Posted inଫୁରସତ

ହଳଦିଆ ଜିଭ, ପେଟରେ ଦରଜ ପରି ଲକ୍ଷଣ ଦେଖି ଚିନ୍ତାରେ ପଡ଼ିଲେ ଡାକ୍ତର; ପରେ ଜାଣିଲେ…

ଜଣେ ୧୨ ବର୍ଷର ବାଳକଙ୍କ ହଳଦିଆ ଜିଭ ଦେଖି ଡାକ୍ତର ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏତଦ୍‌ବ୍ୟତୀତ ବାଳକର ଶରୀରରେ କେତେକ ଗମ୍ଭୀର ଲକ୍ଷଣ ପ୍ରକାଶ ପାଇଥିଲା। ପରେ ପରିବାର ଲୋକେ କାନାଡାର ଟରେଣ୍ଟୋରେ ଥିବା ଏକ ହସ୍ପିଟାଲକୁ ନେଇଥିଲେ। ତାଙ୍କ ଗଳା ଦରଜ ହେବା, ହଳଦିଆ ପରିସ୍ରା ହେବା, ପେଟ ଦରଜ ହେବା, ତ୍ୱଚା ହଳଦିଆ ପଡ଼ିବା ପରି ଲକ୍ଷଣ ପ୍ରକାଶ ପାଇଥିଲା। ଏପରି ଲକ୍ଷଣ ଦେଖି ଡାକ୍ତରମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପ୍ରଥମେ ଡାକ୍ତର ଭାବୁଥିଲେ ଏହା ଜଣ୍ଡିସ୍‌ ବା ହଳଦିଆ କାମଳ ରୋଗ। ମାତ୍ର ଧୀରେ ଧୀରେ ଆଖି ମଧ୍ୟ ହଳଦିଆ ହୋଇଗଲା। ପରେ ଜିଭ ବି ହଳଦିଆ ହୋଇଗଲା। ଯାହା ଡାକ୍ତରଙ୍କୁ ଚିନ୍ତାରେ ପକାଇଥିଲା।

ଅନେକ ପରୀକ୍ଷା ନିରୀକ୍ଷା କରିବା ପରେ ବାଳକଙ୍କୁ ଆନେମିଆ ଏବଂ ଆପଷ୍ଟିନ୍‌ ବାର୍‌ ଭାଇରସରେ ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା। ଏହା ଏମିତି ଏକ ଭାଇରସ ଯାହା ପିଲାମାନଙ୍କୁ ସଂକ୍ରମିତ କରିଥାଏ। ଏହି ବାଳକ ଅଟୋଇମ୍ୟୁନୋ ଡିସ୍‌ଅର୍ଡର ରୋଗରେ ପୀଡ଼ିତ। ଏକ ରିପୋର୍ଟ ଅନୁଯାୟୀ, ବାଳକର ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିବାରୁ ଶରୀରରେ ରକ୍ତ କୋଶିକା ଉପରେ ଏହା ସଂକ୍ରମିତ ହୋଇଛି। ଯେଉଁ କାରଣରୁ ଏପରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri