted inଫୁରସତ

Stunt Video: ଟ୍ରକ୍‌ ଆଗକୁ ଯାଇ ଷ୍ଟଣ୍ଟ କରୁଥିଲେ ଯୁବକ, ହଠାତ୍‌ ହେଲା ଭୟଙ୍କର ଦୁର୍ଘଟଣା; ତା ପରେ…

ଯୁବକମାନଙ୍କୁ ଷ୍ଟଣ୍ଟ କରିବା ପସନ୍ଦ। ଇଣ୍ଟରନେଟ୍‌ରେ ଷ୍ଟଣ୍ଟର ଅନେକ ଭିଡିଓ ଭାଇରାଲ ହୋଇଥାଏ। ହେଲେ ଏବେ ଏକ ଭୟଙ୍କର ଷ୍ଟଣ୍ଟ ଭିଡିଓ ଭାଇରାଲ ହେଉଛି, ଯାହାକୁ ଦେଖିବା ପରେ ଆପଣ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ଭିଡିଓରେ ଜଣେ ଯୁବକ ଷ୍ଟଣ୍ଟ କରୁଥିବା ବେଳେ କିଭଳି ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି ତାହା ଦେଖିବାକୁ ମିଳିଛି। ଭଗବାନଙ୍କ ଆଶୀର୍ବାଦ ଯୋଗୁ ତାଙ୍କ ସହ ବଡ଼ ଦୁର୍ଘଟଣା ଘଟି ନ ଥିଲା।

ଭାଇରାଲ ଭିଡିଓରେ ଉକ୍ତ ଯୁବକ ବାଇକ୍‌ରେ ଷ୍ଟଣ୍ଟ କରୁଥିବା ଦେଖାଯାଇଛି। ସେ ହଠାତ ବାଇକ୍‌ ଉପରେ ଛିଡ଼ା ହୋଇ ଏକ ଚଳନ୍ତା ଟ୍ରକ ସମ୍ମୁଖକୁ ଯାଇ ଷ୍ଟଣ୍ଟ କରୁଛନ୍ତି। ଠିକ୍‌ ଏତିକି ବେଳେ ଟ୍ରକ୍‌ଟି ତାଙ୍କୁ ଧକ୍କା ଦେଉଛି। ଏମିତିରେ ସେ ତଳେ ପଡ଼ି ଯାଉଛନ୍ତି। ତାଙ୍କୁ ଆଘାତ ଲାଗୁଛି। ଭାଗ୍ୟ ଭଲ ଥିବାରୁ ତାଙ୍କ ସହ ବଡ଼ ଦୁର୍ଘଟଣା ଘଟିନାହିଁ।

ଇନଷ୍ଟାଗ୍ରାମରେ ଭାଇରାଲ ହେଉଥିବା ଭିଡିଓରେ ବ୍ୟବହାରକାରୀମାନେ ଭଳିକି ଭଳି ପ୍ରତିକ୍ରିୟା ଦେଉଛନ୍ତି। ଏଯାବତ ଭିଡିଓକୁ ୨.୬ ମିଲିୟନରୁ ଅଧିକ ଲୋକେ ପସନ୍ଦ କରିଛନ୍ତି। ଏହାଛଡ଼ା ଶହ ଶହ ଥର ଶେୟାର କରାଯାଉଛି। ଆପଣ ବି ଦେଖନ୍ତୁ:


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri