ପ୍ରେମିକାର ଅଶ୍ଳୀଳ ଭିଡିଓ ଭାଇରାଲ କରି ପ୍ରେମିକ ଗିରଫ

ପାରଳାଖେମୁଣ୍ଡି,୨୩ା୨(ଡି.ଏନ୍‌.ଏ): ପ୍ରେମିକାର ଅଶ୍ଳୀଳ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରି ପ୍ରେମିକ ଜଣକ ଗିରଫ ହୋଇଛନ୍ତି। ଅଭିଯୁକ୍ତ ହେଲେ ଗଜପତି ଜିଲା କେ.ଝାଲରସିଂ ଅଞ୍ଚଳର।

ମିଳିଥିବା ସୂଚନା ମୁତାବକ, ନୂଆଗଡ଼ ଅଞ୍ଚଳର ଜନୈକ ଯୁବତୀଙ୍କ ସହିତ କେ.ଝାଲରସିଂ ଅଞ୍ଚଳର ଯୁବକଙ୍କ ସହ ପ୍ରେମସମ୍ପର୍କ ଗଢ଼ି ଉଠିଥିଲା। ହେଲେ ପ୍ରେମିକ ଜଣକ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଅଶ୍ଳୀଳ ଭିଡ଼ିଓ କରିଥିଲେ। ହେଲେ ବିବାହ ନ କଲେ ଅଶ୍ଳୀଳ ଭିଡ଼ିଓ ଭାଇରାଲ କରିଦେବାକୁ ପ୍ରେମିକାଙ୍କୁ ଧମକ ଦେଇଥିଲେ। ଯୁବତୀଙ୍କ ବାପା ମା’ ଅନ୍ୟଆଡ଼େ ଝିଅକୁ ବାହାଦେବାକୁ ସ୍ଥିର କରିଥିବାରୁ ପ୍ରେମିକ ଜଣକ ଅଶ୍ଳୀଳ ଭିଡିଓ ଭାଇରାଲ କରିଦେଇଥିଲେ। ଏ ନେଇ ପ୍ରେମିକା ଜଣଙ୍କ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ପ୍ରେମିକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧାର ହରିଣ ଜଙ୍ଗଲରେ ଛଡ଼ାଗଲା

ଭଞ୍ଜନଗର,୨୪।୪(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ବନାଞ୍ଚଳର ବୁଦିଲି ଗ୍ରାମକୁ ଗୁରୁବାର ସକାଳେ ଏକ ହରିଣ ପଶି ଆସିଥିଲା। ହରିଣଟିକୁ କୁକୁର ଗୋଡ଼ାଇଥିଲେ। ଖବରପାଇ...

ଭିତର ରତ୍ନଭଣ୍ଡାର ଚାବିକୁ ନେଇ ହଟୁନି ଦ୍ୱନ୍ଦ୍ୱ

ପୁରୀ ଅଫିସ,୨୦।୧୧: ରତ୍ନଭଣ୍ଡାରକୁ ନେଇ ନୂଆ ବିବାଦ ଦେଖାଦେଇଛି। ପୂର୍ବରୁ ରତ୍ନଭଣ୍ଡାର ଚାବି ଘଟଣାରେ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟକଳାପ ଉପରେ ସାଧାରଣରେ...

ଖୁଣ୍ଟ ଅଛି, ବିଦ୍ୟୁତ୍‌ ନାହିଁ

ବଅଁରପାଳ, ୨୨ା୩(ଡି.ଏନ.ଏ.) – ବଅଁରପାଳ ବ୍ଲକ କନ୍ୟାବେଡା ତେଲିସାହି ଓ ଭୋଇ ସାହି ବାସିନ୍ଦାଙ୍କ ମୌଳିକ ସମସ୍ୟା ସୁଧାରୁନି ପ୍ରଶାସନ। ସାହିରେ ବିଜୁଳି, ପାନୀୟ, ସ୍ବାସ୍ଥ୍ୟ,...

କାରଣ ଖୋଜୁଛି ପୋଲିସ

କେନ୍ଦୁଝର,୨୫ା୨(ସ୍ବ.ପ୍ର.): ନିକଟରେ ଖେଲୋ ଇଣ୍ଡିଆ ମହିଳା ଲିଗ୍‌ରେ ଭାଗ ନେଇ ଓଡ଼ିଶା ଟିମ୍‌କୁ ଗୌରବାନ୍ବିତ କରିଥିବା କେନ୍ଦୁଝର ଜିଲା ବାରିଆ ଥାନା ଅଧୀନ ନୟାଧନୁର୍ଯ୍ୟୟପୁର ଗ୍ରାମର...

ମୁନିଗୁଡ଼ା ରେଳ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନ ଯୋଗୁ ହଜିଥିବା ଜିନିଷ ଫେରିପାଇଲେ କରନ୍‌

ମୁନିଗୁଡ଼ା,୧୩।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲାର ପୂର୍ବତଟ ରେଳପଥ ସମ୍ବଲପୁର ଡିଭିଜନ ଅନ୍ତର୍ଗତ ମୁନିଗୁଡ଼ା ରେଳ ସୁରକ୍ଷା ବଳ କର୍ମଚାରୀଙ୍କ ଉନ୍ନତ ସେବା ଲାଗି ଜନୈକ ଯାତ୍ରୀ ଗଭୀର...

ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ଆନ୍ଦୋଳନ

ଜଗତ୍‌ସିଂହପୁର ଅଫିସ୍‌, ୨୫।୧ ସ୍ବାମୀ ବିବେକାନନ୍ଦ ସ୍ମାରକୀ (ଏସ୍‌ଭିଏମ୍‌) ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପ୍ରଥମ ବର୍ଷ ୨ୟ ସେମିଷ୍ଟର ପରୀକ୍ଷା ଆସନ୍ତା ଏପ୍ରିଲରେ ହେବା...

ମଦ ନିଶାରେ ନିଜ ଶରୀରରେ ଭୁସିଦେଲେ ବୋତଲ

ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ାର ମଝିଘରିଆଣି ମନ୍ଦିର ନିକଟରେ ଥିବା ବଙ୍ଗାଳିସାହିରେ ମହେଶ୍ୱର କଲାକା ମଦନିଶାରେ ସୋମବାର ନିଜଦେହରେ ମଦ ବୋତଲ ଭୁସି ଦେଇଛନ୍ତି। ରକ୍ତାକ୍ତ ଅବସ୍ଥାରେ...

ଝିଅର ଅଶ୍ଳୀଳ ଫଟୋ ଭାଇରାଲ ପରେ ମା’ଙ୍କ ଆତ୍ମହତ୍ୟା

ଯାଜପୁର ଟାଉନ୍‌, ୨୭ା୮ (ଡି.ଏନ୍‌.ଏ.): ଝିଅର ଅଶ୍ଳୀଳ ଫଟୋ ଭାଇରାଲ ହେବା ପରେ ମା’ ଆତ୍ମହତ୍ୟା କରିବା ଭଳି ଏକ ସମ୍ବେଦନଶୀଳ ଘଟଣା ଘଟିଛି ଯାଜପୁର...

Advertisement
Archives

Model This Week