Posted inଖେଳ

ବୟକଟ ଖେଳ ଶେଷ: ୨ରେ କଲମ୍ବୋରେ ପହଞ୍ଚିବ ପାକିସ୍ତାନ ଦଳ

ଲାହୋର,୨୯ା୧: ଆସନ୍ତା ୭ ତାରିଖରୁ ଆରମ୍ଭ ହେବାକୁ ଥିବା ଟି୨୦ ବିଶ୍ୱକପ ଲାଗି ପାକିସ୍ତାନ ଦଳ ଆସନ୍ତା ୨ ତାରିଖରେ ଶ୍ରୀଲଙ୍କାର କଲମ୍ବୋ ଅଭିମୁଖେ ଯାତ୍ରା କରିବ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ସୂତ୍ରରୁ ଜଣାପଡ଼ିଛି। ଏଥିଯୋଗୁ ବିଶ୍ୱକପ୍‌ କିମ୍ବା ଫେବୃଆରୀ ୧୫ ତାରିଖରେ ହେବାକୁ ଥିବା ଭାରତ ବିପକ୍ଷ ହାଇଭୋଲ୍ଟେଜ ମ୍ୟାଚ୍‌କୁ ପାକିସ୍ତାନ ଦଳର ବୟକଟ କରିବାର ସମ୍ଭାବନା ପ୍ରାୟତଃ ଶେଷ ହୋଇଛି।

ପକ୍ଷରୁ ପାକିସ୍ତାନ ଦଳର ଟ୍ରାଭେଲ ଲାଗି ସମସ୍ତ ବ୍ୟବସ୍ଥା କରାଯାଇଛି। ଦଳ ୨ ତାରିଖ ସକାଳୁ କଲମ୍ବୋ ଅଭିମୁଖେ ଯାତ୍ରା କରିବ। ଏଣୁ ପାକିସ୍ତାନ ଟି୨୦ ବିଶ୍ୱକପ୍‌ ଓ ଭାରତ ବିପକ୍ଷ ମ୍ୟାଚ୍‌କୁ ବୟକଟ କରିବ ନାହିଁ ବୋଲି ସୂତ୍ରରୁ କୁହାଯାଇଛି। ତେବେ ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନ ଅଂଶଗ୍ରହଣ କରିବ କି ନାହିଁ, ତାହା ପିସିବି ଶୁକ୍ରବାର ଆଇସିସିକୁ ଜଣାଇବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡିରେ ବିଦ୍ୟୁତ ସେବା ଠପ୍‌: ଆସୁନି ଇଣ୍ଟରନେଟ, ଲୋକେ ହନ୍ତସନ୍ତ

ଦାରିଙ୍ଗବାଡି,୨।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡରେ ଗତ ୩ ଦିନ ହେଲା ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇପଡିଛି। ପ୍ରାୟ ୮ ପଞ୍ଚାୟତବାସୀ ଅନ୍ଧାରରେ ରହିଥିବା…

ପେଟ୍ରୋଲ-ଡିଜେଲ ଦାମ୍‌କୁ ନେଇ ଆସିଲା ବଡ଼ ଅପଡେଟ୍‌: ଏତେ ଟଙ୍କା ମହଙ୍ଗା ହୋଇଯିବ…

ନୂଆଦିଲ୍ଲୀ,୨।୫: ମେ ମାସ ମୁଦ୍ରାସ୍ଫୀତି କ୍ଷେତ୍ରରେ ଜନସାଧାରଣଙ୍କୁ ଚକିତ କରିପାରେ। ଏହା ୧ ମେ’ ରେ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା।…

Love You Darling…. ଚିତ୍କାର କରି ଧୋନୀଙ୍କୁ ଏମିତି କହିଦେଲେ ଏହି କ୍ରିକେଟର୍‌, ଦେଖନ୍ତୁ Video

ନୂଆଦିଲ୍ଲୀ,୨।୫: IPL 2026ରେ ଏମ୍‌ସ୍‌୍‌ ଧୋନୀଙ୍କୁ ପଡ଼ିଆରେ ଦେଖିବା ପାଇଁ ପ୍ରଶଂସକମାନେ ବହୁତ ଦିନରୁ ଅପେକ୍ଷା କରିଛନ୍ତି। ତାଙ୍କ ପ୍ରତି ସେମାନଙ୍କର ପ୍ରେମ ଅତୁଟ ରହିଛି। କେବଳ…

ବ୍ୟାଟ ଦେଖାଇଲେ ଜାଡେଜା, ଧକ୍କା ମାରିଲେ କୁଲଦୀପ ଯାଦବ: ଲାଇଭ ମ୍ୟାଚ ସମୟରେ ମଧ୍ୟରେ ଘଟିଲା ଏମିତି, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୫: IPL ୨୦୨୬ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିଲା, ଯେଉଁଥିରେ ଡିସି RRକୁ ୭ ଉଇକେଟ୍‌ରେ…

ଆଇଏମ୍‌ଡିର ବଡ଼ ଚେତାବନୀ, ମେ’ରେ ସ୍ବାଭାବିକଠାରୁ ହେବ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ବର୍ଷ ମେ ମାସରେ ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ…

ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

ମଇ ଆରମ୍ଭରୁ ଫୋନ୍‌ ଦାମ୍‌ ବଢ଼ାଇଲେ ଏହି ୩ କମ୍ପାନୀ, ଗ୍ରାହକଙ୍କ ପକେଟରେ ଚାବୁକ୍‌; ଜାଣନ୍ତୁ ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୫:ଯଦି ଆପଣ ଏକ ନୂଆ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟ ଉପରେ ଏବେ ଅଧିକ ଚାପ ପଡ଼ିପାରେ। Nothing, Realme ଏବଂ OnePlus…

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri